ବସ୍‌ ଷ୍ଟପ୍‌ରେ ଯାତ୍ରୀଙ୍କ ଉପରେ ମାଡ଼ିଗଲା ଟ୍ରକ୍‌: ୬ ମୃତ

ଭୋପାଳ : ବସ୍‌ ଷ୍ଟପ୍‌ରେ ଯାତ୍ରୀଙ୍କ ଉପରେ ମାଡ଼ିଗଲା ଟ୍ରକ୍‌। ଫଳରେ ୬ ଜଣଙ୍କର ମୃତ୍ୟୁ ଘଟିଛି। ମଧ୍ୟପ୍ରଦେଶର ରତଲାମରେ ଏହି ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୧୦ ଜଣ ଆହତ ହୋଇଛନ୍ତି।  ପୁଲିସ ଟ୍ରକ ଡ୍ରାଇଭରଙ୍କ ବିରୋଧରେ ଅବହେଳା ଡ୍ରାଇଭିଂ ଅପରାଧ ପଞ୍ଜିକରଣ କରିଛି । ଟ୍ରକଟି ଦ୍ରୁତ ଗତିରେ ଯାଉଥିବାବେଳେ ତାହାର ଚକା ଫାଟିଯିବାରୁ ଟ୍ରକଟି ନିୟନ୍ତ୍ରଣ ବାହାରକୁ ଚାଲିଯାଇଥିଲା । ଫଳରେ ସ୍ଥାନୀୟ  ବସ୍‌ ଷ୍ଟପ୍‌ରେ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ମାଡ଼ିଯାଇଥିଲା […]

accident

accident

Tapas Behera
  • Published: Sunday, 04 December 2022
  • Updated: 04 December 2022, 10:54 PM IST

Sports

Latest News

ଭୋପାଳ : ବସ୍‌ ଷ୍ଟପ୍‌ରେ ଯାତ୍ରୀଙ୍କ ଉପରେ ମାଡ଼ିଗଲା ଟ୍ରକ୍‌। ଫଳରେ ୬ ଜଣଙ୍କର ମୃତ୍ୟୁ ଘଟିଛି। ମଧ୍ୟପ୍ରଦେଶର ରତଲାମରେ ଏହି ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୧୦ ଜଣ ଆହତ ହୋଇଛନ୍ତି।  ପୁଲିସ ଟ୍ରକ ଡ୍ରାଇଭରଙ୍କ ବିରୋଧରେ ଅବହେଳା ଡ୍ରାଇଭିଂ ଅପରାଧ ପଞ୍ଜିକରଣ କରିଛି ।

ଟ୍ରକଟି ଦ୍ରୁତ ଗତିରେ ଯାଉଥିବାବେଳେ ତାହାର ଚକା ଫାଟିଯିବାରୁ ଟ୍ରକଟି ନିୟନ୍ତ୍ରଣ ବାହାରକୁ ଚାଲିଯାଇଥିଲା । ଫଳରେ ସ୍ଥାନୀୟ  ବସ୍‌ ଷ୍ଟପ୍‌ରେ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ମାଡ଼ିଯାଇଥିଲା । ଆହତମାନଙ୍କୁ ହସପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ଏହି ଘଟଣା ପରେ ରତଲାମ କଲେକ୍ଟର ନରେନ୍ଦ୍ର ସୂର୍ଯ୍ୟବଂଶୀ ଏବଂ ଏସପି ଘଟଣାସ୍ଥଳରେ ପହଞ୍ଚି ଯାଞ୍ଚ କରିଛନ୍ତି । ଏସପି ଅଭିଷେକ ତିୱାରୀ କହିଛନ୍ତି ଯେ ଟ୍ରକ ଡ୍ରାଇଭରଙ୍କ ବିରୋଧରେ ଏକ ମାମଲା ରୁଜୁ କରାଯାଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story