କାର୍‌ ଓ ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା, ଗୋଟିଏ ପରିବାରର ୧୦ ଜଣଙ୍କ ମୃତ୍ୟୁ

ଆନନ୍ଦ: ବୁଧବାର ସକାଳୁ ସକାଳୁ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଗୁଜରାଟର ଆନନ୍ଦ ସ୍ଥିତ ତାରାପୁର ରାଜପଥରେ ଗୋଟିଏ ଟ୍ରକ୍‌ ଓ କାର୍‌ ମଧ୍ୟରେ ଧକ୍କା ହେବାରୁ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ସମସ୍ତ ୧୦ ଜଣ ଗୋଟିଏ ପରିବାରର ସଦସ୍ୟ। ସୂଚନା ଅନୁସାରେ, ପରିବାରର ସଦସ୍ୟମାନେ ଗୋଟିଏ କାର୍‌ ଯୋଗେ ସୁରତରୁ ଭାବାନଗର ଯାଉଥିଲେ। ତେବେ ଇନ୍ଦ୍ରଜ ଗାଁ ନିକଟରେ ବିପରୀତ ଦିଗରୁ ଆସୁଥିବା ଗୋଟିଏ ଟ୍ରକ୍‌ ସହ ଏହାର ମୁହାଁମୁହିଁ ଧକ୍କା ହୋଇଥିଲା। […]

accident

accident

Hemant Lenka
  • Published: Wednesday, 16 June 2021
  • Updated: 16 June 2021, 11:01 AM IST

Sports

Latest News

ଆନନ୍ଦ: ବୁଧବାର ସକାଳୁ ସକାଳୁ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଗୁଜରାଟର ଆନନ୍ଦ ସ୍ଥିତ ତାରାପୁର ରାଜପଥରେ ଗୋଟିଏ ଟ୍ରକ୍‌ ଓ କାର୍‌ ମଧ୍ୟରେ ଧକ୍କା ହେବାରୁ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ସମସ୍ତ ୧୦ ଜଣ ଗୋଟିଏ ପରିବାରର ସଦସ୍ୟ।

ସୂଚନା ଅନୁସାରେ, ପରିବାରର ସଦସ୍ୟମାନେ ଗୋଟିଏ କାର୍‌ ଯୋଗେ ସୁରତରୁ ଭାବାନଗର ଯାଉଥିଲେ। ତେବେ ଇନ୍ଦ୍ରଜ ଗାଁ ନିକଟରେ ବିପରୀତ ଦିଗରୁ ଆସୁଥିବା ଗୋଟିଏ ଟ୍ରକ୍‌ ସହ ଏହାର ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ କାରଟି ସଂପୂର୍ଣ୍ଣ ଚୂରମାର ହୋଇଥିଲା। କାରର ଅଧା ଭାଗ ଟ୍ରକ୍‌ ଭିତରେ ପଶିଯାଇଥିଲା। ସେହିପରି ଘଟଣା ସ୍ଥଳରେ ସମସ୍ତ ୧୦ ଜଣଙ୍କ ମୃତ୍ୟୁ ଘଟିଥିଲା।

ମୃତକଙ୍କ ମଧ୍ୟରେ ୨ ଜଣ ମହିଳା ଓ ଜଣେ ଶିଶୁ ରହିଛନ୍ତି। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଶବକୁ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି। ଦୁର୍ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀ ଶୋକ ପ୍ରକାଶ କରିଛନ୍ତି। ଏଥିସହ ସେ ଜିଲ୍ଲାପାଳଙ୍କ ସହ କଥା ହୋଇ ପୀଡ଼ିତଙ୍କ ପରିବାର ବର୍ଗଙ୍କୁ ସମସ୍ତ ପ୍ରକାରର ସହାୟତା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story