ବିମୁଦ୍ରାକରଣ ପ୍ରସଙ୍ଗକୁ ନେଇ ଲୋକସଭାରେ ସୋମବାର ପର୍ଯ୍ୟନ୍ତ ଗୃହ ମୁଲତବୀ

ନୂଆଦିଲ୍ଲୀ: ବିମୁଦ୍ରାକରଣ ପ୍ରସଙ୍ଗକୁ ନେଇ ଶୀତ ଅଧିବେଶନର ତୃତୀୟ ଦିନରେ ବି ସଂସଦ ଅଚଳ ହୋଇଛି। ଆଜି ଗୃହ କାର୍ଯ୍ୟ ଆରମ୍ଭ କ୍ଷଣି ଉଭୟ ଲୋକସଭା ଓ ରାଜ୍ୟସଭାରେ ବିରୋଧୀ ପ୍ରବଳ ହଟ୍ଟଗୋଳ କରିଥିଲେ। କଂଗ୍ରେସର ବରିଷ୍ଠ ନେତା ଗୁଲାମ ନବୀ ଆଜାଦ୍ ଦେଇଥିବା ଆପତ୍ତିଜନକ ବୟାନ ପାଇଁ କ୍ଷମା ମାଗନ୍ତୁ ବୋଲି ରାଜ୍ୟସଭାରେ ମନ୍ତ୍ରୀ ମୁଖତାର ଅବ୍ବାସ ନକଭି ଦାବି କରିଥିଲେ। ଅନ୍ୟପକ୍ଷରେ ବିମୁଦ୍ରାକରଣ ପାଇଁ ପ୍ରଧାନମନ୍ତ୍ରୀ କ୍ଷମା ମାଗନ୍ତୁ ବୋଲି ବିରୋଧୀ ଦାବି କରିଥିଲେ। […]

parliament

parliament

Rakesh Mallick
  • Published: Friday, 18 November 2016
  • Updated: 18 November 2016, 02:56 PM IST

Sports

Latest News

ନୂଆଦିଲ୍ଲୀ: ବିମୁଦ୍ରାକରଣ ପ୍ରସଙ୍ଗକୁ ନେଇ ଶୀତ ଅଧିବେଶନର ତୃତୀୟ ଦିନରେ ବି ସଂସଦ ଅଚଳ ହୋଇଛି। ଆଜି ଗୃହ କାର୍ଯ୍ୟ ଆରମ୍ଭ କ୍ଷଣି ଉଭୟ ଲୋକସଭା ଓ ରାଜ୍ୟସଭାରେ ବିରୋଧୀ ପ୍ରବଳ ହଟ୍ଟଗୋଳ କରିଥିଲେ। କଂଗ୍ରେସର ବରିଷ୍ଠ ନେତା ଗୁଲାମ ନବୀ ଆଜାଦ୍ ଦେଇଥିବା ଆପତ୍ତିଜନକ ବୟାନ ପାଇଁ କ୍ଷମା ମାଗନ୍ତୁ ବୋଲି ରାଜ୍ୟସଭାରେ ମନ୍ତ୍ରୀ ମୁଖତାର ଅବ୍ବାସ ନକଭି ଦାବି କରିଥିଲେ। ଅନ୍ୟପକ୍ଷରେ ବିମୁଦ୍ରାକରଣ ପାଇଁ ପ୍ରଧାନମନ୍ତ୍ରୀ କ୍ଷମା ମାଗନ୍ତୁ ବୋଲି ବିରୋଧୀ ଦାବି କରିଥିଲେ। ହୋହାଲ୍ଲା ଭିତରେ ରାଜ୍ୟସଭାକୁ ମୁଲତବୀ ରଖିଥିଲେ।

ସେହିପରି ଲୋକସଭାରେ ବି ହଟ୍ଟଗୋଳ ନେଇ ଗୃହ ଚାଲି ନ ପାରିବାରୁ ଆସନ୍ତା ସୋମବାର ପର୍ଯ୍ୟନ୍ତ ଗୃହକୁ ମୁଲତବୀ ରଖିଛନ୍ତି ବାଚସ୍ପତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story