ନୂପୁର ଶର୍ମାଙ୍କୁ ସୁପ୍ରିମକୋର୍ଟଙ୍କ ଆଶ୍ୱସ୍ତି, ଦିଲ୍ଲୀ ସ୍ଥାନାନ୍ତର ହେବ ସବୁ ମାମଲା

ନୂଆଦିଲ୍ଲୀ: ପ୍ରଫେଟ ମହମ୍ମଦଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇ ବିବାଦୀୟ ହୋଇଥିବା ନୂପୁର ଶର୍ମାଙ୍କୁ ସୁପ୍ରିମକୋର୍ଟଙ୍କ ଆଶ୍ୱସ୍ତି। ନୂପୁର ଶର୍ମାଙ୍କ ବିରୋଧରେ ଦେଶବ୍ୟାପି ବିଭିନ୍ନ ସ୍ଥାନରେ ହୋଇଥିବା ଏକାଧିକ ମାମଲା ରାଜଧାନୀ ଦିଲ୍ଲୀକୁ ସ୍ଥାନାନ୍ତର ହେବ। ଆଜି ଏନେଇ ଶୁଣାଣି କରିଛନ୍ତି ସୁପ୍ରିମକୋର୍ଟ। ଦେଶର ବିଭିନ୍ନ ସ୍ଥାନରେ ତାଙ୍କ ନାମରେ ହୋଇଥିବା ୧୦ଟି ମାମଲାକୁ ଦିଲ୍ଲୀ ସ୍ଥାନାନ୍ତର ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।  ପୂର୍ବରୁ ତାଙ୍କ ଉପରେ ଦାୟର ହୋଇଥିବା ସମସ୍ତ ମାମଲାକୁ ଦିଲ୍ଲୀ ସ୍ଥାନାନ୍ତର କରିବାକୁ ନୂପୂର […]

Nupur Sharma

Nupur Sharma

Tapas Behera
  • Published: Wednesday, 10 August 2022
  • Updated: 10 August 2022, 05:21 PM IST

Sports

Latest News

ନୂଆଦିଲ୍ଲୀ: ପ୍ରଫେଟ ମହମ୍ମଦଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇ ବିବାଦୀୟ ହୋଇଥିବା ନୂପୁର ଶର୍ମାଙ୍କୁ ସୁପ୍ରିମକୋର୍ଟଙ୍କ ଆଶ୍ୱସ୍ତି। ନୂପୁର ଶର୍ମାଙ୍କ ବିରୋଧରେ ଦେଶବ୍ୟାପି ବିଭିନ୍ନ ସ୍ଥାନରେ ହୋଇଥିବା ଏକାଧିକ ମାମଲା ରାଜଧାନୀ ଦିଲ୍ଲୀକୁ ସ୍ଥାନାନ୍ତର ହେବ। ଆଜି ଏନେଇ ଶୁଣାଣି କରିଛନ୍ତି ସୁପ୍ରିମକୋର୍ଟ। ଦେଶର ବିଭିନ୍ନ ସ୍ଥାନରେ ତାଙ୍କ ନାମରେ ହୋଇଥିବା ୧୦ଟି ମାମଲାକୁ ଦିଲ୍ଲୀ ସ୍ଥାନାନ୍ତର ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।  ପୂର୍ବରୁ ତାଙ୍କ ଉପରେ ଦାୟର ହୋଇଥିବା ସମସ୍ତ ମାମଲାକୁ ଦିଲ୍ଲୀ ସ୍ଥାନାନ୍ତର କରିବାକୁ ନୂପୂର ଅନୁରୋଧ କରିଥିଲେ । ତେବେ ନୂପୁରଙ୍କ ଏହି ଆବେଦନକୁ ବେଙ୍ଗଲ ସରକାର ବିରୋଧ କରିଥିଲେ। ପୂର୍ବରୁ ନୂପୁର ଶର୍ମାଙ୍କ ନାଁରେ ରୁଜୁ ହୋଇଥିବା ଏକାଧିକ ଏଫଆଇଆରକୁ ଏକାଠି କରିବା ପାଇଁ ସେ କରିଥିବା ଆବେଦନର ଜବାବ ରଖିବାକୁ ସୁପ୍ରିମକୋର୍ଟ ରାଜ୍ୟଗୁଡ଼ିକୁ କହିଥିଲେ। ରାଜ୍ୟଗୁଡ଼ିକ ଜବାବ ଦେବା ପରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ । ମାମଲାର ଶୁଣାଣି ନ ହେବା ଯାଏ ନୂପୁର ଶର୍ମା ଗିରଫ ହୋଇପାରିବେ ନାହିଁ ବୋଲି ସୁପ୍ରିମକୋର୍ଟ କହିଥିଲେ । ଏଗୁଡ଼ିକ ଏକାଠି କରି ଦିଲ୍ଲୀକୁ ସ୍ଥାନାନ୍ତର କରିବାକୁ ସେ ଆବେଦନ ହୋଇଥିଲା।

ସୂଚନାଯୋଗ୍ୟ ଗତ ମେ ମାସରେ ଏକ ଟିଭି ବିତର୍କରେ ଯୋଗ ଦେଦେଇ ନୂପୁର କେତେକ ବିବାଦୀୟ ଇସଲାମ ବିରୋଧୀ ମନ୍ତବ୍ୟ ଦେଇଥିଲେ । ଏହାକୁ ନେଇ ମୁସଲିମ ଜଗତରେ ତୀବ୍ର ବିରୋଧ ହେବା ପରେ ବିଜେପି ପକ୍ଷରୁ ନୂପୁର ଓ ଦିଲ୍ଲୀ ୟୁନିଟ ମିଡିଆ ସେଲ ମୁଖ୍ୟ ନବୀନ ଜିନ୍ଦଲଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲା । ନୂପୁରଙ୍କୁ ନିଲମ୍ବିତ କରାଯିବା ସହ ନବୀନଙ୍କୁ ବହିଷ୍କାର କରାଯାଇଥିଲା । ଏହା ସତ୍ତ୍ୱେ ବିଶ୍ୱର ମୁସଲିମ ଦେଶମାନେ ଏହାକୁ ନିନ୍ଦା କରିଥିଲେ ଓ ଏହାକୁ ନେଇ ଭାରତ ସରକାରଙ୍କ ନିକଟରେ ପ୍ରତିବାଦ କରିଥିଲେ । ଏହା ପରେ ଭାରତରେ ମୁସଲିମମାନେ ବି ଆନ୍ଦୋଳନ କରିଥିଲେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story