ନୂଆଦିଲ୍ଲୀ: ମହାମାରୀ କରୋନାକୁ ଦୃଷ୍ଟିରେ ରଖି ଏବେ ଦେଶର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ। ଏଥିପାଇଁ ବିଭିନ୍ନ ସ୍କୁଲ ତରଫରୁ ଅନଲାଇନ ଦ୍ୱାରା ପିଲାଙ୍କୁ ପାଠପଢ଼ା ଯାଉଛି। ତେବେ ଆଜି ସ୍କୁଲ ଗୁଡ଼ିକ ଦ୍ୱାରା କରାଯାଉଥିବା ଅନଲାଇନ କ୍ଲାସ ପାଇଁ କେନ୍ଦ୍ର ମାନବ ସମ୍ବଳ ମନ୍ତ୍ରଣାଳୟ ପକ୍ଷରୁ ଗାଇଡଲାଇନ ଜାରି କରାଯାଇଛି।
ଗାଇଡଲାଇନ ଅନୁଯାୟୀ, ପ୍ରି-ପ୍ରାଇମେରୀ ଶିକ୍ଷାର୍ଥୀଙ୍କ ଅନଲାଇନ କ୍ଲାସ ୩୦ ମିନିଟ୍ରୁ ଅଧିକ ହୋଇପାରିବ ନାହିଁ।
ସେହିପରି ପ୍ରଥମରୁ ଅଷ୍ଟମ ଶ୍ରେଣୀର ଛାତ୍ରଛାତ୍ରୀଙ୍କ ପାଇଁ ୪୫ ମିନିଟ୍ ଯାଏ ଦୁଇଟି ସେସନ ହେବ। ନବମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ୪ଟି ସେସନରେ ୪୫ ମିନିଟ୍ ଯାଏ ଅନଲାଇନରେ ଶିକ୍ଷାଦାନ କରାଯାଇପାରିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ରାତ୍ର ଭୋଜନ ପରେ ମିଠା ଖାଉଛନ୍ତି କି ? ହୋଇଯାଆନ୍ତୁ ସାବଧାନ
ରାତ୍ର ଭୋଜନ ପରେ ମିଠାଖାଇବା ଦ୍ୱାରା ହୃଦଘାତ ହେବାର ସମ୍ଭାବନା ରହିଛି।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।