ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ତ୍ରୁଟି: ୫ ଜଣିଆ କମିଟି ଗଠନ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ପଞ୍ଜାବ ଗସ୍ତ ବେଳେ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ବ୍ୟବସ୍ଥା ତ୍ରୁଟି ମାମଳାରେ ତଦନ୍ତ ପାଇଁ ସୁପ୍ରିମକୋର୍ଟ ୫ ଜଣିଆ କମିଟି ଗଠନ କରିଛନ୍ତି । ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ଇନ୍ଦୁ ମାଲହୋତ୍ରା ଏହି କମିଟିର ଅଧ୍ୟକ୍ଷ ରହିବେ। ଏନ୍‌ଆଇଏ ଡିଜି, ଚଣ୍ଡିଗଡର ଡିଜି ଓ ପଂଜାବର ଏଡିଜିପି ସିକ୍ୟୁରିଟି ଏହି କମିଟିର ସଦସ୍ୟ ରହିଛନ୍ତି । ଏଭଳି ଘଟଣାକୁ ରୋକିବା ପାଇଁ କମିଟି ଆହୁରି ପଦକ୍ଷେପ ନେବାକୁ ସୁପାରିଶ କରିବ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ତୁରନ୍ତ […]

supreme court

supreme court

Tapas Behera
  • Published: Wednesday, 12 January 2022
  • Updated: 12 January 2022, 01:14 PM IST

Sports

Latest News

ନୂଆଦିଲ୍ଲୀ: ପଞ୍ଜାବ ଗସ୍ତ ବେଳେ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ବ୍ୟବସ୍ଥା ତ୍ରୁଟି ମାମଳାରେ ତଦନ୍ତ ପାଇଁ ସୁପ୍ରିମକୋର୍ଟ ୫ ଜଣିଆ କମିଟି ଗଠନ କରିଛନ୍ତି । ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ଇନ୍ଦୁ ମାଲହୋତ୍ରା ଏହି କମିଟିର ଅଧ୍ୟକ୍ଷ ରହିବେ। ଏନ୍‌ଆଇଏ ଡିଜି, ଚଣ୍ଡିଗଡର ଡିଜି ଓ ପଂଜାବର ଏଡିଜିପି ସିକ୍ୟୁରିଟି ଏହି କମିଟିର ସଦସ୍ୟ ରହିଛନ୍ତି ।

ଏଭଳି ଘଟଣାକୁ ରୋକିବା ପାଇଁ କମିଟି ଆହୁରି ପଦକ୍ଷେପ ନେବାକୁ ସୁପାରିଶ କରିବ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ତୁରନ୍ତ ଏହି ଘଟଣାର ରିପୋର୍ଟ ଦାଖଲ କରିବା ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସୁରକ୍ଷା ତ୍ରୁଟିର କାରଣ ଏବଂ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ପାଇଁ ଆଉ କଣ ପଦକ୍ଷେପ ନିଆଯାଇପାରିବ ସେ ବିଷୟରେ କମିଟି ସୁପାଣିଶ କରିବ। ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ୫ ତାରିଖ ଗସ୍ତର ସମସ୍ତ ରେକର୍ଡକୁ ସୁରକ୍ଷିତ ରଖିବାକୁ ଅଦାଲତ ନିର୍ଦ୍ଦେଶ ଦେଇଥିଲେ।

ପ୍ରଧାନମନ୍ତ୍ରୀଙ୍କ ପଂଜାବ ଗସ୍ତ ବେଳେ ଫିରୋଜପୁର ନିକଟ ଓଭରବ୍ରିଜ୍ ଉପରେ ତାଙ୍କ କାରକେଡକୁ ୧୫ରୁ ୨୦ ମିନିଟ ଅଟକିବାକୁ ପଡିଥିଲା । ଚାଷୀଙ୍କ ଆନ୍ଦୋଳନକୁ ନେଇ ରାସ୍ତା ଜାମ୍ ଥିବାରୁ ପ୍ରଧାନମନ୍ତ୍ରୀଙ୍କ କାରକେଡ୍‌ ଆଗକୁ ବଢିପାରିନଥିଲା । ଫଳରେ ପ୍ରଧାନମନ୍ତ୍ରୀ ତାଙ୍କ ଫିରୋଜପୁର କାର୍ଯ୍ୟକ୍ରମକୁ ବାତିଲ କରି ନୂଆଦିଲ୍ଲୀ ଫେରି ଯାଇଥିଲେ। ଏହି ଘଟଣାକୁ ନେଇ ସାରା ଦେଶରେ କଡା ପ୍ରତିକ୍ରିୟା ଦେଖା ଦେଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story