ଚିତାଙ୍କ ସୁରକ୍ଷା ପାଇଁ ଟାସ୍କ ଫୋର୍ସ

ନୂଆଦିଲ୍ଲୀ : ଚିତାଙ୍କ ସୁରକ୍ଷା ପାଇଁ ଟାସ୍କ ଫୋର୍ସ ଗଠନ କରାଯାଇଛି। ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନ ଓ ଅନ୍ୟ ଉପଯୁକ୍ତ ନିର୍ଦ୍ଦିଷ୍ଟ ଅଞ୍ଚଳରେ ଚିତା  ପୁନର୍ବାସ ନୀରିକ୍ଷଣ କରିବା ପାଇଁ ଏକ ଟାସ୍କ ଫୋର୍ସ ଗଠନ କରାଯାଇଛି। ଏଥିପାଇଁ ଜାତୀୟ ବ୍ୟାଘ୍ର ସଂରକ୍ଷଣ ପ୍ରାଧିକରଣ (ଏନଟିସିଏ) ସମସ୍ତ ସହାୟତା ଯୋଗାଇ ଦିଆଯିବ । ଏହି ଟାସ୍କ ଫୋର୍ସର ଅବଧି ଦୁଇ ବର୍ଷ ରହିବ । ଟାସ୍କ ଫୋର୍ସ ଦ୍ୱାରା ନିର୍ଦ୍ଧାରିତ ସମୟରେ ନିୟମିତ ଚିତା ପୁନର୍ବାସ […]

chiat

chiat

Tapas Behera
  • Published: Saturday, 08 October 2022
  • Updated: 08 October 2022, 08:55 AM IST

Sports

Latest News

ନୂଆଦିଲ୍ଲୀ : ଚିତାଙ୍କ ସୁରକ୍ଷା ପାଇଁ ଟାସ୍କ ଫୋର୍ସ ଗଠନ କରାଯାଇଛି। ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନ ଓ ଅନ୍ୟ ଉପଯୁକ୍ତ ନିର୍ଦ୍ଦିଷ୍ଟ ଅଞ୍ଚଳରେ ଚିତା  ପୁନର୍ବାସ ନୀରିକ୍ଷଣ କରିବା ପାଇଁ ଏକ ଟାସ୍କ ଫୋର୍ସ ଗଠନ କରାଯାଇଛି। ଏଥିପାଇଁ ଜାତୀୟ ବ୍ୟାଘ୍ର ସଂରକ୍ଷଣ ପ୍ରାଧିକରଣ (ଏନଟିସିଏ) ସମସ୍ତ ସହାୟତା ଯୋଗାଇ ଦିଆଯିବ । ଏହି ଟାସ୍କ ଫୋର୍ସର ଅବଧି ଦୁଇ ବର୍ଷ ରହିବ । ଟାସ୍କ ଫୋର୍ସ ଦ୍ୱାରା ନିର୍ଦ୍ଧାରିତ ସମୟରେ ନିୟମିତ ଚିତା ପୁନର୍ବାସ ଅଞ୍ଚଳ ଗସ୍ତ କରିବା ପାଇଁ ଏକ ସବକମିଟି ଗଠନ କରା ଯାଇପାରିବ । ଚିତାଙ୍କ ମୂଳ ବାସସ୍ଥାନ ଓ ସେମାନଙ୍କ ଜୈବ ବିବିଧତା ସଂରକ୍ଷଣ ପାଇଁ ଚିତା ପୁନର୍ବାସନ ଏକ ପ୍ରୋଟୋଟାଇପ ତଥା ମଡେଲର ଅଂଶବିଶେଷ ।

ଏହା ଜୈବ ବିବିଧତାର ଅବକ୍ଷୟ ଓ ତ୍ୱରିତ କ୍ଷତି ରୋକିବାରେ ସାହାଯ୍ୟ କରିବ । ଏକ ପ୍ରମୁଖ ଶିକାରୀ ଜୀବର ପୁନର୍ବାସନ ଦ୍ୱାରା ଐତିହାସିକ ବିବର୍ତ୍ତନୀୟ ଭାରସାମ୍ୟ ପୁନଃ ସ୍ଥାପିତ ହୋଇ ପରିବେଶ ପ୍ରଣାଳୀର ବିଭିନ୍ନ ସ୍ତରରେ ବ୍ୟାପକ ପ୍ରଭାବ ପକାଇବ । ଚିତାକୁ ଫେରାଇ ଆଣିବା ଦ୍ୱାରା ସେମାନଙ୍କ ସଂରକ୍ଷଣ ଉଦ୍ୟମ ବେଶ ପ୍ରଭାବିତ ହେବ । ଚିତା ପୁନର୍ବାସନ ଦ୍ୱାରା ବନ୍ୟ ପରିବେଶ ପ୍ରଣାଳୀକୁ ବଞ୍ଚାଯାଇ ପାରିବ।  କୁନୋ ଜାତୀୟ ଉଦ୍ୟାନରେ ଚିତାଙ୍କ ଶିକାର ଦକ୍ଷତା ଓ ଉପଯୋଜନ ସ୍ଥିତି ନୀରିକ୍ଷଣ କରିବ। ଚିତାଙ୍କୁ ଏକାନ୍ତବାସରୁ ସଫ୍ଟ ରିଲିଜ ଖୁଆଡ ଏବଂ ପରେ ଚାରଣ ଭୂମି ଓ ଖୋଲା ଜଙ୍ଗଲକୁ ଛାଡିବା ନୀରିକ୍ଷଣ କରାଯିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story