ମର୍ମନ୍ତୁଦ ଦୁର୍ଘଟଣା: ବସ୍‍ ଖସି ୫ ମୃତ,୧୨ ଆହତ

ଶ୍ରୀନଗର : ଜମ୍ମୁ-କାଶ୍ମୀରରେ ଆଉ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ରଜୌରୀରେ ଏକ ବସ୍‍ ଖାତକୁ ଖସି ୫ ଜଣଙ୍କ ଜୀବନ ଚାଲିଯାଇଥିବା ବେଳେ ୧୨ ଜଣ ଆହତ ହୋଇଛନ୍ତି। ଖବର ପାଇ ସେନା, ପୁଲିସ ଓ ସ୍ଥାନୀୟ ଲୋକେ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାରକାର୍ଯ୍ୟ ଆରମ୍ଭ କରିଛନ୍ତି । ଘଟଣା ସ୍ଥଳରୁ ଏଯାଏଁ ୫ ମୃତ ଦେହ ଉଦ୍ଧାର କରାଯାଇଛି। ଆହତମାନଙ୍କୁ ରଜୌରି ସରକାରୀ ମେଡିକାଲ କଲେଜକୁ ସ୍ଥାନାନ୍ତର କରାଯାଇଛି।  ଉକ୍ତ ବସ୍‍ଟି ବସ୍ […]

bus

bus

Tapas Behera
  • Published: Thursday, 15 September 2022
  • Updated: 15 September 2022, 06:39 PM IST

Sports

Latest News

ଶ୍ରୀନଗର : ଜମ୍ମୁ-କାଶ୍ମୀରରେ ଆଉ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ରଜୌରୀରେ ଏକ ବସ୍‍ ଖାତକୁ ଖସି ୫ ଜଣଙ୍କ ଜୀବନ ଚାଲିଯାଇଥିବା ବେଳେ ୧୨ ଜଣ ଆହତ ହୋଇଛନ୍ତି। ଖବର ପାଇ ସେନା, ପୁଲିସ ଓ ସ୍ଥାନୀୟ ଲୋକେ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାରକାର୍ଯ୍ୟ ଆରମ୍ଭ କରିଛନ୍ତି । ଘଟଣା ସ୍ଥଳରୁ ଏଯାଏଁ ୫ ମୃତ ଦେହ ଉଦ୍ଧାର କରାଯାଇଛି। ଆହତମାନଙ୍କୁ ରଜୌରି ସରକାରୀ ମେଡିକାଲ କଲେଜକୁ ସ୍ଥାନାନ୍ତର କରାଯାଇଛି।  ଉକ୍ତ ବସ୍‍ଟି ବସ୍ ସାୱଜିଆନରୁ ମାଣ୍ଡି ଅଭିମୁଖେ ଯାଉଥିବା  ଜଣାପଡିଛି। ତେବେ କେଉଁ କାରଣରୁ ଏହି ଦୁର୍ଘଟଣା ଘଟିଛି ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ।
ଗତକାଲି ଜମ୍ମୁ-କାଶ୍ମୀରର ପୁଞ୍ଛ ଜିଲାରେ ବଡ ଧରଣର ଏକ ସଡକ ଦୁର୍ଘଟଣା ଘଟିଥିଲା। ଜିଲାର ମଣ୍ଡି ତହସିଲରେ ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖା ନିକଟରେ  ଏକ ଯାତ୍ରୀବାହୀ ବସ ଖାତକୁ ଖସିପଡ଼ିଥିଲା।  ଏଥିରେ ପ୍ରାୟ ୧୧ ଜଣ ପ୍ରାଣ ହରାଇଥିଲେ। ଏଥିସହ ୨୦ ରୁ ଅଧିକ ଆହତ ମଧ୍ୟ ହୋଇଥିଲେ।ସମସ୍ତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।  ଘଟଣା ବିଷୟରେ ଖବର ପାଇ ସେନା ଓ ପୁଲିସର ଯବାନମାନେ ସ୍ଥାନୀୟ ଲୋକଙ୍କ ସହାୟତାରେ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story