ଲକ୍ଷ୍ନୌ: ଅପରାଧର ୧୬ ବର୍ଷ ପରେ ଆସିଲା ରାୟ। ୨୦୦୬ରେ ବାରାଣସୀରେ ଘଟିଥିବା ସିରିଏଲ ବ୍ଲାଷ୍ଟରେ ଅଭିଯୁକ୍ତ ୱାଲିୱଲାହ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଶନିବାର ଗାଜିଆବାଦର ସେସନ କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଦୋଷୀଙ୍କୁ ଦଣ୍ଡାଦେଶ ନେଇ ରାୟ ସଂରକ୍ଷିତ ରହିଛି। ଆସନ୍ତା ଜୁନ ୬ ତାରିଖରେ ଚୂଡ଼ାନ୍ତ ରାୟ ପ୍ରକାଶ ପାଇବ। ୨୦୦୬ ମାର୍ଚ୍ଚ ୭ ତାରିଖରେ ସଙ୍କଟମୋଚନ ମନ୍ଦିର ଓ କାଣ୍ଟ ରେଲୱେ ଷ୍ଟେସନର ସିରିଏଲ ବୋମା ବିସ୍ଫୋରଣ ହୋଇଥିଲା। ଏଥିରେ ୩୦ ଜଣଙ୍କର ମୃତ୍ୟୁ ଘଟିଥିଲା। ଶହେରୁ ଅଧିକ ଆହତ ହୋଇଥିଲେ। ୨୦୦୬ ଏପ୍ରିଲ ୫ ତାରିଖରେ ଉତ୍ତରପ୍ରଦେଶ ପୁଲିସ ଘଟଣାର ମୁଖ୍ୟ ଅଭିଯୁକ୍ତ ୱାଲିୱଲାହଙ୍କୁ ଗିରଫ କରିଥିଲା। ଏହି ଅଭିଯୁକ୍ତଙ୍କ ଘର ପ୍ରୟାଗରାଜ ଜିଲ୍ଲାର ପୁଲପୁର ଗ୍ରାମରେ। ଆହ୍ଲାବାଦ ହାଇକୋର୍ଟଙ୍କ ନିର୍ଦ୍ଦେଶରେ ମାମଲାଟିକୁ ଗାଜିବାବାଦକୁ ସ୍ଥାନାନ୍ତର ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପତ୍ନୀଙ୍କ ସହ ଦୁଷ୍କର୍ମ କଲା ସାଙ୍ଗ, ହାତୁଡ଼ିରେ ମୁଣ୍ଡକୁ ଛେଚିଦେଲା ସ୍ୱାମୀ
ସାଙ୍ଗ ସାଜିଲେ ସଇତାନ । ବନ୍ଧୁ ପତ୍ନୀଙ୍କ ଉପରେ ପକାଇଲେ ଲୋଲୁପ ଦୃଷ୍ଟି। ବନ୍ଧୁଙ୍କ ଅନୁପସ୍ଥିତିରେ ତାଙ୍କ ପତ୍ନୀଙ୍କ ସହ କଲେ ଦୁଷ୍କର୍ମ ।
National
ଇସ୍ରୋ ପାଇଲା ନୂଆ ଅଧ୍ୟକ୍ଷ, ଦାୟିତ୍ୱ ନେଲେ ଭି ନାରାୟଣନ
ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ ବା ଇସ୍ରୋର ନୂଆ ଅଧ୍ୟକ୍ଷ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି ବିଶିଷ୍ଟ ବୈଜ୍ଞାନିକ ଭି.ନାରାୟଣନ୍ ।
National
ଆଜି ପ୍ରୟାଗରାଜରେ ପ୍ରଥମ ସାହି ସ୍ନାନ, ଦୁଇଗୁଣ ହେବ ଶ୍ରଦ୍ଧାଳୁଙ୍କ ସଂଖ୍ୟା
ଆଜି ପବିତ୍ର ମକର ସଂକ୍ରାନ୍ତି ଅବସରରେ ପ୍ରୟାଗରାଜରେ ହୋଇଛି ପ୍ରଥମ ସାହି ସ୍ନାନ । ଭୋର ୫ଟା ୧୫ରୁ ବିଭିନ୍ନ ଆଖଡ଼ାର ସାଧୁସନ୍ଥଙ୍କ ସହ ଶ୍ରଦ୍ଧାଳୁଙ୍କ ସ୍ନାନ ଆରମ୍ଭ ହୋଇଛି।
National
୪ ଛୁଆ ଜନ୍ମ କରିବାକୁ ବ୍ରାହ୍ମଣ ଦମ୍ପତିଙ୍କୁ ଅଫର!
ସନାତନ ଧର୍ମକୁ ରକ୍ଷା କରିବାକୁ ହେଲେ ବ୍ରାହ୍ମଣ ଦମ୍ପତିଙ୍କୁ ୪ଟି ଲେଖାଏଁ ଛୁଆ ଜନ୍ମ କରିବା ବାଧ୍ୟତାମୂଳକ ବୋଲି କହିଛନ୍ତି 'ପର୍ଶୁରାମ କଲ୍ୟାଣ ବୋର୍ଡ'ର ଅଧ୍ୟକ୍ଷ। ମଧ୍ୟପ୍ରଦେଶରେ ବ୍ରାହ୍ମଣ ସମାଜ ସଂଗଠନ 'ପର୍ଶୁରାମ କଲ୍ୟାଣ ବୋର୍ଡ' ରାଜ୍ୟ ସରକାରଙ୍କ ଏକ ପ୍ରମୁଖ ବୋର୍ଡ।
National
୧୫ ତାରିଖରେ ହେବାକୁ ଥିବା UGC-NET ପରୀକ୍ଷା ସ୍ଥଗିତ
ପୋଙ୍ଗଲ, ମକର ସଂକ୍ରାନ୍ତି ଏବଂ ଅନ୍ୟାନ୍ୟ ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ନେଟ୍ ପରୀକ୍ଷା ସ୍ଥଗିତ ରଖାଯାଇଛି। ଖୁବଶୀଘ୍ର ନୂଆ ତାରିଖ ଘୋଷଣା କରାଯିବ।