ଭାରତରେ ପ୍ରଥମ ମୁଣ୍ଡ ନେଲା କରୋନା

ବେଙ୍ଗାଲୁରୁ: କର୍ଣ୍ଣାଟକାରେ ମହାମାରୀ କରୋନା ଭାଇରସ ପ୍ରଥମ ମୁଣ୍ଡ ନେଇଛି। ଗତକାଲି କର୍ଣ୍ଣାଟକାର ଜଣେ ୭୬ ବର୍ଷ ବୟସ୍କ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିଲା। ଆଜି ସେହି ବୃଦ୍ଧା ଜଣଙ୍କ କରୋନାରେ ଆକ୍ରାନ୍ତ ଥିବା ଓ ଏହି କାରଣରୁ ତାଙ୍କ ମୃତ୍ୟୁ ଘଟିଥିବା କର୍ଣ୍ଣାଟକା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି। ମୃତ୍ୟୁ ପରେ ତାଙ୍କ ରକ୍ତ ନମୁନା ପରୀକ୍ଷା କରାଯାଇଥିଲା। ତାଙ୍କ ରକ୍ତରେ COVID-୧୯ ଭାଇରସ ଥିବା ଜଣାପଡ଼ିଛି। କର୍ଣ୍ଣାଟକାର କାଲାବୁର୍ଗିରେ ବ୍ୟକ୍ତି ଜଣଙ୍କ ରହୁଥିବା ଜଣାପଡ଼ିଛି। […]

carona

carona

Manoranjan Sial
  • Published: Thursday, 12 March 2020
  • Updated: 12 March 2020, 10:56 PM IST

Sports

Latest News

ବେଙ୍ଗାଲୁରୁ: କର୍ଣ୍ଣାଟକାରେ ମହାମାରୀ କରୋନା ଭାଇରସ ପ୍ରଥମ ମୁଣ୍ଡ ନେଇଛି। ଗତକାଲି କର୍ଣ୍ଣାଟକାର ଜଣେ ୭୬ ବର୍ଷ ବୟସ୍କ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିଲା। ଆଜି ସେହି ବୃଦ୍ଧା ଜଣଙ୍କ କରୋନାରେ ଆକ୍ରାନ୍ତ ଥିବା ଓ ଏହି କାରଣରୁ ତାଙ୍କ ମୃତ୍ୟୁ ଘଟିଥିବା କର୍ଣ୍ଣାଟକା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି।

ମୃତ୍ୟୁ ପରେ ତାଙ୍କ ରକ୍ତ ନମୁନା ପରୀକ୍ଷା କରାଯାଇଥିଲା। ତାଙ୍କ ରକ୍ତରେ COVID-୧୯ ଭାଇରସ ଥିବା ଜଣାପଡ଼ିଛି। କର୍ଣ୍ଣାଟକାର କାଲାବୁର୍ଗିରେ ବ୍ୟକ୍ତି ଜଣଙ୍କ ରହୁଥିବା ଜଣାପଡ଼ିଛି।

ମୃତକଙ୍କ ନାମ ମହମ୍ମଦ ହୁସେନ୍ ସିଦ୍ଦିକି। ବୁଧବାର ଦିନ ଜିଲ୍ଲାର ସରକାରୀ ଡାକ୍ତରଖାନାରେ ତାଙ୍କର ମୃତ୍ୟୁ ଘଟିଥିଲା। ତାଙ୍କର ନମୁନା ବେଙ୍ଗାଲୁରୁର ଏକ ଲ୍ୟାବକୁ ପଠାଯାଇଥିଲା। ସିଦ୍ଦିକି ନିକଟରେ ସାଉଦି ଆରବରୁ ଫେରିଥିଲେ। ଏହାପରେ ତାଙ୍କୁ ଆଇସୋଲେସନରେ ରଖି ଚିକିତ୍ସା କରାଯାଉଥିଲା। ସେଠାରେ ହିଁ ତାଙ୍କର ମୃତ୍ୟୁ ଘଟିଛି।

ଭାରତରେ କରୋନା ଭାଇରସରେ ଆକ୍ରାନ୍ତଙ୍କ ସଂଖ୍ୟା ୭୪କୁ ବୃଦ୍ଧି ପାଇଥିବା ବେଳେ ପ୍ରଥମ ମୃତ୍ୟୁ ଲୋକଙ୍କ ମନରେ କୋକୁଆ ଭୟ ସୃଷ୍ଟି କରିଛି। ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story