ଭାରତ ଜିତିଲା ବୋଲି କହିଲେ ମୋଦି

ନୂଆଦିଲ୍ଲୀ: ଭୋଟ୍‌ ଗଣତି ଟ୍ରେଣ୍ଡରେ ବିଜେପି ନେତୃତ୍ୱାଧୀନ ଏନ୍‌ଡିଏ ଆଗୁଆ ରହିଥିବାରୁ ଏବେ ଦଳ ମଧ୍ୟରେ ନାହିଁ ନଥିବା ଉତ୍ସାହ। ବିଜେପି ଚଳିତ ଥର ୩୦୦ରୁ ଅଧିକ ଆସନ ଜିତିବ ବୋଲି ଆକଳନ କରାଯାଉଛି। ଏହି ଆକଳନକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀ ଟ୍ୱିଟ୍‌ ଯୋଗେ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି,“ ଏହା ଭାରତର ବିଜୟ। ଭାରତ ପୁଣିଥରେ ଜିତିଛି। ଆମେ ଏକାଠି ବଢ଼ିଲେ। ଆମେ ଏକାଠି ଯୋଜନା କଲେ। ଆମେ ଏକାଠି ଏକ ଶକ୍ତିଶାଳୀ […]

iio

iio

Hemant Lenka
  • Published: Thursday, 23 May 2019
  • Updated: 23 May 2019, 03:03 PM IST

Sports

Latest News

ନୂଆଦିଲ୍ଲୀ: ଭୋଟ୍‌ ଗଣତି ଟ୍ରେଣ୍ଡରେ ବିଜେପି ନେତୃତ୍ୱାଧୀନ ଏନ୍‌ଡିଏ ଆଗୁଆ ରହିଥିବାରୁ ଏବେ ଦଳ ମଧ୍ୟରେ ନାହିଁ ନଥିବା ଉତ୍ସାହ। ବିଜେପି ଚଳିତ ଥର ୩୦୦ରୁ ଅଧିକ ଆସନ ଜିତିବ ବୋଲି ଆକଳନ କରାଯାଉଛି। ଏହି ଆକଳନକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀ ଟ୍ୱିଟ୍‌ ଯୋଗେ ଶୁଭେଚ୍ଛା ଜଣାଇଛନ୍ତି।

ସେ କହିଛନ୍ତି,“ ଏହା ଭାରତର ବିଜୟ। ଭାରତ ପୁଣିଥରେ ଜିତିଛି। ଆମେ ଏକାଠି ବଢ଼ିଲେ। ଆମେ ଏକାଠି ଯୋଜନା କଲେ। ଆମେ ଏକାଠି ଏକ ଶକ୍ତିଶାଳୀ ଭାରତ ଗଠନ କଲେ।”

ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ମଧ୍ୟ ଦେଶବାସୀଙ୍କୁ ଏହି ସଫଳତା ପାଇଁ ଧନ୍ୟବାଦ ଦେଇଛନ୍ତି। ସେ କହିଛନ୍ତି, ଏହି ବିଜୟ ଦେଶବାସୀଙ୍କ ବିଜୟ। ଏହି ବିଜୟ ଦେଶର ଗରିବ, ଯୁବକ ଓ କୃଷକଙ୍କ ବିଜୟ। ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପରେ ରହିଥିବା ବିଶ୍ୱାସର ବିଜୟ ହୋଇଛି। ମୁଁ ମୋଦିଙ୍କୁ ବିଜେପି କର୍ମୀଙ୍କ ପକ୍ଷରୁ ଶୁଭେଚ୍ଛା ଜଣାଉଛି।”

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story