‘ମୋଦି ଆରମ୍ଭ କରିଥିଲେ, ଆମେ ଶେଷ କରିବୁ’

ନୂଆଦିଲ୍ଲୀ: କଶ୍ମୀର ପ୍ରସଙ୍ଗରେ ସବୁଆଡ଼ୁ ନିରାଶ ହେବା ପରେ ଭାରତକୁ ଗୋଟିଏ ପରେ ଗୋଟିଏ ନୂଆ ଧମକ ଦେଇ ଚାଲିଛି ପାକିସ୍ତାନ। ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ପରମାଣୁ ଯୁଦ୍ଧର ଧମକ ଦେବାର ୨୪ ଘଣ୍ଟା ନପୂରୁଣୁ ତାଙ୍କର ଜଣେ ମନ୍ତ୍ରୀ ଆଉ ଏକ ଧମକ ଦେଇଛନ୍ତି। ପାକିସ୍ତାନର ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଫାୱାଦ୍‌ ହୁସେନ୍‌ ଟ୍ୱିଟ୍‌ କରି କହିଛନ୍ତି ଯେ, ଭାରତୀୟ ବିମାନ ପାଇଁ ତାଙ୍କ ଦେଶର ଆକାଶ ମାର୍ଗକୁ ସମ୍ପୂର୍ଣ୍ଣ ବନ୍ଦ କରି […]

imran-1..

imran-1..

Niharika Rout
  • Published: Wednesday, 28 August 2019
  • Updated: 28 August 2019, 10:52 AM IST

Sports

Latest News

ନୂଆଦିଲ୍ଲୀ: କଶ୍ମୀର ପ୍ରସଙ୍ଗରେ ସବୁଆଡ଼ୁ ନିରାଶ ହେବା ପରେ ଭାରତକୁ ଗୋଟିଏ ପରେ ଗୋଟିଏ ନୂଆ ଧମକ ଦେଇ ଚାଲିଛି ପାକିସ୍ତାନ। ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ପରମାଣୁ ଯୁଦ୍ଧର ଧମକ ଦେବାର ୨୪ ଘଣ୍ଟା ନପୂରୁଣୁ ତାଙ୍କର ଜଣେ ମନ୍ତ୍ରୀ ଆଉ ଏକ ଧମକ ଦେଇଛନ୍ତି।

ପାକିସ୍ତାନର ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଫାୱାଦ୍‌ ହୁସେନ୍‌ ଟ୍ୱିଟ୍‌ କରି କହିଛନ୍ତି ଯେ, ଭାରତୀୟ ବିମାନ ପାଇଁ ତାଙ୍କ ଦେଶର ଆକାଶ ମାର୍ଗକୁ ସମ୍ପୂର୍ଣ୍ଣ ବନ୍ଦ କରି ଦିଆଯିବ। ପାକିସ୍ତାନର ସ୍ଥଳଭାଗକୁ  ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ବାଣିଜ୍ୟ ପଥ ଭାବେ ବ୍ୟବହାର କରାଯାଉଛି। ଏହାକୁ ମଧ୍ୟ ବନ୍ଦ କରିବା ନେଇ ପାକିସ୍ତାନ ପ୍ରଧାନମନ୍ତ୍ରୀ ବିଚାର କରୁଛନ୍ତି। ଏନେଇ କ୍ୟାବିନେଟ୍‌ ବୈଠକରେ ପ୍ରସ୍ତାବ ମଧ୍ୟ ରଖାଯାଇଛି।

ସେ ଟ୍ୱିଟ୍‌ରେ ଆହୁରି ମଧ୍ୟ ଉଲ୍ଲେଖ କରିଛନ୍ତି,“ମୋଦି ଆରମ୍ଭ କରିଥିଲେ, ଆମେ ଶେଷ କରିବୁ”।

ଫ୍ରାନ୍ସରେ ଜି-୭ ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା ହୋଇଥିଲା। ଏହି ଆଲୋଚନା ସମୟରେ କଶ୍ମୀର ସ୍ଥିତି ନେଇ ଟ୍ରମ୍ପ ସନ୍ତୋଷ ବ୍ୟକ୍ତ କରିବା ପରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ହତାଶ ହୋଇପଡ଼ିଛନ୍ତି। ପାକିସ୍ତାନର ଶେଷ ଭରସା ଥିଲା ଆମେରିକା। ତେବେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କଶ୍ମୀର ପ୍ରସଙ୍ଗରେ ୟୁ-ଟର୍ଣ୍ଣ ନେବା ପରେ ଇମ୍ରାନ୍ ବିଚଳିତ ହୋଇପଡ଼ିଛନ୍ତି।

ସୂଚନାଯୋଗ୍ୟ, ଜମ୍ମୁ-କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ହେବା ପରେ ପାକିସ୍ତାନ ବିଚଳିତ ହୋଇପଡ଼଼ିଛି। ଭାରତ ସରକାରଙ୍କ ଦ୍ୱାରା ନିଆଯାଇଥିବା ଏହି ନିଷ୍ପତ୍ତିକୁ ପାକିସ୍ତାନ ଅସାମ୍ୱିଧାନିକ କହିଛି। ଏହାପରେ ପାକିସ୍ତାନ ଜାତିସଂଘ ସୁରକ୍ଷା ପରିଷଦର ଦ୍ୱାରସ୍ଥ ହୋଇଥିଲା। ଜମ୍ମୁ-କାଶ୍ମୀର ପ୍ରସଙ୍ଗକୁ ପାକିସ୍ତାନ ଅନ୍ତରାଷ୍ଟ୍ରୀୟ ପ୍ରସଙ୍ଗ କରୁଥିବା ବେଳେ ଭାରତ କିନ୍ତୁ ଶିମଲା ଚୁକ୍ତି ଅନୁଯାୟୀ ଏହା ସଂପୂର୍ଣ୍ଣ ଦ୍ୱିପାକ୍ଷିକ ପ୍ରସଙ୍ଗ ବୋଲି କହିଛି।  ଦ୍ୱିପାକ୍ଷିକ ଆଲୋଚନା ମାଧ୍ୟମରେ ଏହାର ସମାଧାନ ହେବ ଓ କୌଣସି ତୃତୀୟ ପକ୍ଷ ଏଥିରେ ହସ୍ତକ୍ଷେପ କରିପାରିବେ ନାହିଁ ବୋଲି ଭାରତ ବାରମ୍ବାର ସ୍ପଷ୍ଟ କରି ସାରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story