ଆସିଲା ମୋଦିଙ୍କ ନୂଆ ଟିମର ତାଲିକା, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ପୂର୍ବରୁ କ୍ୟାବିନେଟ୍ ତାଲିକା ଜାରି ହୋଇଛି। କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣରେ ଆଜି ୪୩ ମନ୍ତ୍ରୀ ଶପଥ ନେବେ। ଏଥିରେ ଜ୍ୟୋତିରାଦିତ୍ୟ ସିନ୍ଧିଆ, ପଶୁପତି କୁମାର ପାରସ, ଭୂପେନ୍ଦ୍ର ଯାଦବ, ଅନୁପ୍ରିୟା ପଟେଲ, ଶୋଭା କରନ୍ଦଲାଜେ, ମିନାକ୍ଷୀ ଲେଖି, ଅଜୟ ଭଟ୍ଟ ଓ ଅନୁରାଗ ଠାକୁରଙ୍କ ନାଁ ସାମିଲ୍ ଅଛି। ଜାରି ହୋଇଥିବା ୪୩ ଜଣ ତାଲିକାରେ ଓଡ଼ିଶାର ଅଶ୍ୱିନୀ ବୈଷ୍ଣବଙ୍କ ସମେତ ନାରାୟଣ ରାଣେ, ସର୍ବାନନ୍ଦ ସୋନୋୱାଲ, ବୀରେନ୍ଦ୍ର […]

pm-modi

pm-modi

Ranjit Kumar Jena
  • Published: Wednesday, 07 July 2021
  • Updated: 07 July 2021, 04:38 PM IST

Sports

Latest News

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ପୂର୍ବରୁ କ୍ୟାବିନେଟ୍ ତାଲିକା ଜାରି ହୋଇଛି। କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣରେ ଆଜି ୪୩ ମନ୍ତ୍ରୀ ଶପଥ ନେବେ। ଏଥିରେ ଜ୍ୟୋତିରାଦିତ୍ୟ ସିନ୍ଧିଆ, ପଶୁପତି କୁମାର ପାରସ, ଭୂପେନ୍ଦ୍ର ଯାଦବ, ଅନୁପ୍ରିୟା ପଟେଲ, ଶୋଭା କରନ୍ଦଲାଜେ, ମିନାକ୍ଷୀ ଲେଖି, ଅଜୟ ଭଟ୍ଟ ଓ ଅନୁରାଗ ଠାକୁରଙ୍କ ନାଁ ସାମିଲ୍ ଅଛି।

ଜାରି ହୋଇଥିବା ୪୩ ଜଣ ତାଲିକାରେ ଓଡ଼ିଶାର ଅଶ୍ୱିନୀ ବୈଷ୍ଣବଙ୍କ ସମେତ ନାରାୟଣ ରାଣେ, ସର୍ବାନନ୍ଦ ସୋନୋୱାଲ, ବୀରେନ୍ଦ୍ର କୁମାର, କିରେନ୍ ରିଜିଜୁ, ରାଜ କୁମାର ସିଂହ, ହରଦୀପ ସିଂହ ପୁରୀ, ମନସୁଖ ମାଣ୍ଡଭିୟା, ଭୂପେନ୍ଦ୍ର ଯାଦବ, ପୁରୁଷୋତ୍ତମ ରୂପାଲା, ଜି. କିଶାନ ରେଡ୍ଡି, ଅନୁରାଗ ଠାକୁର, ପଙ୍କଜ ଚୌଧୁରୀ, ସତ୍ୟପାଲ୍ ସିଂହ ବାଘେଲ, ରାଜୀବ ଚନ୍ଦ୍ରଶେଖର, ଶୋଭା କରନ୍ଦଲାଜେ, ଭାନୁପ୍ରତାପ ସିଂହ ବର୍ମା, ଦର୍ଶନ ବିକ୍ରମ ଜାରଦୋଶ ସ୍ଥାନ ପାଇଛନ୍ତି।

ଅନ୍ୟମାନଙ୍କ ମଧ୍ୟରେ ଅନ୍ନପୂର୍ଣ୍ଣା ଦେବୀ, ଏ. ନାରାୟଣସ୍ୱାମୀ, କୌଶଲ କିଶୋର, ଅଜୟ ଭଟ୍ଟ, ବିଏଲ୍ ଶର୍ମା, ଅଜୟ କୁମାର, ଚୌହାନ୍ ଦେବୁସିଂ, ଭଗୱନ୍ତ ଖୁବା, କପିଲ୍ ମୋରେଶ୍ୱର ପାଟିଲ, ପ୍ରତିମା ଭୌମିକ, ସୁଭାଷ ସରକାର, ଭଗବତ ରଞ୍ଜନ ସିଂହ, ଭାରତୀ ପ୍ରବୀଣ ପାୱାର, ବିଶ୍ୱେଶ୍ୱର ଟୁଡୁ, ଶାନ୍ତନୁ ଠାକୁର, ମୁଞ୍ଜାପରା ମହେନ୍ଦ୍ରଭାଇ, ଜନ୍ ବାର୍ଲା, ଏଲ୍. ମୁରୁଗାନ୍, ନୀତୀଶ ପରମାଣିକ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଛନ୍ତି।

https://twitter.com/ANI/status/1412721745761427459?s=20

ସରକାରୀ ସୂତ୍ର ଅନୁସାରେ, ଏଥର ରେକର୍ଡ ୨୭ ଜଣ ଓବିସି ସଂପ୍ରଦାୟର ସଦସ୍ୟ ମନ୍ତ୍ରୀ ହେବେ। ଯାଦବ, କୁରମି, ଜାଟ, ଦରଜି, କୋଲି ଓ ଭୋକାଲିଗାସ ଭଳି ୧୯ଟି ପଛୁଆ ବର୍ଗରୁ ଏହି ୨୭ ଜଣଙ୍କୁ ମନ୍ତ୍ରୀ ପଦ ମିଳିବ। ଏମାନଙ୍କ ମଧ୍ୟରୁ ୫ ଜଣଙ୍କୁ କ୍ୟାବିନେଟ ପାହ୍ୟା ମିଳିବ।

କ୍ୟାବିନେଟରେ ୧୪ ଜଣ ମନ୍ତ୍ରୀଙ୍କ ବୟସ ୫୦ ତଳେ ରହିଥିବା ବେଳେ ୬ ଜଣଙ୍କୁ କ୍ୟାବିନେଟ ପାହ୍ୟା ମିଳିବ। ଫଳରେ ଅଦଳବଦଳ ପରେ ମୋଦିଙ୍କ ମନ୍ତ୍ରିମଣ୍ଡଳର ହାରହାରି ବୟସ ୫୮ ବର୍ଷ ହୋଇଯିବ। ୨୫ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ସଦସ୍ୟଙ୍କୁ ମନ୍ତ୍ରିମଣ୍ଡଳରେ ସୁଯୋଗ ଦିଆଯିବ। କେବଳ ଉତ୍ତରପୂର୍ବ ରାଜ୍ୟରୁ ୫ ଜଣ ସଦସ୍ୟ ମନ୍ତ୍ରୀ ପଦ ପାଇବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story