ଦ୍ୱିତୀୟ ଦିନରେ ଆନ୍ନାଙ୍କ ଆମରଣ ଅନଶନ

ନୂଆଦିଲ୍ଲୀ: ସମାଜସେବୀ ଆନ୍ନା ହଜାରେଙ୍କ ଆମରଣ ଅନଶନ ଆଜି ଦ୍ୱିତୀୟ ଦିନରେ ପହଞ୍ଚିଛି। ଲୋକପାଳ ଗଠନ ଦାବି ନେଇ ଗତକାଲିଠାରୁ ଆନ୍ନା ପୁଣି ଥରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। କେନ୍ଦ୍ରରେ ଲୋକପାଳ ନିଯୁକ୍ତ ଓ ଚାଷୀଙ୍କ ଲାଗି ଉଦ୍ଦିଷ୍ଟ ସ୍ୱାମୀନାଥନ କମିଟି ସୁପାରିସକୁ କାର୍ଯ୍ୟକାରୀ କରିବା ଦାବିରେ ଦିଲ୍ଲୀ ରାମଲୀଲା ମଇଦାନରେ ଆନ୍ନା ଆମରଣ ଅନଶନ କରୁଛନ୍ତି। ଏଥର କେନ୍ଦ୍ର ଆଗରେ ୭ଟି ସର୍ତ୍ତ ରଖିଛନ୍ତି ଆନ୍ନା। ଏଥିରେ ପ୍ରମୁଖ ରହିଛି ତୁରନ୍ତ ଲୋକପାଳ ଓ ଲୋକାୟୁକ୍ତ ନିଯୁକ୍ତି […]

anna-hazare

anna-hazare

Rakesh Mallick
  • Published: Saturday, 24 March 2018
  • Updated: 24 March 2018, 01:42 PM IST

Sports

Latest News

ନୂଆଦିଲ୍ଲୀ: ସମାଜସେବୀ ଆନ୍ନା ହଜାରେଙ୍କ ଆମରଣ ଅନଶନ ଆଜି ଦ୍ୱିତୀୟ ଦିନରେ ପହଞ୍ଚିଛି। ଲୋକପାଳ ଗଠନ ଦାବି ନେଇ ଗତକାଲିଠାରୁ ଆନ୍ନା ପୁଣି ଥରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। କେନ୍ଦ୍ରରେ ଲୋକପାଳ ନିଯୁକ୍ତ ଓ ଚାଷୀଙ୍କ ଲାଗି ଉଦ୍ଦିଷ୍ଟ ସ୍ୱାମୀନାଥନ କମିଟି ସୁପାରିସକୁ କାର୍ଯ୍ୟକାରୀ କରିବା ଦାବିରେ ଦିଲ୍ଲୀ ରାମଲୀଲା ମଇଦାନରେ ଆନ୍ନା ଆମରଣ ଅନଶନ କରୁଛନ୍ତି। ଏଥର କେନ୍ଦ୍ର ଆଗରେ ୭ଟି ସର୍ତ୍ତ ରଖିଛନ୍ତି ଆନ୍ନା। ଏଥିରେ ପ୍ରମୁଖ ରହିଛି ତୁରନ୍ତ ଲୋକପାଳ ଓ ଲୋକାୟୁକ୍ତ ନିଯୁକ୍ତି ଏବଂ ଲୋକପାଳ ଆଇନକୁ ଦୁର୍ବଳ କରୁଥିବା ସମ୍ବିଧାନର ଧାରା ୪୪ ଓ  ୬୩ରେ ହୋଇଥିବା ସଂଶୋଧନକୁ ରଦ୍ଦ। ସେହିପରି ସ୍ୱାମୀନାଥନ କମିଟିର ସୁପାରିଶ ଆଧାରରେ ଚାଷୀଙ୍କୁ ଉତ୍ପାଦନ ଖର୍ଚ୍ଚର ଦେଢଗୁଣା ମୂଲ୍ୟ, ୬୦ବର୍ଷରୁ ଅଧିକ ବୟସର ଚାଷୀଙ୍କୁ  ୫ ହଜାର ଟଙ୍କା ମାସିକ ପେନସନ୍, କୃଷି ଆୟୋଗକୁ ସମ୍ପୂର୍ଣ୍ଣ ସ୍ୱାଧୀନତା ଓ ସାମ୍ବିଧାନିକ ସ୍ୱୀକୃତି ଲାଗି ଆନ୍ନା ଦାବି କରିଛନ୍ତି। ଏନେଇ ଆନ୍ନା କେନ୍ଦ୍ରକୁ ୪୨ଥର ଚିଠି ଲେଖି ନିରାଶ ହେବା ପରେ ପୁଣି ଆନ୍ଦୋଳନର ବାଟ ବାଛିଛନ୍ତି।

ପୂର୍ବରୁ ୨୦୧୧ରେ ଆନ୍ନାଙ୍କ ଅନଶନ ଜନ ଆନ୍ଦୋଳନରେ ପରିଣତ ହୋଇଥିଲା। ଫଳରେ ସରକାର ଲୋକପାଳ ଗଠନ ପାଇଁ ବାଧ୍ୟ ହୋଇଥିଲେ। ତେବେ କେନ୍ଦ୍ରରେ ଲୋକପାଳ ଓ ରାଜ୍ୟରେ ଲୋକାୟୁକ୍ତମାନଙ୍କୁ ଏଯାଏଁ ନିଯୁକ୍ତି ଦିଆଯାଇନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story