ନୂଆଦିଲ୍ଲୀ: ଭାରତୀୟ ବାୟୁସେନାର ନିଖୋଜ ଏନ-୩୨ ବିମାନର ଭଗ୍ନାଂଶ ଠାବ ହୋଇଛି। ଅରୁଣାଚଳ ପ୍ରଦେଶର ସିଅଙ୍ଗ ଜିଲ୍ଲାର ପେୟୁମ ସାର୍କିଲରେ ବାୟୁସେନାର ଏମଆଇ-୧୭ ବିମାନ ଆକଶ ମାର୍ଗରେ ସର୍ଚ୍ଚ ଅପରେସନ କରୁଥିବା ବେଳେ ନିଖୋଜ ବିମାନର ଭଗ୍ନାଂଶକୁ ଦେଖିବାକୁ ପାଇଛି। ଖୁବଶୀଘ୍ର ଭାରତୀୟ ବାୟୁସେନା ଏ ନେଇ ଏକ ବିଜ୍ଞପ୍ତି ପ୍ରକାଶ କରିବ ବୋଲି ସୂଚନା ରହିଛି।
ଜୁନ ୩ ତାରିଖ ଦିନ ରୁଷ ନିର୍ମିତ ଏଏନ୍- ୩୨ ଆନ୍ତୋନୋଭ ବିମାନ ୧୩ ଜଣଙ୍କୁ ନେଇ ଆସାମରୁ ଅରୁଣାଚଳ ପ୍ରଦେଶର ମେଚୁକା ମିଲିଟାରୀ ଏୟାରଷ୍ଟ୍ରିପ୍ ଅଭିମୁଖେ ଉଡ଼ାଣ ଭରିଥିଲା। ତେବେ ଅପରାହ୍ନ ୧ଟାରେ ବିମାନଟି କେଉଁଆଡ଼େ ନିଖୋଜ ହୋଇଯାଇଥିଲା।
ଏହାପରେ ସର୍ଚ୍ଚ ଅପରେସନରେ ଇଣ୍ଡୋ-ତିବ୍ବତ ସୀମାନ୍ତରେ ଥିବା ଯବାନମାନଙ୍କ ସହ ସୁଖୋଇ-୩୦, ସି-୧୩୦, ଅନ୍ୟ ଏକ ଏଏନ୍-୩୨ ଓ ୨ଟି ଏମଆଇ-୧୭ ବିମାନ, ଇସ୍ରୋ ସାଟେଲାଇଟ୍ ନିୟୋଜିତ ହୋଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମହିଳାଙ୍କ ECG କରୁଥିଲେ ସଫେଇ କର୍ମଚାରୀ, ମାଡ଼ି ବସିଲେ ପୂର୍ବତନ କର୍ପୋରେଟର
ଇସିଜି ପାଇଁ କ’ଣ ଅତିରିକ୍ତ ଟଙ୍କା ମିଳୁଛି ବୋଲି ସିଦ୍ଦିକୀ ପଚାରିବାରୁ ଏହାର ଜବାବ ନା ବୋଲି କହିଥିଲେ ମୁକେଶ।
National
ସମ୍ଭାଳି ପାରିଲେନି, ମଦ ଦୋକାନରେ ଚୋରି କରିବା ବେଳେ ପ୍ରବଳ ପିଇଦେଲ: ଆଉ ତା’ ପରେ...
ନବବର୍ଷ ପୂର୍ବରୁ ଏତେ ଜିନିଷ ଲୁଟ କରିବାରେ ସେ ସଫଳ ହୋଇଥିବାରୁ ଖୁସିରେ ପିଇ ଚାଲିଥିଲା। ସେ ଏତେ ପିଇଥିଲା ଯେ ତାକୁ ପୂରା ନିଶା ହୋଇଯାଇଥିଲା।
National
ବର୍ଷର ଶେଷ ଦିନରେ ରାଜ୍ୟବାସୀଙ୍କୁ କ୍ଷମା ମାଗିଲେ ମୁଖ୍ୟମନ୍ତ୍ରୀ
୨୦୨୪ର ଶେଷ ଦିନରେ ରାଜ୍ୟବାସୀଙ୍କୁ କ୍ଷମା ମାଗିଛନ୍ତି ମୁଖ୍ୟମନ୍ତ୍ରୀ ଏନ ବୀରେନ ସିଂହ।
Politics
ବିଜେପିର ବଡ଼ ଦାବି: ବେଆଇନ ଭାବେ ଦିଲ୍ଲୀରେ ଭୋଟ ଦେଇଛନ୍ତି ଆପ୍ ସାଂସଦଙ୍କ ପତ୍ନୀ
ସାଂସଦ ସଞ୍ଜୟ ସିଂହଙ୍କ ପତ୍ନୀ ବେଆଇନ ଭାବେ ନୂଆଦିଲ୍ଲୀ ବିଧାନସଭା ଆସନରେ ନାଁ ପଞ୍ଜୀକରଣ କରି ଭୋଟ ଦେଇଥିଲେ ବୋଲି ବିଜେପି କହିଛି।
Politics
କେଜ୍ରିୱାଲଙ୍କୁ 'ନିର୍ବାଚନୀ ହିନ୍ଦୁ' କହି ଫଟୋ ପୋଷ୍ଟ କଲା ବିଜେପି
ନିର୍ବାଚନ ପୂର୍ବରୁ ମନ୍ଦିର ପୂଜକ ଓ ଗୁରୁଦ୍ୱାର ଗ୍ରନ୍ଥି ମାନଙ୍କ ପାଇଁ ଦରମା ପ୍ରତିଶ୍ରୁତି ଦେଇଥିବା କେଜ୍ରିୱାଲଙ୍କୁ କଟାକ୍ଷ କରିଛି ବିଜେପି। ସମାଲୋଚନା କଲେ କେଜ୍ରିୱାଲ।