ଶିଳାନ୍ୟାସର ୫ ବର୍ଷ ପରେ ନାଗପୁର ଏମ୍ସର ଉଦ୍ଘାଟନ କଲେ ମୋଦି
ନାଗପୁର: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାଗପୁର ଏମ୍ସ ଉଦ୍ଘାଟନ କରିଛନ୍ତି। ଉଦ୍ଘାଟନୀ ସମାରୋହରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ୍ ସିଦ୍ଧେ, ଉପ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନାଭିସ, ରାଜ୍ୟପାଳ ଭଗତ ସିଂ ଖୋସିୟାରୀ ଓ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ ପ୍ରମୁଖ ଉପସ୍ଥିତ ଥିଲେ। ୫ ବର୍ଷ ପୂର୍ବେ ୨୦୧୭ ମସିହାରେ ମୋଦି ଏହି ମେଡିକାଲର ଶିଳାନ୍ୟାସ କରିଥିଲେ। ୧୫୭୫ କୋଟି ଟଙ୍କା ବ୍ୟୟ ଅଟକଳରେ ଏହି ପ୍ରକଳ୍ପ ନିର୍ମାଣ ହୋଇଛି। ଅତ୍ୟାଧୁନିକ ଚିକିତ୍ସା ଉପଲବ୍ଧ ଥିବା ଏଡି ମେଡିକାଲ […]
ନାଗପୁର: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାଗପୁର ଏମ୍ସ ଉଦ୍ଘାଟନ କରିଛନ୍ତି। ଉଦ୍ଘାଟନୀ ସମାରୋହରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ୍ ସିଦ୍ଧେ, ଉପ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନାଭିସ, ରାଜ୍ୟପାଳ ଭଗତ ସିଂ ଖୋସିୟାରୀ ଓ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ ପ୍ରମୁଖ ଉପସ୍ଥିତ ଥିଲେ। ୫ ବର୍ଷ ପୂର୍ବେ ୨୦୧୭ ମସିହାରେ ମୋଦି ଏହି ମେଡିକାଲର ଶିଳାନ୍ୟାସ କରିଥିଲେ। ୧୫୭୫ କୋଟି ଟଙ୍କା ବ୍ୟୟ ଅଟକଳରେ ଏହି ପ୍ରକଳ୍ପ ନିର୍ମାଣ ହୋଇଛି। ଅତ୍ୟାଧୁନିକ ଚିକିତ୍ସା ଉପଲବ୍ଧ ଥିବା ଏଡି ମେଡିକାଲ ପାଇଁ ବିଦର୍ଭ ଅଞ୍ଚଳର ଲୋକେ ଉପକୃତ ହୋଇପାରିବେ।