ଗୌହାଟି : ଆଗନ୍ତୁକଙ୍କ ପାଇଁ ଆସାମ ସରକାର କୋଭିଡ୍ ଗାଇଡ୍ଲାଇନ ନେଇ ନୂଆ ଘୋଷଣା କରିଛନ୍ତି । ୧୦ ବର୍ଷରୁ କମ୍ ବୟସ ପିଲା ସହ ଦୁଇଟି ଡୋଜ୍ ନେଇଥିବା ଅଭିଭାବକ ଆସାମକୁ ପ୍ରବେଶ କରିପାରିବେ। ସେମାନଙ୍କର ଆଉ କୋଭିଡ୍ ରିପୋର୍ଟ ଆବଶଶ୍ୟକ ପଡ଼ିବନି। ପୂର୍ବରୁ ରାଜ୍ୟକୁ ଆସୁଥିବା ଲୋକେ ଟିକାକରଣ ହୋଇଥିଲେ ସେମାନଙ୍କ ପାଇଁ ଟେଷ୍ଟିଂ ବାଧ୍ୟତାମୂଳକ ନଥଲା। ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗର ମୁଖ୍ୟ ସଚିବ ଅନୁରାଗ ଗୋଏଲ ସୂଚନା ଦେଇଛନ୍ତ କହିଛନ୍ତି ଯେ,ଆସାମକୁ ଆସୁଥିବା ଲୋକେ ଦୁଇଟି ଟିକା ନେଇଥିଲେ ସେମାନଙ୍କୁ ଆଉ ଟେଷ୍ଟ କରିବାକୁ ପଡ଼ିବିନ। ବିମାନ ବନ୍ଦର, ରେଳ ଷ୍ଟେସନ, ରାସ୍ତା ସୀମା ପଏଣ୍ଟରେ ରାଜ୍ୟକୁ ପ୍ରବେଶ କରୁଥିବା ଲୋକଙ୍କ ପାଇଁ ଏହି ନିର୍ଦ୍ଦେଶ ପ୍ରଯୁଜ୍ୟ ବୋଲି ବିଜ୍ଞପ୍ତିରେ କୁହାଯାଇଛି । ସୂଚନା ଅନୁଯାୟୀ ଆସାମରେ କୋଭିଡ୍ ମାମଲା ହ୍ରାସ ପାଇବାରେ ଲାଗିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଇଟାଲୀ ପିଏ ମେଲୋନିଙ୍କ ସହ ଭାଇରାଲ ମେମ୍ସ: ଏମିତି କହିଲେ ମୋଦି
ରେଳ ଷ୍ଟେସନରେ ଚା’ ବିକିବା ବେଳେ ମୋଦି କେମିତି ହିନ୍ଦୀ ଶିଖିଥିଲେ, ସେକଥା ମଧ୍ୟ କହିଛନ୍ତି।
National
ମୋଦିଙ୍କ ପୋଡକାଷ୍ଟ ଡେବ୍ୟୁ: କହିଲେ- ମୁଁ ମଣିଷ, ଭଗବାନ ନୁହେଁ
୨ ଘଣ୍ଟାର ପୋଡକାଷ୍ଟରେ ପ୍ରଧାନମନ୍ତ୍ରୀ ନିଜର ପିଲା ବେଳ ଠାରୁ ଆରମ୍ଭ କରି ସଂଘର୍ଷ ଓ ସରକାର ଚଳାଇବାର କୌଶଳ ସମ୍ପର୍କରେ ମତ ରଖିଛନ୍ତି।
National
ସର୍ଜରୀ ପାଇଁ ଏମ୍ସରେ ଭର୍ତ୍ତି ହେଲା ଜେଲରେ ଥିବା ଛୋଟା ରାଜନ
ଏକଦା ଦାଉଦ ଇବ୍ରାହିମର ସହଯୋଗୀ ଭାବେ କାମ କରୁଥିବା ରାଜନକୁ ୨୦୨୪ରେ ହୋଟେଲ ମାଲିକ ଜୟା ସେଟ୍ଟୀଙ୍କ ହତ୍ୟା ଘଟଣାରେ ଆଜୀବନ ଜେଲଦଣ୍ତ ମିଳିଥିଲା।
National
‘ଅବିଭକ୍ତ ଭାରତ’ କାର୍ଯ୍ୟକ୍ରମ ପାଇଁ ପାକିସ୍ତାନ ଓ ବାଂଲାଦେଶକୁ ନିମନ୍ତ୍ରଣ
୧୮୭୫ ମସିହା ଜାନୁଆରୀ ୧୫ରେ ଭାରତୀୟ ପାଣିପାଗ ବିଭାଗ ସ୍ଥାପନ ହୋଇଥିଲା। ତେବେ ଏହାର ବହୁ ପୂର୍ବରୁ ପାଣିପାଗ ସମ୍ପର୍କରେ ତଥ୍ୟ ପାଇଁ ବିଭିନ୍ନ ମେସିନ ସ୍ଥାପନ କରାଯାଇଥିଲା।
Politics
ଶରଦ ପାୱାରଙ୍କ ମୁହଁରେ ଆରଏସଏସର ପ୍ରଶଂସା
ଆରଏସଏସ ପ୍ରତି ଏହାର ସଦସ୍ୟଙ୍କ ରହିଥିବା ଉତ୍ସର୍ଗୀକୃତ ମନୋଭାବକୁ ସେ ସମସ୍ତଙ୍କ ପାଇଁ ଉଦାହରଣ ବୋଲି କହିଛନ୍ତି।