ଆଜି ଗୁଜରାଟ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଭୂପେନ୍ଦ୍ର ପଟେଲ

ଅହମ୍ମଦାବାଦ: ଗୁଜରାଟ ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେବେ ଭୂପେନ୍ଦ୍ର ପଟେଲ୍। ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ସମେତ ଦଳର ବହୁ ବରିଷ୍ଠ ନେତାମାନେ ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି। ଏଥିପାଇଁ ରବିବାର ରାତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅହମ୍ମଦାବାଦରେ ପହଞ୍ଚିଛନ୍ତି। ତାଙ୍କୁ ଏଠାରେ ଭବ୍ୟ ସ୍ୱାଗତ କରାଯାଇଥିଲା। ପ୍ରଧାନମନ୍ତ୍ରୀଙ୍କୁ ଦେଖିବା ପାଇଁ ରାସ୍ତାର ଉଭୟ ପାର୍ଶ୍ୱରେ ଏକ ଲମ୍ବା ଲାଇନ ଲାଗିଥିଲା। ପ୍ରଧାନମନ୍ତ୍ରୀ ହାତ ମିଳାଇ ଲୋକଙ୍କୁ ଅଭିବାଦନ […]

bhupendra-patel

bhupendra-patel

Madhupriya Mistry
  • Published: Monday, 12 December 2022
  • Updated: 12 December 2022, 09:49 AM IST

Sports

Latest News

ଅହମ୍ମଦାବାଦ: ଗୁଜରାଟ ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେବେ ଭୂପେନ୍ଦ୍ର ପଟେଲ୍। ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ସମେତ ଦଳର ବହୁ ବରିଷ୍ଠ ନେତାମାନେ ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି।

ଏଥିପାଇଁ ରବିବାର ରାତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅହମ୍ମଦାବାଦରେ ପହଞ୍ଚିଛନ୍ତି। ତାଙ୍କୁ ଏଠାରେ ଭବ୍ୟ ସ୍ୱାଗତ କରାଯାଇଥିଲା। ପ୍ରଧାନମନ୍ତ୍ରୀଙ୍କୁ ଦେଖିବା ପାଇଁ ରାସ୍ତାର ଉଭୟ ପାର୍ଶ୍ୱରେ ଏକ ଲମ୍ବା ଲାଇନ ଲାଗିଥିଲା। ପ୍ରଧାନମନ୍ତ୍ରୀ ହାତ ମିଳାଇ ଲୋକଙ୍କୁ ଅଭିବାଦନ ଜଣାଇଛନ୍ତି।

ଶନିବାର ଏନେଇ ବିଜେପି ବିଧାୟକ ଦଳ ବୈଠକ ବସିଥିଲା। ବୈଠକରେ ଭୁପେନ୍ଦ୍ରଙ୍କ ନାଁ ଚୂଡାନ୍ତ ହୋଇଥିଲା। ଗୁଜରାଟର ୧୮ତମ ମୁଖ୍ୟମନ୍ତ୍ରୀ ଭାବେ ଭୁପେନ୍ଦ୍ର ପଟେଲଙ୍କୁ ରାଜ୍ୟପାଳ ଆଚାର୍ଯ୍ୟା ଦେବବ୍ରତ ଶପଥ ପାଠ କରାଇବେ। ଗାନ୍ଧୀନଗର ସ୍ଥିତ ସଚିବାଳୟ ନିକଟ ହେଲିପ୍ୟାଡ୍ ଗ୍ରାଉଣ୍ଡରେ ଅପରାହ୍ନ ୨ଟାରେ ହେବ ଶପଥ ପାଠ ଉତ୍ସବ।

ଚଳିତ ବର୍ଷ ଗୁଜରାଟ ନିର୍ବାଚନରେ ବିଜେପି ରେକର୍ଡ କରିଛି। କଂଗ୍ରେସକୁ ହରାଇ ମହାବିଜୟୀ ହୋଇଥିଲା ଦଳ। ଗୁଜୁରାଟର ୧୮୨ ବିଧାନସଭା ଆସନରୁ ବିଜେପି ଚଳିତ ଥର ୧୫୬ଟି ଆସନ ଜିତିଛି। ୨୦୧୭ ତୁଳନାରେ ଏହା ୫୮ଟି ସିଟ ଅଧିକ ଜିତିଛି। ବିଜେପିର ଏହି ମହାବିଜୟ ପରେ ପୁଣି ଥରେ ଗୁଜରାଟରେ ଭୁପେନ୍ଦ୍ରଙ୍କ ନେତୃତ୍ୱ ଉପରେ ବିଜେପି ଭରସା ରଖିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story