ନୂଆଦିଲ୍ଲୀ : କେନ୍ଦ୍ର ଅର୍ଥମନ୍ତ୍ରୀ ଅରୁଣ ଜେଟଲି ଆଜି ନୂଆ ସାମାଜିକ-ଅର୍ଥନୈତିକ ଓ ଜାତିଗତ ଜନଗଣନା ରିପୋର୍ଟ ଏସ୍ଇସିସି ଉନ୍ମୋଚନ କରିଛନ୍ତି। ଜାତି ଆଧାରରେ ଏହି ଜନଗଣନା ରିପୋର୍ଟ ପ୍ରସ୍ତୁତ ହୋଇଛି। ଦେଶର ୧୭.୯ କୋଟି ଲୋକଙ୍କ ବିଷୟରେ ଏହି ରିପୋର୍ଟରେ ବିସ୍ତୃତ ସୂଚନା ରହିଛି। ଦସ୍ତାବିଜରେ ରହିଥିବା ତଥ୍ୟ ଉଭୟ ରାଜ୍ୟ ଓ କେନ୍ଦ୍ରସ୍ତରରେ ବିଭିନ୍ନ ଯୋଜନା ପ୍ରସ୍ତୁତିରେ ସହାୟକ ହୋଇପାରିବ ବୋଲି ଅରୁଣ ଜେଟଲି କହିଛନ୍ତି। ଏହା ଭାରତର ବାସ୍ତବିକ ଚିତ୍ର ଜାଣିବାରେ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେବ ବୋଲି ଜେଟଲି ସୂଚନା ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ବାଇକ ଚାଳକଙ୍କୁ ଧକ୍କା ଦେଇ ୩୦କିମି ଯାଏଁ ଘୋଷାଡ଼ି ନେଲା ତହସିଲଦାରଙ୍କ ଗାଡ଼ି
ଉତ୍ତରପ୍ରଦେଶର ବହରାଇଚରେ ଏଭଳି ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ଜଣେ ୩୫ ବର୍ଷୀୟ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଗାଡ଼ି ଭିତରେ ଥିବା ତହସିଲଦାର ନିଲମ୍ବିତ, ଡ୍ରାଇଭର ଗିରଫ।
National
ବଡ଼ ଦାବି କଲେ ଓୱେସୀଙ୍କ ଭାଇ: ଦଳାଚକଟା ପରେ ଫିଲ୍ମ ହିଟ୍ ହେବ ବୋଲି କହିଥିଲେ ଅଲ୍ଲୁ ଅର୍ଜୁନ
ବିଧାନସଭାରେ ଓୱେସୀ ଅଭିଯୋଗ କରିଛନ୍ତି ଯେ ଦଳାଚକଟାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିଲେ ହେଁ ଅଲ୍ଲୁ ଅର୍ଜୁନ ହଲରେ ସିନେମା ଦେଖିଥିଲେ ଓ ସେଠାରୁ ବାହାରିବା ପରେ ବେଶ ହସଖୁସିରେ ହାତ ହଲାଇ ଚାଲି ଯାଇଥିଲେ।
Crime
କୋଟାରେ ପୁଣି ଜୀବନ ହାରିଲେ ଛାତ୍ର; ଏ ବର୍ଷ ଗଲାଣି ୧୭ ଜୀବନ
ହଷ୍ଟେଲରୁ ଝୁଲନ୍ତା ଅବସ୍ଥାରେ ନାବାଳକ ଛାତ୍ରଙ୍କ ମୃତଦେହ ଉଦ୍ଧାର। ୧୬ ବର୍ଷୀୟ ଛାତ୍ର ଆଇଆଇଟି-ଜେଇଇ ପାଇଁ କରୁଥିଲେ ପ୍ରସ୍ତୁତି।
National
ଚଳନ୍ତା ଟ୍ରେନରେ ଚଢ଼ୁଥିବା ବେଳେ ଟ୍ରାକରେ ଖସି ପଡ଼ିଲେ, ଆଉ ତା’ ପରେ: ଭିଡିଓ ଭାଇରାଲ୍
ବ୍ୟକ୍ତି ଜଣଙ୍କ ଚଳନ୍ତା ଟ୍ରେନରେ ଚଢ଼ୁଥିବା ବେଳେ ହଠାତ୍ ଟ୍ରାକରେ ଖସି ପଡ଼ିଥିଲେ। ଟ୍ରେନ ମଧ୍ୟ ତାଙ୍କ ଉପରେ ଅତିକ୍ରମ କରି ଯାଇଥିଲା।
National
ପଟାଟୋ-ପିଲିଂ ମେସିନରେ ଲାଗିଗଲା ଓଢ଼ଣୀ, ମହିଳା ମୃତ
ଉଜ୍ଜୟୀନସ୍ଥିତ ପ୍ରସିଦ୍ଧ ମହାକାଳେଶ୍ୱର ମନ୍ଦିରର ଅନ୍ନକ୍ଷେତ୍ର ଭୋଜନଶାଳାରେ ଅଘଟଣ। ଅଜାଣତରେ ଆଳୁ ଚୋପା ଛଡ଼ାଇବା ପାଇଁ ବ୍ୟବହୃତ ମେସିନରେ ଲାଗିଗଲା ଓଢ଼ଣୀ।