ଦେଶରେ କରୋନା ବେକାବୁ: ପ୍ରଥମଥର ଦିନକରେ ୬୦ ହଜାରରୁ ଅଧିକ ପଜିଟିଭ

ନୂଆଦିଲ୍ଲୀ: ଦେଶରେ ମହାମାରୀ କରୋନା ଭାଇରସ ହୁହୁ ହୋଇ ବଢ଼ିବାରେ ଲାଗିଛି। ପ୍ରତିଦିନ ଆକ୍ରାନ୍ତଙ୍କ ସଂଖ୍ୟା ନୂଆ ନୂଆ ରେକର୍ଡ ଭାଙ୍ଗିରେ ଲାଗିଛି। ସ୍ଥିତି ଏପରି ହୋଇଛି ଯେ ଗତ ୨୪ ଘଣ୍ଟାରେ ମହାମାରୀ କରୋନା ଭାଇରସ ସବୁ ପୁରୁଣା ରେକର୍ଡକୁ ଭାଙ୍ଗି ଦେଇଛି। ଗୁରୁବାର ଦେଶରେ ୬୨ ହଜାରରୁ ଅଧିକ ଲୋକ କରୋନାରେ ସଂକ୍ରମିତ ହୋଇଛନ୍ତି। ଫଳରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୦ ଲକ୍ଷ ପାର କରି ଯାଇଛି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, […]

g

g

Hemant Lenka
  • Published: Friday, 07 August 2020
  • Updated: 07 August 2020, 01:51 PM IST

Sports

Latest News

ନୂଆଦିଲ୍ଲୀ: ଦେଶରେ ମହାମାରୀ କରୋନା ଭାଇରସ ହୁହୁ ହୋଇ ବଢ଼ିବାରେ ଲାଗିଛି। ପ୍ରତିଦିନ ଆକ୍ରାନ୍ତଙ୍କ ସଂଖ୍ୟା ନୂଆ ନୂଆ ରେକର୍ଡ ଭାଙ୍ଗିରେ ଲାଗିଛି। ସ୍ଥିତି ଏପରି ହୋଇଛି ଯେ ଗତ ୨୪ ଘଣ୍ଟାରେ ମହାମାରୀ କରୋନା ଭାଇରସ ସବୁ ପୁରୁଣା ରେକର୍ଡକୁ ଭାଙ୍ଗି ଦେଇଛି। ଗୁରୁବାର ଦେଶରେ ୬୨ ହଜାରରୁ ଅଧିକ ଲୋକ କରୋନାରେ ସଂକ୍ରମିତ ହୋଇଛନ୍ତି। ଫଳରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୦ ଲକ୍ଷ ପାର କରି ଯାଇଛି।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଗୋଟିଏ ଦିନରେ ରେକର୍ଡ ୬୨,୫୩୮ ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି। ଫଳରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୦ ଲକ୍ଷ ୨୭ ହଜାର ୦୭୫କୁ ବୃଦ୍ଧି ପାଇଛି। ସେହିପରି ୨୪ ଘଣ୍ଟାରେ ମହାମାରୀ କରୋନା ଭାଇରସ ୮୮୬ ଜଣଙ୍କ ମୁଣ୍ଡ ନେଇଛି। ଏହାକୁ ମିଶାଇ ଦେଶରେ କରୋନା ଜନିତ ମୃତ୍ୟୁସଂଖ୍ୟା ୪୧,୫୮୫ ଛୁଇଁଛି।

ତେବେ ଦିନକରେ ପ୍ରାୟ ୫୦ ହଜାର ଲୋକ ସୁସ୍ଥ ହେବା ଦେଶବାସୀଙ୍କୁ ଆଶ୍ୱସ୍ତ କରିଛି। ଗୁରୁବାର ୪୯,୭୬୯ ଜଣ ଲୋକ ସୁସ୍ଥ ହୋଇ ଘରକୁ ଯାଇଛନ୍ତି। ଏହାକୁ ମିଶାଇଲେ ଦେଶରେ ଏଯାଏ ୧୩,୭୮,୧୦୫ ଜଣ କରୋନାରୁ ସୁସ୍ଥ ହେଲେ। ଭାରତରେ ଏବେ ଆକ୍ଟିଭ କେସ ସଂଖ୍ୟା ୬,୦୭,୩୮୪ ରହିଛି। ଏହାର ଅର୍ଥ ଦେଶରେ ଆରୋଗ୍ୟ ହାର ୬୭.୬୨%କୁ ବୃଦ୍ଧି ପାଇଛି।

ଅନ୍ୟପକ୍ଷରେ ଗୁରୁବାର ମଧ୍ୟରାତ୍ର ସୁଦ୍ଧା ଦେଶରେ ମୋଟ ୨,୨୭,୨୪,୧୩୪ଟି ନମୁନା ପରୀକ୍ଷା ହୋଇଛି। ଅଗଷ୍ଟ ୬ରେ କେବଳ ୫, ୭୪, ୭୮୩ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story