ନେଲୋର: ଚନ୍ଦ୍ରବାବୁ ନାଇଡୁଙ୍କ ରାଲି ବେଳେ ଦଳାଚକଟା। ଅଘଟଣରେ ୮ ମୃତ। ସମସ୍ତ ମୃତକ ୮ ଟିଡିପି କର୍ମୀ। ଏହି ଘଟଣାରେ ଅନେକ ଆହତ ହୋଇଛନ୍ତି।
ଆନ୍ଧ୍ରପ୍ରଦେଶ ନେଲୋର ଜିଲ୍ଲା କାଣ୍ଡୁକୁରୁରେ ରାଲି ଚାଲିଥିବା ବେଳେ ଏହି ଅଘଟଣ ଘଟିଛି। ସମସ୍ତ ଆହତଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଚନ୍ଦ୍ରବାବୁ ନାଇଡୁ ଡାକ୍ତରଖାନାରେ ପହଞ୍ଚି ଆହତଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝୁଛନ୍ତି। ଏହି ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି।
ସେପଟେ ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଓ ମୃତକଙ୍କ ପିଲାଙ୍କ ପାଠପଢ଼ା ଦାୟିତ୍ୱ ନେବାକୁ ଘୋଷଣା କରିଛନ୍ତି ଚନ୍ଦ୍ରବାବୁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଜାମା ମସଜିଦର ସର୍ଭେ ବେଳେ ହଙ୍ଗାମା, ପୁଲିସ ଉପରକୁ ପଥରମାଡ଼
ଭିଡ଼କୁ ହଟାଇବା ପାଇଁ ପୁଲିସ ଲୁହ ବୁହା ଗ୍ୟାସ୍ ପ୍ରୟୋଗ କରିବା ସହ ଲାଠି ଚାର୍ଜ ମଧ୍ୟ କରିଛି।
National
କିଏ ହେବ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ? ମୁମ୍ବାଇ ମୁହାଁ ମହାୟୁତି ବିଧାୟକ
ମହାରାଷ୍ଟ୍ରରେ ନିର୍ବାଚନ ଫଳାଫଳ ସାମ୍ନାକୁ ଆସିବା ପରେ ମହାୟୁତି ସମସ୍ତ ବିଜୟୀ ବିଧାୟକଙ୍କୁ ମୁମ୍ବାଇରେ ପହଞ୍ଚିବାକୁ ନିର୍ଦ୍ଦେଶ ଦେଇଛି।
National
ବିଜୟ ଉତ୍ସବ ବେଳେ ଲାଗିଲା ନିଆଁ, ଜଳିଗଲେ ସ୍ୱାଧୀନ ପ୍ରାର୍ଥୀଙ୍କ ସମେତ ମହିଳା
ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ରେଜଲ୍ଟ ଘୋଷଣା ପରେ ବିଜୟ ଉତ୍ସବ ପାଳନ କରିଛନ୍ତି ନବନିର୍ବାଚିତ ପ୍ରାର୍ଥୀ। ତେବେ ଏହି ବିଜୟ ଉତ୍ସବ ବେଳେ ଘଟିଛି ଭୟଙ୍କର ଅଗ୍ନିକାଣ୍ଡ।
Politics
ମହାରାଷ୍ଟ୍ରରେ ସୁଶାସନର ବିଜୟ ହୋଇଛି କହିଲେ ମୋଦି, କଂଗ୍ରେସକୁ କଲେ ଟାର୍ଗେଟ
ମହାରାଷ୍ଟ୍ରରେ ସୁଶାସନ ଓ ସାମାଜିକ ନ୍ୟାୟର ବିଜୟ ହୋଇଛି କହିଲେ ମୋଦି। ମିଛ, ବିଭାଜନକାରୀ ଶକ୍ତି ଓ ପରିବାରବାଦର ହାର୍ ହୋଇଛି କହି ବିରୋଧୀଙ୍କୁ କଲେ ସମାଲୋଚନା।
Politics
ଜେଏମଏମର ରାମଦାସଙ୍କ ଠାରୁ ହାରିଲେ ଚମ୍ପାଇ ସୋରେନଙ୍କ ପୁଅ
ବିଜେପି ତାଙ୍କୁ ପ୍ରଥମଥର ପାଇଁ ଘାଟଶିଳା ଆସନରୁ ପ୍ରାର୍ଥୀ କରିଥିଲା। ହେଲେ ତାଙ୍କୁ ଜେଏମଏମର ରାମଦାସ ସୋରେନଙ୍କ ଠାରୁ ହାରିବାକୁ ପଡ଼ିଛି।