୫ ଦିନିଆ ଭାରତ ଗସ୍ତରେ ଆସିବେ ସିଙ୍ଗାପୁର ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲି ସିଏନ୍‌ ଲୁଗ୍‌ ଆସନ୍ତା ୩ ତାରିଖରେ ୫ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି। ଏହି ଗସ୍ତର ଉଦ୍ଦେଶ୍ୟ ରହିଛି ବ୍ୟବସାୟ ଓ ନିବେଶ ସହିତ ବିଭିନ୍ନ କ୍ଷେତ୍ରରେ ଦ୍ୱିପାକ୍ଷିକ ସମ୍ପର୍କକୁ ମଜଭୁତ କରିବ।।

ଏହି ଗସ୍ତ ସମୟରେ ସିଙ୍ଗାପୁର ପ୍ରଧାନମନ୍ତ୍ରୀଙ୍କ ସହିତ ତାଙ୍କ ପତ୍ନୀ, କିଛି ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀମାନେ ମଧ୍ୟ ରହିବେ। ଏହି ଅବସରରେ  ଦୁଇ ଦେଶ ମଧ୍ୟରେ ସମ୍ପର୍କ ଦୃଢ଼ କରିବା  ପାଇଁ ଲି ସିଏନ୍‌ ଲୁଗ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।

ଏହାସହିତ ସେ  ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ଓ ବୈଦେଶିକ ମନ୍ତ୍ରୀ ସୁଷମା ସ୍ୱରାଜଙ୍କ ସହ ସାକ୍ଷାତ କରିବେ।

ଆହୁରି ପଢ଼ନ୍ତୁ

ସୁଶାନ୍ତଙ୍କ ଏହି ଦୁଇ ଆକାଉଣ୍ଟରୁ ରିୟାଙ୍କ ପାଖକୁ ଯାଇଛି ଟଙ୍କା!

ସିବିଆଇ ପଞ୍ଝାରେ ରିୟା, ରୁଜୁ ହେଲା ମାମଲା

ରାମଙ୍କ ପରେ ଏବେ ନଜରରେ କୃଷ୍ଣ ଜନ୍ମଭୂମି

ରିୟାଙ୍କ ପାଇଁ ବେଙ୍ଗଲି ଝିଅ ଓ ମହିଳାଙ୍କୁ ଟାର୍ଗେଟ, ତଦନ୍ତ ଆରମ୍ଭ କଲା କୋଲକାତା ପୁଲିସ୍‌

ଭୟଙ୍କର ଘଟଣା: ୧୩ ବର୍ଷର ଝିଅକୁ ଦୁଷ୍କର୍ମ ପରେ ଧାରୁଆ ଅସ୍ତ୍ରରେ ଆକ୍ରମଣ

ଦିଶାଙ୍କ ମୃତ୍ୟୁ ପରେ ସୁଶାନ୍ତଙ୍କଠାରୁ ଦୂରେଇ ଯାଇଥିଲେ ରିୟା, କିନ୍ତୁ କାହିଁକି?

କରୋନା ନେଲା ବରିଷ୍ଠ ସିପିଆଇଏମ ନେତାଙ୍କ ଜୀବନ

ସୁଶାନ୍ତଙ୍କୁ ମେଣ୍ଟାଲ ହସ୍ପିଟାଲରେ ଭର୍ତ୍ତି କରିବାକୁ ଚାହୁଁଥିଲେ ରିୟା, ୫ ଦିନରେ କରିଥିଲେ ୨୫ କଲ୍‌

ଭୟଙ୍କର ବର୍ଷାରେ ମୁମ୍ବାଇ ସ୍ଥିତି ଅସମ୍ଭାଳ, ୪୬ ବର୍ଷର ରେକର୍ଡ ଭାଙ୍ଗିଲା କୋଲାବା

ପୁଣି ଚାଇନାକୁ ଜାତିସଂଘରେ ଦୃଢ଼ ଜବାବ ଦେଲା ଭାରତ

ଭାରତୀୟ ସୀମାରେ ପଶି ଯାଇଥିଲା ଚାଇନା, ତଥ୍ୟ ପ୍ରକାଶ କରି ଡିଲିଟ କରିଦେଲା ପ୍ରତିରକ୍ଷା ମନ୍ତ୍ରଣାଳୟ

କାହିଁକି ଇସ୍ତଫା ଦେଲେ ଗିରୀଶ ମୁର୍ମୁ, ଜାଣନ୍ତୁ ପୂରା କାରଣ