ଘାଟିରେ ବିସ୍ଫୋରଣ, ଜଣେ ମୃତ, ୧୧ ଆହତ

ଶ୍ରୀନଗର: ଜମ୍ମୁ-କଶ୍ମୀର ଉଧମପୁର ସଲାଥିଆ ଛକରେ ଏକ ବଡ ଧରଣରେ ବିସ୍ଫୋରଣ ଘଟିଛି । ମିଳିଥିବା ସୂଚନା ମୁତାବକ, ଏଯାଏଁ ଏଥିରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୧ ଜଣ ଆହତ ହୋଇଛନ୍ତି। ସେପଟେ ବିସ୍ଫୋରଣ ପରେ ଘାଟି ଅଞ୍ଚଳର ସ୍ଥାନୀୟ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି। ଖବର ପାଇ ପୁଲିସ ଓ ବମ୍ ଡିସପୋଜାଲ୍ ସ୍କ୍ୱାଡ ଏବଂ FSL ଟିମ୍ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ପୂରା ମାମଲାର ଯାଞ୍ଚ ଚାଲିଛି।  ଏହା କେଉଁ ପ୍ରକାର ବିସ୍ଫୋରଣ? […]

blast in udhampur

blast in udhampur

Madhupriya Mistry
  • Published: Wednesday, 09 March 2022
  • Updated: 09 March 2022, 02:35 PM IST

Sports

Latest News

ଶ୍ରୀନଗର: ଜମ୍ମୁ-କଶ୍ମୀର ଉଧମପୁର ସଲାଥିଆ ଛକରେ ଏକ ବଡ ଧରଣରେ ବିସ୍ଫୋରଣ ଘଟିଛି । ମିଳିଥିବା ସୂଚନା ମୁତାବକ, ଏଯାଏଁ ଏଥିରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୧ ଜଣ ଆହତ ହୋଇଛନ୍ତି। ସେପଟେ ବିସ୍ଫୋରଣ ପରେ ଘାଟି ଅଞ୍ଚଳର ସ୍ଥାନୀୟ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି।

ଖବର ପାଇ ପୁଲିସ ଓ ବମ୍ ଡିସପୋଜାଲ୍ ସ୍କ୍ୱାଡ ଏବଂ FSL ଟିମ୍ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ପୂରା ମାମଲାର ଯାଞ୍ଚ ଚାଲିଛି।  ଏହା କେଉଁ ପ୍ରକାର ବିସ୍ଫୋରଣ? ସେପଟେ ଆତଙ୍କବାଦୀ ଦୃଷ୍ଟିକୋଣରୁ ମଧ୍ୟ ଏହି ବିସ୍ଫୋରଣର ତଦନ୍ତ କରାଯାଉଛି। ଏହା ଆତଙ୍କବାଦୀ ଆକ୍ରମଣ ହୋଇଥାଇପାରେ ବୋଲି ପୁଲିସ ସନ୍ଦେହ କରୁଛି।

ପ୍ରାଥମିକ ତଦନ୍ତରୁ ଜଣାପଡିଛି ଯେ, ପରିବା ବିକାଳି ଏକ ଷ୍ଟଲ୍‌ରେ ଏହି ବିସ୍ଫୋରଣ ହୋଇଛି। ସେପଟେ କିନ୍ତୁ ମନ୍ତ୍ରୀ ଡକ୍ଟର ଜିତେନ୍ଦ୍ର ସିଂହ ଏକ ବାର୍ତ୍ତାରେ କହିଛନ୍ତି ଯେ ଉଧମପୁରର ତହସିଲଦାର କାର୍ଯ୍ୟାଳୟ ନିକଟ ହୋଇଥିବା ବିସ୍ଫୋରଣରେ ୧୩ ଜଣ ଆହତ ହୋଇଛନ୍ତି। ସେ ଏହି ପ୍ରସଙ୍ଗରେ ଡିସି ଇନ୍ଦୁ ଚିବଙ୍କ ସହ ଯୋଗାଯୋଗରେ ଅଛନ୍ତି। ଘଟଣାର ତଦନ୍ତ ପାଇଁ ପୁଲିସ ଓ ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି। ଏହା ବ୍ୟତୀତ ସମସ୍ତ ଆହତଙ୍କୁ ଆବଶ୍ୟକ ଚିକିତ୍ସା ସୁବିଧା ଯୋଗାଇବାକୁ କୁହାଯାଇଛି। ବିସ୍ଫୋରଣର ପ୍ରକୃତ କାରଣ ନେଇ ତଦନ୍ତ ଜାରି ରହିଛି।

ନିକଟରେ ଜମ୍ମୁ କଶ୍ମୀରର ରାଜଧାନୀ ଶ୍ରୀନଗରର ଲାଲ ଚୌକରେ ଆତଙ୍କବାଦୀ ଆକ୍ରମଣ ହୋଇଥିଲା। ରବିବାର ଦିନ ଶ୍ରୀନଗରର ଲାଲ ଚୌକ୍ ଅମିରା କାଦଲ ଅଞ୍ଚଳରେ ଗ୍ରେନେଡ ଆକ୍ରମଣ ହୋଇଥିଲା। ଏହି ଆକ୍ରମଣରେ ୧୦ଜଣ ଆହତ ହୋଇଥିଲେ। ଆହତମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନା ନିଆଯାଇଥିଲା ଯେଉଁଠାରେ ସେମାନେ ଚିକିତ୍ସିତ ହେଉଛନ୍ତି। ଆହତଙ୍କ ଅବସ୍ଥା ସ୍ଥିର ଥିବା କୁହାଯାଉଛି।

https://twitter.com/ANI/status/1501467769396957187?s=20&t=d_toBH-5Z66TLSgV6FK0xQ

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story