ଆଇସିଏମଆର ମୁଖ୍ୟ ବଳରାମ ଭାର୍ଗବଙ୍କୁ କରୋନା

ନୂଆଦିଲ୍ଲୀ: ଦେଶର କରୋନା ସ୍ଥିତି ଉପରେ ଆରମ୍ଭରୁ ନଜର ରଖି ଲୋକଙ୍କ ପାଇଁ ସବୁ ପ୍ରକାରର ସୁରକ୍ଷା ବ୍ୟବସ୍ଥା କରୁଥିବା ଆଇସିଏମଆରର ମୁଖ୍ୟ ବଳରାମ ଭାର୍ଗବ ନିଜେ କୋଭିଡ-୧୯ରେ ସଂକ୍ରମିତ ହୋଇଛନ୍ତି। ଆଜି ତାଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି। ଏଥିପାଇଁ ଶ୍ରୀ ଭାର୍ଗବଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି। ରିପୋର୍ଟ ଲେଖା ହେବା ବେଳକୁ ଭାର୍ଗବଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ଅଧିକ କିଛି ତଥ୍ୟ ମିଳିନାହିଁ। ଆଇସିଏମଆରର ମୁଖ୍ୟ ବ୍ୟତୀତ ଶ୍ରୀ ଭାର୍ଗବ କେନ୍ଦ୍ର ସ୍ୱାସ୍ଥ୍ୟ ଓ […]

df

df

Hemant Lenka
  • Published: Friday, 18 December 2020
  • Updated: 18 December 2020, 05:52 PM IST

Sports

Latest News

ନୂଆଦିଲ୍ଲୀ: ଦେଶର କରୋନା ସ୍ଥିତି ଉପରେ ଆରମ୍ଭରୁ ନଜର ରଖି ଲୋକଙ୍କ ପାଇଁ ସବୁ ପ୍ରକାରର ସୁରକ୍ଷା ବ୍ୟବସ୍ଥା କରୁଥିବା ଆଇସିଏମଆରର ମୁଖ୍ୟ ବଳରାମ ଭାର୍ଗବ ନିଜେ କୋଭିଡ-୧୯ରେ ସଂକ୍ରମିତ ହୋଇଛନ୍ତି।

ଆଜି ତାଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି। ଏଥିପାଇଁ ଶ୍ରୀ ଭାର୍ଗବଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି। ରିପୋର୍ଟ ଲେଖା ହେବା ବେଳକୁ ଭାର୍ଗବଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ଅଧିକ କିଛି ତଥ୍ୟ ମିଳିନାହିଁ।

ଆଇସିଏମଆରର ମୁଖ୍ୟ ବ୍ୟତୀତ ଶ୍ରୀ ଭାର୍ଗବ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଅଧୀନରେ ଥିବା ସ୍ୱାସ୍ଥ୍ୟ ଗବେଷଣା ବିଭାଗର ସଚିବ। ତାଙ୍କୁ ଭାରତ ସରକାରଙ୍କ ପକ୍ଷରୁ ପଦ୍ମ ଶ୍ରୀ ସମ୍ମାନରେ ମଧ୍ୟ ସମ୍ମାନିତ କରାଯାଇଛି। ସେ ସର୍ବଦା ଗଣମାଧ୍ୟମ ସାମ୍ନାକୁ ଆସି ଦେଶର କରୋନା ସ୍ଥିତି ସମ୍ପର୍କରେ ସମସ୍ତଙ୍କୁ ସୂଚନା ଦେଉଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story