ଗୁଜରାଟରେ ଆପ କ୍ଷମତାକୁ ଆସିଲେ ୧୦ଲକ୍ଷ ଚାକିରି ଦିଆଯିବ: କେଜ୍ରିୱାଲ

ନୂଆଦିଲ୍ଲୀ: ଯଦି ଗୁଜରାଟରେ ଆପର ସରକାର ଗଠନ ହୁଏ ତେବେ ୧୦ଲକ୍ଷ ସରକାରୀ ଚାକିରି ଦିଆଯିବ। ଆମେ କ୍ଷମତାକୁ ଆସିଲେ ଗୁଜରାଟର ପ୍ରତ୍ୟେକ ଯୁବପିଢ଼ିଙ୍କୁ ନିଯୁକ୍ତି ଦିଆଯିବ। ଚାକିରି ନହେବା ପର୍ଯ୍ୟନ୍ତ ପ୍ରତ୍ୟେକ ପ୍ରତି ମାସରେ ୩ହଜାର ବେରୋଜଗାର ଭତ୍ତା ଦିଆଯିବ। ଗୁଜରାଟ ଗସ୍ତରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆପ ଆବାହକ ଅରବିନ୍ଦ କେଜ୍ରିୱାଲ ଏହା କହିଛନ୍ତି। ସେ ଆହୁରି କହିଛନ୍ତି ଯେ, ବର୍ତ୍ତମାନ ପର୍ଯ୍ୟନ୍ତ ଲୋକମାନେ ବାଧ୍ୟ ହୋଇ ବିଜେପିକୁ ଭୋଟ୍ ଦେଉଥିଲେ। କାରଣ […]

kejriwal

kejriwal

Tapas Behera
  • Published: Sunday, 25 September 2022
  • Updated: 25 September 2022, 06:25 PM IST

Sports

Latest News

ନୂଆଦିଲ୍ଲୀ: ଯଦି ଗୁଜରାଟରେ ଆପର ସରକାର ଗଠନ ହୁଏ ତେବେ ୧୦ଲକ୍ଷ ସରକାରୀ ଚାକିରି ଦିଆଯିବ। ଆମେ କ୍ଷମତାକୁ ଆସିଲେ ଗୁଜରାଟର ପ୍ରତ୍ୟେକ ଯୁବପିଢ଼ିଙ୍କୁ ନିଯୁକ୍ତି ଦିଆଯିବ। ଚାକିରି ନହେବା ପର୍ଯ୍ୟନ୍ତ ପ୍ରତ୍ୟେକ ପ୍ରତି ମାସରେ ୩ହଜାର ବେରୋଜଗାର ଭତ୍ତା ଦିଆଯିବ। ଗୁଜରାଟ ଗସ୍ତରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆପ ଆବାହକ ଅରବିନ୍ଦ କେଜ୍ରିୱାଲ ଏହା କହିଛନ୍ତି। ସେ ଆହୁରି କହିଛନ୍ତି ଯେ, ବର୍ତ୍ତମାନ ପର୍ଯ୍ୟନ୍ତ ଲୋକମାନେ ବାଧ୍ୟ ହୋଇ ବିଜେପିକୁ ଭୋଟ୍ ଦେଉଥିଲେ। କାରଣ ସେମାନଙ୍କ ପାଖରେ ଦୁର୍ନୀତି ପାଇଁ ବଦନାମ ହୋଇଥିବା କଂଗ୍ରେସ ହିଁ ଏକମାତ୍ର ବିକଳ୍ପ ଥିଲା। କିନ୍ତୁ ବର୍ତ୍ତମାନ ଜନସାଧାରଣଙ୍କ ପାଖରେ ଆପ୍ ବିକଳ୍ପ ଅଛି। ଯୁବପିଢ଼ିଙ୍କୁ ରୋଜଗାର ପ୍ରତିଶ୍ରୁତି ଦେଇ କେଜ୍ରିୱାଲ କହିଛନ୍ତି ଯେ, ଯଦି ଗୁଜରାଟରେ ଆପର ସରକାର ଗଠନ ହୁଏ ତେବେ ୧୦ଲକ୍ଷ ସରକାରୀ ଚାକିରି ଦିଆଯିବ।

ସେ ଆହୁରି ମଜାଳିଆ ଢଙ୍ଗରେ କହିଛନ୍ତି ଯେ, ଆଜିକାଲି ଗୁଜରାଟର ହ୍ୱାଟସଆପ ଆପ୍ ଗ୍ରୁପରେ ଗୋଟିଏ କଥାକୁ ନେଇ ଚର୍ଚ୍ଚା ହେଉଛି । ଯଦି ଆପଣ କଂଗ୍ରେସକୁ ଭୋଟ୍ ଦିଅନ୍ତି ତେବେ ସୋନିଆ ଗାନ୍ଧୀଙ୍କ ପୁଅ ଅଗ୍ରଗତି କରିବେ। ଯଦି ଆପଣ ବିଜେପିକୁ ଭୋଟ୍ ଦିଅନ୍ତି, ତେବେ ଅମିତ ଶାହାଙ୍କର ପୁଅ ଅଗ୍ରଗତି କରିବେ ଏବଂ ଯଦି ଆପଣ ଆମ୍ ଆଦମୀ ପାର୍ଟିକୁ ଭୋଟ୍ ଦିଅନ୍ତି, ତେବେ ଗୁଜରାଟର ପ୍ରତ୍ୟେକ ପିଲା ଅଗ୍ରଗତି କରିବେ। ଆମେ କ୍ଷମତାକୁ ଆସିଲେ ଗୁଜରାଟର ପ୍ରତ୍ୟେକ ଯୁବପିଢ଼ିଙ୍କୁ ନିଯୁକ୍ତି ଦିଆଯିବ ବୋଲି ସେ କହିଛନ୍ତି। ସେ ଆହୁରି କହିଥିଲେ ଯେ, କିଛି ଦିନ ତଳେ ମୁଁ ଗୁଜରାଟ ଆସିଥିଲି। ବିମାନବନ୍ଦରରେ କିଛି ଯୁବକ ମୋଦି-ମୋଦି ନାରାବାଜି ପକାଇଥିଲେ। ମୁଁ ସେମାନଙ୍କୁ ସ୍ଲୋଗାନ ବଦଳାଇବାକୁ କହିବନି। କିନ୍ତୁ କ୍ଷମତାକୁ ଆସିଲେ ମୁଁ ସେମାନଙ୍କୁ ଚାକିରି ନିଶ୍ଚିତ ଦେବି ବୋଲି କେଜ୍ରିୱାଲ କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story