୫ ଦିନିଆ ଭାରତ ଗସ୍ତରେ ଆସିବେ ସିଙ୍ଗାପୁର ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲି ସିଏନ୍‌ ଲୁଗ୍‌ ଆସନ୍ତା ୩ ତାରିଖରେ ୫ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି। ଏହି ଗସ୍ତର ଉଦ୍ଦେଶ୍ୟ ରହିଛି ବ୍ୟବସାୟ ଓ ନିବେଶ ସହିତ ବିଭିନ୍ନ କ୍ଷେତ୍ରରେ ଦ୍ୱିପାକ୍ଷିକ ସମ୍ପର୍କକୁ ମଜଭୁତ କରିବ।। ଏହି ଗସ୍ତ ସମୟରେ ସିଙ୍ଗାପୁର ପ୍ରଧାନମନ୍ତ୍ରୀଙ୍କ ସହିତ ତାଙ୍କ ପତ୍ନୀ, କିଛି ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀମାନେ ମଧ୍ୟ ରହିବେ। ଏହି ଅବସରରେ  ଦୁଇ ଦେଶ ମଧ୍ୟରେ ସମ୍ପର୍କ ଦୃଢ଼ କରିବା  ପାଇଁ ଲି ସିଏନ୍‌ ଲୁଗ୍‌ […]

singapore-pm

singapore-pm

Rakesh Mallick
  • Published: Saturday, 01 October 2016
  • Updated: 01 October 2016, 12:52 PM IST

Sports

Latest News

ନୂଆଦିଲ୍ଲୀ: ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲି ସିଏନ୍‌ ଲୁଗ୍‌ ଆସନ୍ତା ୩ ତାରିଖରେ ୫ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି। ଏହି ଗସ୍ତର ଉଦ୍ଦେଶ୍ୟ ରହିଛି ବ୍ୟବସାୟ ଓ ନିବେଶ ସହିତ ବିଭିନ୍ନ କ୍ଷେତ୍ରରେ ଦ୍ୱିପାକ୍ଷିକ ସମ୍ପର୍କକୁ ମଜଭୁତ କରିବ।।

ଏହି ଗସ୍ତ ସମୟରେ ସିଙ୍ଗାପୁର ପ୍ରଧାନମନ୍ତ୍ରୀଙ୍କ ସହିତ ତାଙ୍କ ପତ୍ନୀ, କିଛି ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀମାନେ ମଧ୍ୟ ରହିବେ। ଏହି ଅବସରରେ  ଦୁଇ ଦେଶ ମଧ୍ୟରେ ସମ୍ପର୍କ ଦୃଢ଼ କରିବା  ପାଇଁ ଲି ସିଏନ୍‌ ଲୁଗ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।

ଏହାସହିତ ସେ  ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ଓ ବୈଦେଶିକ ମନ୍ତ୍ରୀ ସୁଷମା ସ୍ୱରାଜଙ୍କ ସହ ସାକ୍ଷାତ କରିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story