ଗୋଣ୍ଡିଆ(ମହାରାଷ୍ଟ୍ର): ମହାରାଷ୍ଟ୍ରର ଗୋଣ୍ଡିଆ ଇଲାକାରେ ଗତକାଲି ଏକ ଟ୍ରେନ୍ ଦୁର୍ଘଟଣା ଘଟିଛି। ଏଥିରେ ୫୦ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ମେଡିକାଲ ନିଆଯାଇଥିବା ବ୍ୟବସ୍ଥା କରାଯାଇଛି।
ଏକ ପାସେଞ୍ଜର ଟ୍ରେନର ୩ଟି ବଗି ଲାଇନଚ୍ୟୁତ ହୋଇଯିବା ପରେ ଏହି ଘଟଣା ଘଟିଛି। ଏଥିରେ କହାରି ମୃତ୍ୟୁ ଘଟିଥିବା ଖବର ଆସି ନାହିଁ। ଗତକାଲି ରାତି ୨ଟା ୩୦ରେ ପାସେଞ୍ଜର ଟ୍ରେନଟି ମାଲଗାଡ଼ିସହ ପିଟି ହୋଇଯିବା ପରେ ଲାଇନଚ୍ୟୁତ ହୋଇଥିଲା। ପାସେଞ୍ଜର ଟ୍ରେନ୍ଟି ଛତିଶଗଡ଼ର ବିଳାରସପୁରରୁ ରାଜସ୍ଥାନର ଜୋଧପୁର ଯାଉଥିଲା। ସିଗନାଲ ଇସ୍ୟୁକୁ ନେଇ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି। ପାସେଞ୍ଜର ଟ୍ରେନଟିର ଡ୍ରାଇଭର ଇମାରଜେନ୍ସି ବ୍ରେକ ମାରିଥିଲେ ମଧ୍ୟ ମାଲଗାଡ଼ି ସହ ଦୁର୍ଘଟଣାକୁ ଏଡ଼ାଇ ପାରି ନଥିଲେ। ଘଠଣାସ୍ଥଳରେ ରେଲୱେ ଅଧିକାରୀ ପହଞ୍ଚି ଯାଞ୍ଚ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପୂର୍ବତନ ଗୃହ ସଚିବ ଅଜୟ ଭଲ୍ଲା ମଣିପୁର ରାଜ୍ୟପାଳ
କେରଳ ଓ ବିହାର ରାଜ୍ୟପାଳଙ୍କୁ ଅଦଳବଦଳ କରାଯାଇଛି। କେରଳ ରାଜ୍ୟପାଳ ଆରିଫ ମହମ୍ମଦ ଖାନଙ୍କୁ ବିହାରକୁ ବଦଳି କରାଯାଇଥିବା ବେଳେ ବିହାର ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକରଙ୍କୁ କେରଳର ରାଜ୍ୟପାଳ କରାଯାଇଛି।
National
ମିଲିଟାରୀ ଅଞ୍ଚଳରୁ ମିଳିଲା ନିଖୋଜ ନାବାଳିକାଙ୍କ ମୃତଦେହ, ପରିବାର ଲୋକ ଆଣିଲେ ଦୁଷ୍କର୍ମ ଅଭିଯୋଗ
ଗତକାଲି ସନ୍ଧ୍ୟାରୁ ନାବାଳିକା ଜଣଙ୍କ ନିଖୋଜ ରହିଥିଲେ। ବାପା ମା’ ରାତି ତମାମ ନିଖୋଜ ଝିଅକୁ ଖୋଜିଥିଲେ ହେଁ କୌଣସି ପ୍ରକାରର ସୁଫଳ ପାଇ ନଥିଲେ।
National
୩୫୦ ଫୁଟ ତଳକୁ ଖସିଲା ସେନା ଗାଡ଼ି, ୫ ଯବାନ ମୃତ
ବର୍ତ୍ତମାନ ସୁଦ୍ଧା ୫ ଜଣ ଯବାନଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି। ଆହତ ଯବାନମାନଙ୍କୁ ଉଦ୍ଧାର କରାଯାଇ ଏବେ ହସ୍ପିଟାଲରେ ଭର୍ତ୍ତି କରାଯାଉଛି।
Politics
ଅନାସ୍ଥା ପ୍ରସ୍ତାବକୁ ନେଇ ମୁହଁ ଖୋଲିଲେ ରାଜ୍ୟସଭା ଅଧ୍ୟକ୍ଷ: କହିଲେ- ବାଇପାସ ସର୍ଜରୀ ପାଇଁ ପରିବାର କଟା ଛୁରୀ
ଆଜି ପ୍ରଥମଥର ପାଇଁ ଉପ ରାଷ୍ଟ୍ରପତି ତଥା ରାଜ୍ୟସଭାର ଅଧ୍ୟକ୍ଷ ଜଗଦୀପ ଧନଖଡ଼ ଏହି ଅନାସ୍ଥା ପ୍ରସ୍ତାବ ଉପରେ ମୁହଁ ଖୋଲିଛନ୍ତି।
National
ଆମ୍ବେଦକର ବିବାଦ: ରଣକ୍ଷେତ୍ର ପାଲଟିଲା ପୌରପାଳିକାର ବୈଠକ
ନିକଟରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ସମ୍ବିଧାନ ପ୍ରଣେତା ବିଆର ଆମ୍ବେଦକରଙ୍କ ସମ୍ପର୍କରେ କରିଥିବା ଟିପ୍ପଣୀ ପ୍ରସଙ୍ଗ ପୌରପାଳିକା ବୈଠକରେ ଉଠିଥିଲା।