ଦୌଡ଼ରାଣୀ ପିଟି ଉଷା ଓ ସଂଗୀତଜ୍ଞ ଇଲିୟା ରାଜା ରାଜ୍ୟସଭାକୁ ମନୋନୀତ

ନୂଆଦିଲ୍ଲୀ: ରାଜ୍ୟସଭାକୁ ମନୋନୀତ ହେଲେ ଦୌଡ଼ରାଣୀ ପିଟି ଉଷା। ତାଙ୍କ ସମେତ କଳା, ସାହିତ୍ୟ, ବିଜ୍ଞାନ ଓ ସମାଜସେବା ଆଦି ବିଭିନ୍ନ କ୍ଷେତ୍ରରୁ ମୋଟ ୪ ଜଣ ସଦସ୍ୟଙ୍କୁ ମନୋନୀତ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ସେମାନଙ୍କ ମଧ୍ୟରେ ଅଛନ୍ତି ପ୍ରଖ୍ୟାତ ସଙ୍ଗୀତ ନିର୍ଦ୍ଦେଶକ ଇଲିୟା ରାଜା, ପ୍ରସିଦ୍ଧ ସିନେ ନିର୍ମାତା ବିଜେୟେନ୍ଦ୍ର ପ୍ରସାଦ ଓ ବିଶିଷ୍ଟ ସମାଜସେବୀ ବୀରେନ୍ଦ୍ର ହେଗେଡେ। The remarkable PT Usha Ji is an inspiration for every Indian. […]

modi

modi

Niranjan Mishra
  • Published: Wednesday, 06 July 2022
  • Updated: 06 July 2022, 10:29 PM IST

ନୂଆଦିଲ୍ଲୀ: ରାଜ୍ୟସଭାକୁ ମନୋନୀତ ହେଲେ ଦୌଡ଼ରାଣୀ ପିଟି ଉଷା। ତାଙ୍କ ସମେତ କଳା, ସାହିତ୍ୟ, ବିଜ୍ଞାନ ଓ ସମାଜସେବା ଆଦି ବିଭିନ୍ନ କ୍ଷେତ୍ରରୁ ମୋଟ ୪ ଜଣ ସଦସ୍ୟଙ୍କୁ ମନୋନୀତ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ସେମାନଙ୍କ ମଧ୍ୟରେ ଅଛନ୍ତି ପ୍ରଖ୍ୟାତ ସଙ୍ଗୀତ ନିର୍ଦ୍ଦେଶକ ଇଲିୟା ରାଜା, ପ୍ରସିଦ୍ଧ ସିନେ ନିର୍ମାତା ବିଜେୟେନ୍ଦ୍ର ପ୍ରସାଦ ଓ ବିଶିଷ୍ଟ ସମାଜସେବୀ ବୀରେନ୍ଦ୍ର ହେଗେଡେ।

https://twitter.com/narendramodi/status/1544692614867329031?s=20&t=PDOgLciDsv_299L3hUinzw

ରାଜ୍ୟସଭାକୁ ମନୋନୀତ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମସସ୍ତ ସଦସ୍ୟଙ୍କୁ ଟ୍ୱିଟ କରି ଶୁଭେଚ୍ଛା ଜଣାଇଛନ୍ତି। ଏହି ବିଶିଷ୍ଟ ବ୍ୟକ୍ତିମାନେ ଭାରତୀୟଙ୍କ ପ୍ରେରଣାର ଉତ୍ସ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ରାଷ୍ଟ୍ରପତିଙ୍କ ଦ୍ୱାରା ମନୋନୀତ ହୋଇଥିବା ରାଜ୍ୟସଭାର ଏହିସବୁ ସଦସ୍ୟଙ୍କ କାର୍ଯ୍ୟକାଳ ୬ ବର୍ଷ ଲାଗି ରହିବ।

https://twitter.com/narendramodi/status/1544692947442089985?s=20&t=PDOgLciDsv_299L3hUinzw

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story