ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ହେବେ ବ୍ରିଟେନ ପ୍ରଧାନମନ୍ତ୍ରୀ!

ନୂଆଦିଲ୍ଲୀ: ଆସନ୍ତାବର୍ଷ ଜାନୁଆରୀ ୨୬ ସାଧାରଣତନ୍ତ୍ର ଦିବସର ମୁଖ୍ୟ ଅତିଥି ହେବେ ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନ। ଏଥିପାଇଁ ତାଙ୍କୁ ଭାରତ ସରକାରଙ୍କ ପକ୍ଷରୁ ନିମନ୍ତ୍ରଣପତ୍ର ପଠା ଯାଇଛି। ନଭେମ୍ବର ୨୭ରେ ଭାରତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ବ୍ରିଟେନ ପ୍ରଧାନମନ୍ତ୍ରୀ ଜନସନଙ୍କ ମଧ୍ୟରେ ଟେଲିଫୋନ ଯୋଗେ ଆଲୋଚନା ହୋଇଥିଲା। ଏହି ସମୟରେ ମୋଦି ତାଙ୍କୁ ମୁଖ୍ୟ ଅତିଥି ଭାବେ ଭାରତ ଆସିବାକୁ ନିମନ୍ତ୍ରଣ କରିଥିଲେ ବୋଲି ଜଣାପଡ଼ିଛି। ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଜାରି ବିବୃତିରେ କୁହାଯାଇଛି […]

gf

gf

Hemant Lenka
  • Published: Wednesday, 02 December 2020
  • Updated: 02 December 2020, 07:02 PM IST

Sports

Latest News

ନୂଆଦିଲ୍ଲୀ: ଆସନ୍ତାବର୍ଷ ଜାନୁଆରୀ ୨୬ ସାଧାରଣତନ୍ତ୍ର ଦିବସର ମୁଖ୍ୟ ଅତିଥି ହେବେ ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନ। ଏଥିପାଇଁ ତାଙ୍କୁ ଭାରତ ସରକାରଙ୍କ ପକ୍ଷରୁ ନିମନ୍ତ୍ରଣପତ୍ର ପଠା ଯାଇଛି। ନଭେମ୍ବର ୨୭ରେ ଭାରତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ବ୍ରିଟେନ ପ୍ରଧାନମନ୍ତ୍ରୀ ଜନସନଙ୍କ ମଧ୍ୟରେ ଟେଲିଫୋନ ଯୋଗେ ଆଲୋଚନା ହୋଇଥିଲା। ଏହି ସମୟରେ ମୋଦି ତାଙ୍କୁ ମୁଖ୍ୟ ଅତିଥି ଭାବେ ଭାରତ ଆସିବାକୁ ନିମନ୍ତ୍ରଣ କରିଥିଲେ ବୋଲି ଜଣାପଡ଼ିଛି।

ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଜାରି ବିବୃତିରେ କୁହାଯାଇଛି ଯେ ଭାରତ-ବ୍ରିଟେନ ବନ୍ଧୁତାକୁ ଅଧିକ ସୁଦୃଢ଼ କରିବା ପାଇଁ ଉଭୟ ନେତା ଗୁରୁତ୍ୱ ଦେଇଛନ୍ତି। କରୋନା ଓ ବ୍ରିକ୍ସିଟ ପରେ ଉଭୟ ଦେଶ ବିଭିନ୍ନ କ୍ଷେତ୍ରରେ ପରସ୍ପର ସହ ମିଶି କାର୍ଯ୍ୟ କରିବାକୁ ସହମତି ହୋଇଛନ୍ତି।

ଏହାପୂର୍ବରୁ ନଭେମ୍ବର ମାସରେ ଭାରତରେ ଅବସ୍ଥାପିତ ବ୍ରିଟିଶ ହାଇକମିଶନର ଜାନ ଥମସନ କହିଥିଲେ, ଆସନ୍ତା କିଛି ମାସ ମଧ୍ୟରେ ବ୍ରିଟେନ ବୈଦେଶିକ ସଚିବ ଡୋମିକ ରାବା ଭାରତ ଗସ୍ତରେ ଆସିବେ।

ଏହାବାଦ ପ୍ରଧାନମନ୍ତ୍ରୀ ବୋରିସ ଜନସନ ମଧ୍ୟ ଭାରତ ଆସିବାକୁ ଆଗ୍ରହ ଦେଖାଇଛନ୍ତି। ତେଣୁ ଆଗାମୀ କିଛି ମାସ ମଧ୍ୟରେ ଉଭୟ ରାବା ଓ ଜନସନ ଭାରତ ଗସ୍ତରେ ଆସିବାର ଯଥେଷ୍ଟ ସମ୍ଭାବନା ରହିଛି।

ଆସନ୍ତା ବର୍ଷ ଜି-୭ ସମ୍ମିଳନୀରେ ଯୋଗଦେବା ପାଥଁ ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ ମଧ୍ୟ ମୋଦିଙ୍କୁ ନିମନ୍ତ୍ରଣ କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story