ବାୟୁସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ:  ୫ମୃତ

ନୂଆଦିଲ୍ଲୀ: ଭାରତୀୟ ବାୟୁସେନାର MI17V5 ହେଲିକପ୍ଟର ଆଜି ଦୁର୍ଘଟଣାଗ୍ରସ୍ତ ହୋଇଛି। ଅରୁଣାଚଳ ପ୍ରଦେଶର ତୱାଙ୍ଗର ଖିର୍‌ମୁ ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଛି। ଏଥିରେ ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି। ଚୀନ ସୀମାରୁ ୧୨ କିଲୋମିଟର ଦୂରରେ ଏହି ଦୁର୍ଘଟଣା ଘଟିଛି। ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି। ବାୟୁସେନା ପକ୍ଷରୁ ଘଟଣାର ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି।  

iaf

iaf

Rakesh Mallick
  • Published: Friday, 06 October 2017
  • Updated: 06 October 2017, 11:13 AM IST

Sports

Latest News

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story