ଅହମ୍ମଦାବାଦ: ଗୁଜରାଟରେ ଅଘଟଣ। ମାରୋବିମାରେ ଝୁଲା ପୋଲ ଭୁଶୁଡ଼ିବା ପରେ ବହୁ ଳୋକେ ଲୋକେ ଆହତ ହୋଇଛନ୍ତି। ଏଥିସହ ପାଣିରେ ବହୁ ଲୋକ ଫସି ରହିଥିବା ସୂଚନା ମିଳିଛି। ଝୁଲାପୋଲ ଭୁଶୁଡ଼ିବା ବେଳେ ବ୍ରିଜ୍ ଉପରେ ପ୍ରାୟ ୫୦୦ ଲୋକେ ଥିଲେ। ପ୍ରଶାସନ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ମରାମତି ପରେ ଝୁଲାପୋଲଟି ୪ ଦିନ ପୂର୍ବେ ସର୍ବସାଧାରଣ ପାଇଁ ଖୋଲାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Sports
ଚେସ୍ ଜଗତରେ ଇତିହାସ; ସର୍ବକନିଷ୍ଠ ବିଶ୍ୱ ଚାମ୍ପିୟନ ହେଲେ ଡି ଗୁକେଶ
ବିଶ୍ୱନାଥନ ଆନନ୍ଦଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ ଚେସରେ ବିଶ୍ୱ ଚାମ୍ପିୟନ ହୋଇଛନ୍ତି ଡି ଗୁକେଶ। ୧୮ ବର୍ଷ ବୟସରେ ବିଶ୍ୱ ଚେସ୍ ଚାମ୍ପିୟନସିପ୍ ଟାଇଟଲ ହାସଲ କରିବାରେ ସେ ହେଉଛନ୍ତି ସର୍ବକନିଷ୍ଠ।
National
ଧାର୍ମିକ ପୂଜାସ୍ଥଳୀରେ ସର୍ଭେ ଉପରେ ରୋକ ଲଗାଇଲେ ସୁପ୍ରମକୋର୍ଟ
ପୂଜାସ୍ଥଳୀ ଆଇନ ୧୯୯୧ ପ୍ରସଙ୍ଗରେ ମତାମତ ରଖିବାକୁ କେନ୍ଦ୍ର ସରକାରଙ୍କୁ ଚାରି ସପ୍ତାହ ସମୟ ଦେଲେ ସୁପ୍ରିମକୋର୍ଟ।
National
'ଗୋଟିଏ ଦେଶ, ଗୋଟିଏ ନିର୍ବାଚନ' ବିଲକୁ କ୍ୟାବିନେଟ ମଞ୍ଜୁରୀ
ଏହି ବିଲ୍ ସଂସଦରେ ଚଳିତ ଶୀତକାଳୀନ ଅଧିବେଶନରେ ଉପସ୍ଥାପିତ ହୋଇପାରେ। ସଂସଦରେ ପାରିତ ହେଲେ ୨୦୨୯ରେ ସାରା ଦେଶରେ ଏକା ସାଙ୍ଗରେ ହେବ ବିଧାନସଭା ଓ ଲୋକସଭା ନିର୍ବାଚନ।
Politics
'ମହିଳାଙ୍କୁ ପ୍ରତି ମାସରେ ମିଳିବ ୨୧୦୦ ଟଙ୍କା'
ମହିଳା ସମ୍ମାନ ଯୋଜନା କାର୍ଯ୍ୟକାରୀ ନେଇ ଘୋଷଣା କଲେ ଆପ୍ ମୁଖ୍ୟ ଅରବିନ୍ଦ କେଜ୍ରିୱାଲ। ଏହି ଯୋଜନାରେ ୧୮ ବର୍ଷରୁ ଊର୍ଦ୍ଧ୍ୱ ବୟସର ମହିଳାଙ୍କୁ ପ୍ରତି ମାସରେ ୧୦୦୦ ଟଙ୍କା ଲେଖାଏଁ ଦେବାକୁ ପୂର୍ବରୁ ଘୋଷଣା କରାଯାଇଥିଲା।
National
ଛତିଶଗଡ଼ରେ ବଡ଼ ଏନ୍କାଉଣ୍ଟର, ୭ ନକ୍ସଲ ସଫା
ଆଜି ସକାଳୁ ଜିଲ୍ଲାର ଦକ୍ଷିଣ ଅବୁଝମାଡ଼ ଜଙ୍ଗଲରେ ପୁଲିସ ଓ ନକ୍ସଲ ମୁହାଁମୁହିଁ ହୋଇଥିଲେ।