୨୪ ଘଣ୍ଟାରେ ୧.୬୫ ଲକ୍ଷରୁ ଅଧିକ ଆକ୍ରାନ୍ତ ଚିହ୍ନଟ, ୩୪୬୦ ଜଣଙ୍କର ମୃତ୍ୟୁ

ନୂଆଦିଲ୍ଲୀ: ଦେଶରେ କରୋନା ଭାଇରସ୍ ସଂକ୍ରମଣ ଲଗାତର ହ୍ରାସ ପାଇବାରେ ଲାଗିଛି। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ରିପୋର୍ଟ ମୁତାବକ, ଗତ ୨୪ ଘଣ୍ଟାରେ କରୋନା ସଂକ୍ରମଣର ୧,୬୫,୫୫୩ ମାମଲା ଚିହ୍ନଟ ହୋଇଛି । ସେହିପରି ଏହି ମହାମାରୀରେ ଗତ ୨୪ ଘଣ୍ଟା ମଧ୍ୟରେ ୩୪୬୦ ଜଣଙ୍କର ମୃତ୍ୟୁ ହୋଇଛି। ଦିନକ ଭିତରେ ଦେଶରେ ୨,୭୬,୩୦୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଥିବା ରିପୋର୍ଟ ଅନୁଯାୟୀ, ଏପର୍ଯ୍ୟନ୍ତ ଦେଶରେ କରୋନା ସଂକ୍ରମଣର ମୋଟ […]

Corona

Corona

Ranjit Kumar Jena
  • Published: Sunday, 30 May 2021
  • Updated: 30 May 2021, 11:00 AM IST

Sports

Latest News

ନୂଆଦିଲ୍ଲୀ: ଦେଶରେ କରୋନା ଭାଇରସ୍ ସଂକ୍ରମଣ ଲଗାତର ହ୍ରାସ ପାଇବାରେ ଲାଗିଛି। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ରିପୋର୍ଟ ମୁତାବକ, ଗତ ୨୪ ଘଣ୍ଟାରେ କରୋନା ସଂକ୍ରମଣର ୧,୬୫,୫୫୩ ମାମଲା ଚିହ୍ନଟ ହୋଇଛି । ସେହିପରି ଏହି ମହାମାରୀରେ ଗତ ୨୪ ଘଣ୍ଟା ମଧ୍ୟରେ ୩୪୬୦ ଜଣଙ୍କର ମୃତ୍ୟୁ ହୋଇଛି। ଦିନକ ଭିତରେ ଦେଶରେ ୨,୭୬,୩୦୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଥିବା ରିପୋର୍ଟ ଅନୁଯାୟୀ, ଏପର୍ଯ୍ୟନ୍ତ ଦେଶରେ କରୋନା ସଂକ୍ରମଣର ମୋଟ ୨,୭୮,୯୪,୮୦୦ ମାମଲା ସାମ୍ନାକୁ ଆସିଛି, ଯେଉଁଥିରୁ ୨,୫୪,୫୪,୩୨୦ ଜଣ ଆରୋଗ୍ୟ ଲାଭ କରିଛନ୍ତି। ଏପର୍ଯ୍ୟନ୍ତ ଦେଶରେ କରୋନା ମୋଟ ୩,୨୫,୯୭୨ ଜଣଙ୍କର ଜୀବନ ନେଇସାରିଛି। ତେବେ ବର୍ତ୍ତମାନ ଦେଶରେ କରୋନାର ଆକ୍ଟିଭ୍ ମାମଲା ୨୧,୧୪,୫୦୮କୁ ହ୍ରାସ ପାଇଛି ।

ଦେଶରେ କୋଭିଡ୍ ଟିକାକରଣ ଜୋରସୋରରେ ଚାଲିଛି। ଏପର୍ଯ୍ୟନ୍ତ ଦେଶରେ ମୋଟ ୨୧,୨୦,୬୬,୬୧୪ ଜଣ ଲୋକଙ୍କର ଟିକାକରଣ ହୋଇସାରିଛି । ମନ୍ତ୍ରାଳୟର ରିପୋର୍ଟ ମୁତାବକ, ଶନିବାର ଦିନ ୧୮ରୁ ୪୪ ବର୍ଷ ବର୍ଗର ୧୪,୧୫,୧୯୦ ଜଣଙ୍କୁ ଟିକାର ପ୍ରଥମ ଡୋଜ୍ ଦିଆଯାଇଛି। ସେହିପରି ଏହି ବୟସ ବର୍ଗରେ ୯୦୭୫ ଜଣଙ୍କୁ ଦ୍ୱିତୀୟ ଡୋଜ୍ ଦିଆଯାଇଛି ।

ମନ୍ତ୍ରାଳୟ କହିଛି ଯେ ଟିକାକରଣ ଅଭିଯାନର ତୃତୀୟ ପର୍ଯ୍ୟାୟର ଶୁଭାରମ୍ଭ ପରେ ଦେଶରେ ମୋଟ ୧,୮୨,୨୫,୫୦୯ ଜଣଙ୍କୁ ପ୍ରଥମ ଡୋଜ୍ ଦିଆସରିଛି। ବିହାର, ଦିଲ୍ଲୀ, ଗୁଜରାଟ, ମଧ୍ୟ ପ୍ରଦେଶ, ରାଜସ୍ଥାନ ଓ ଉତ୍ତର ପ୍ରଦେଶରେ ୧୮ରୁ ୪୪ ପର୍ଯ୍ୟାୟ ବୟସ ବର୍ଗର ୧୦ଲକ୍ଷରୁ ଅଧିକ ଲୋକଙ୍କୁ ଟିକାର ପ୍ରଥମ ଡୋଜ୍ ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story