ଆଉ ଜଣେ କେନ୍ଦ୍ର ମନ୍ତ୍ରୀଙ୍କୁ କରୋନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କେନ୍ଦ୍ର ଆୟୂଷ ମନ୍ତ୍ରୀ ଶ୍ରୀପଦ ନାଏକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ମନ୍ତ୍ରୀ ଶ୍ରୀ ନାଏକ ଦେଇଥିବା ସୂଚନା ଅନୁଯାୟୀ ଗତକାଲି ତାଙ୍କର କୋଭିଡ୍-୧୯ ପରୀକ୍ଷା କରାଯାଇଥିଲା। ତାଙ୍କର ରିପୋର୍ଟ ପଜିଟିଭ୍ ଆସିଥିଲା। ତେବେ ତାଙ୍କ ଠାରେ କୌଣସି ଲକ୍ଷଣ ଦେଖାଯାଉ ନଥିଲା। ତାଙ୍କ ଶରୀରର ସମସ୍ତ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ ସ୍ୱାଭାବିକ ଭାବେ କାର୍ଯ୍ୟ କରୁଛି। ତେଣୁ ସେ ହୋମ୍ ଆଇସୋଲେସନ୍‌ରେ ଅଛନ୍ତି। ଏହା ସହିତ […]

COrona-5-2

COrona-5-2

Jitendra Garnayak
  • Published: Thursday, 13 August 2020
  • Updated: 13 August 2020, 07:43 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କେନ୍ଦ୍ର ଆୟୂଷ ମନ୍ତ୍ରୀ ଶ୍ରୀପଦ ନାଏକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି।

ମନ୍ତ୍ରୀ ଶ୍ରୀ ନାଏକ ଦେଇଥିବା ସୂଚନା ଅନୁଯାୟୀ ଗତକାଲି ତାଙ୍କର କୋଭିଡ୍-୧୯ ପରୀକ୍ଷା କରାଯାଇଥିଲା। ତାଙ୍କର ରିପୋର୍ଟ ପଜିଟିଭ୍ ଆସିଥିଲା। ତେବେ ତାଙ୍କ ଠାରେ କୌଣସି ଲକ୍ଷଣ ଦେଖାଯାଉ ନଥିଲା। ତାଙ୍କ ଶରୀରର ସମସ୍ତ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ ସ୍ୱାଭାବିକ ଭାବେ କାର୍ଯ୍ୟ କରୁଛି। ତେଣୁ ସେ ହୋମ୍ ଆଇସୋଲେସନ୍‌ରେ ଅଛନ୍ତି।

ଏହା ସହିତ ଗତ କିଛି ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ଲୋକଙ୍କୁ କୋଭିଡ୍-୧୯ ପରୀକ୍ଷା କରାଇ ନେବାକୁ ଓ ଆବଶ୍ୟକ ସର୍ତ୍ତକମୂଳକ ପଦକ୍ଷେପ ନେବାକୁ  ମନ୍ତ୍ରୀ ଶ୍ରୀ ନାଏକ ପରାମର୍ଶ ଦେଇଛନ୍ତି।

ଏହା ପୂର୍ବରୁ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କ ସହିତ ଧର୍ମେନ୍ଦ୍ର ପ୍ରଧାନ, ଅର୍ଜୁନ ମେଘୱାଲ ଓ କୈଳାସ ଚୌଧୁରୀ କରୋନାରେ ଆକ୍ରାନ୍ତ ହୋଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story