ଶ୍ରୀନଗର : ନିପାତ ହେଲେ ୨ ଆତଙ୍କବାଦୀ। ଜମ୍ମୁ-କାଶ୍ମୀରର ଅନନ୍ତନାଗ ଜିଲାରେ ସୋମବାର ଭୋରୁ ସୁରକ୍ଷାକର୍ମୀ -ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଏଥିରେ୨ ଆତଙ୍କବାଦୀ ନିହତ ହୋଇଛନ୍ତି। ମିଳିଥିବା ସୂଚନା ଅନୁସାରେ, ଆତଙ୍କବାଦୀମାନଙ୍କ ସମ୍ପର୍କରେ ସୂଚନା ପାଇ ପୁଲିସ ଓ ସୁରକ୍ଷା ବଳ ମିଳିତ ଭାବେ ଉକ୍ତ ଅଞ୍ଚଳକୁ କର୍ଡନ୍ କରିଥିଲେ। ସୁରକ୍ଷାକର୍ମୀ ସମ୍ପୃକ୍ତ ଅଞ୍ଚଳକୁ ଘେରାଉ କରିବା ସହ ତଲାସି ଅଭିଯାନ ଆରମ୍ଭ କରିଥିଲେ।
ସମ୍ପୃକ୍ତ ଅଞ୍ଚଳକୁ ସୁରକ୍ଷାକର୍ମୀ ତଲାସି କରିବା ସମୟରେ ଆତଙ୍କବାଦୀ ସେମାନଙ୍କ ଉପରକୁ ଗୁଳିଚାଳନା ଆରମ୍ଭ କରିଥିଲେ। ଏହାର ଜବାବରେ ସୁରକ୍ଷାକର୍ମୀଙ୍କ ପାଲଟା ଗୁଳିଚାଳନାରେ ଦୁଇ ଆତଙ୍କବାଦୀ ନିହତ ହୋଇଥିଲେ। ତଲାସି ଅଭିଯାନ ଜାରି ରହିଛି। ସେହିପରି ରବିବାର ରାତିରୁ ଆରମ୍ଭ ହୋଇଥିବା ଏନ୍କାଉଣ୍ଟର୍ ଏପର୍ଯ୍ୟନ୍ତ ଜାରି ରହିଛି । ପୂର୍ବରୁ ଅକ୍ଟୋବର ୫ ତାରିଖରେ ଜମ୍ମୁ ଓ କଶ୍ମୀରର ଶୋପିଆଁରେ ୨ଟି ପୃଥକ୍ ଏନ୍କାଉଣ୍ଟର୍ରେ ୪ଜଣ ଆତଙ୍କବାଦୀ ନିହତ ହୋଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ହସ୍ପିଟାଲ ବେଡରେ ବିନୋଦ କାମ୍ବଲି
ତାଙ୍କ ସ୍ୱାସ୍ଥାବସ୍ଥା ସ୍ଥିର ରହିଛି। କିନ୍ତୁ ଏବେ ସେ ବିପଦ ମୁକ୍ତ ହୋଇ ନଥିବା ଆଇଏଏନଏସ୍ ପକ୍ଷରୁ ଏକ୍ସରେ ସୂଚନା ଦିଆଯାଇଛି।
Education
ହଟିଲା କଟକଣା: ଏଣିକି ଫେଲ୍ ହେଲେ ଫେଲ୍
୫ମ ଓ ୮ମ ଶ୍ରେଣୀରେ ଫେଲ ହେଉଥିବା ପିଲାମାନଙ୍କୁ ଆଉ ଗୋଟିଏ ସୁଯୋଗ ଦିଆଯିବ। ସେମାନେ ୨ ମାସ ମଧ୍ୟରେ ପୁଣି ପରୀକ୍ଷାର ସୁଯୋଗ ପାଇପାରିବେ।
National
ସ୍କୁଲ ଛାଡ଼ିବାକୁ ଯିବା ବେଳେ ୨ ନାବାଳକ ସାବତ ଭାଇଙ୍କ ତଣ୍ଟି କାଟିଦେଲା
ଅଭିଯୁକ୍ତ ନୀରଜ ଶର୍ମା ତା’ର ଦୁଇ ସାବତ ଭାଇଙ୍କୁ ବାଇକରେ ସ୍କୁଲ ଛାଡ଼ିବାକୁ ନେଇଥିଲା। କିନ୍ତୁ ସ୍କୁଲ ଯିବା ବଦଳରେ ସେ ଉଭୟଙ୍କୁ ଗୋଟିଏ ନିଛାଟିଆ ସ୍ଥାନକୁ ନେଇ ଯାଇଥିଲା। ସେଠାରେ ସେ ଉଭୟଙ୍କୁ ତଣ୍ଟି କାଟି ହତ୍ୟା କରିଥିଲା।
National
ଶେଖ ହସିନାଙ୍କୁ ଢାକା ପଠାଅ: ଭାରତକୁ ଚିଠି ଲେଖିଲା ବାଂଲାଦେଶ
ଢାକା ଭିତ୍ତିକ ଅନ୍ତର୍ଜାତୀୟ ଅପରାଧ ଟ୍ରିବ୍ୟୁନାଲ(ଆଇସିଟି) ମାନବଜାତି ବିରୋଧରେ ଅପରାଧ ଓ ନରସଂହାର ଅଭିଯୋଗରେ ଶେଖ ହସିନା, ତାଙ୍କ ସରକାରରେ ଥିବା ମନ୍ତ୍ରୀ, ପରାମର୍ଶଦାତା, ପୂର୍ବତନ ସାମରିକ ଓ ବେସାମରିକ ଅଧିକାରୀଙ୍କ ବିରୋଧରେ ଗିରଫ ପରୱାନା ଜାଣି କରିଛନ୍ତି।
Crime
ହୋଟେଲ ପାର୍କିଂରେ ଟ୍ରିପଲ ମର୍ଡର: ଦୁଇ ଯୁବକ, ଜଣେ ଯୁବତୀଙ୍କୁ ଗୁଳି କରି ହତ୍ୟା
ଗୁଳିମାଡ଼ରେ ଦିଲ୍ଲୀର ଭିକ୍କି ଓ ବିପିନଙ୍କ ସମେତ ହିର୍ସାର ନିଆଙ୍କ ମୃତ୍ୟୁ ହୋଇଛି। ହୋଟେଲର ପାର୍କିଂରେ ଏମାନେ ଛିଡ଼ା ହୋଇଥିବା ବେଳେ କିଛି ଦୁର୍ବୃତ୍ତ ସେଠାରେ ପହଞ୍ଚି ୩ ଜଣଙ୍କୁ ହତ୍ୟା କରିଛନ୍ତି।