ଅହମ୍ମଦାବାଦ: ଗୁଜରାଟରେ ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍ ପାଇଁ ଆଜି ସରୁଛି ପ୍ରଚାର। ଶେଷ ଦିନରେ ୩ ପ୍ରମୁଖ ଦଳ କ୍ୟାମ୍ପେନିଂକୁ ଆହୁରି ଜୋରଦାର କରିବେ। ଏଥିପାଇଁ ସକାଳୁ ହିଁ ଆରମ୍ଭ ହୋଇଗଲାଣି ପ୍ରସ୍ତୁତି । ବହୁ ହେଭିୱେଟ୍ ନେତା ଗୁଜରାଟ ବିଭିନ୍ନ ସ୍ଥାନରେ ଘନ ଘନ ପ୍ରଚାର ଆରମ୍ଭ କରିସାରିଲେଣି
ଗତକାଲି କନକରେଜ, ପାଟନ୍ ଓ ସୋଜିତରାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାଡଗେ ମଧ୍ୟ ଅହମ୍ମଦାବାଦରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ମାଗିଥିଲେ ଭୋଟ।
ଡିସେମ୍ବର ୫ରେ ହେବାକୁ ଥିବା ଦ୍ୱିତୀୟ ପର୍ଯ୍ୟାୟରେ ଭୋଟ ଗ୍ରହଣରେ ମୋଟ ୧୮୨ ସିଟ ବିଶିଷ୍ଟ ବିଧାନସଭା ଆସନ ମଧ୍ୟରୁ ୯୩ଟି ସିଟ୍ରେ ମତଦାନ ହେବ। ୮୩୩ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର। ପ୍ରଥମ ପର୍ଯ୍ୟାୟରେ ୮୯ଟି ସିଟ୍ ପାଇଁ ଭୋଟ୍ ଗ୍ରହଣ ସରିଛି। ଡିସେମ୍ବର ୮ରେ ଭୋଟ ଗଣନା କାର୍ଯ୍ୟକ୍ରମ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ବିଜେପିର ରମେଶ ବିଧୁରୀଙ୍କୁ କାହିଁକି ଆଗୁଆ ଶୁଭେଚ୍ଛା ଜଣାଇଲେ କେଜ୍ରିୱାଲ?
ଆପର ଜାତୀୟ ଆବାହକ ଅରବିନ୍ଦ କେଜ୍ରିୱାଲ ବିଜେପିକୁ କଟାକ୍ଷ କରିଛନ୍ତି। ସେ ବିଜେପିର ରମେଶ ବିଧୁରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
National
ଆସାମ ଖଣିରୁ ମିଳିଲା ଆଉ ୩ ଶ୍ରମିକଙ୍କ ମୃତଦେହ, ଏବେ ବି ୫ ଜଣଙ୍କ ପତ୍ତା ମିଳୁନି
୩୧୦ ଫୁଟ ଗଭୀରରେ ଖନନ ଚାଲିଥିବା ସମୟରେ ଏହା ଭିତରେ ହଠାତ ବନ୍ୟାଜଳ ପଶି ଯାଇଥିଲା। ଖଣି ଭିତରେ ଫସି ଯାଇଥିଲେ ୯ ଜଣ ଶ୍ରମିକ।
Viral
୩ୟ ଶ୍ରେଣୀ ଛାତ୍ରୀଙ୍କୁ ହୃଦଘାତ, ସ୍କୁଲରେ ଚାଲିଗଲା ଜୀବନ: ଭିଡିଓ ଭାଇରାଲ୍
ହାର୍ଟ ଆଟାକ ଯେ କେବଳ ପ୍ରାପ୍ତ ବୟସ୍କଙ୍କୁ ହୋଇଥାଏ, ତା’ହା ଭାବିବା ଭୁଲ। କାରଣ ଛୋଟ ପିଲା ମଧ୍ୟ ଏହାର ଶିକାର ହେବାରେ ଲାଗିଛନ୍ତି।
National
ଷ୍ଟେସନରେ ଭୁଶୁଡ଼ିଲା ନିର୍ମାଣାଧୀନ କୋଠା, ତଳେ ଫସିଛନ୍ତି ବହୁ ଶ୍ରମିକ
ବର୍ତ୍ତମାନ ସୁଦ୍ଧା ୧୨ ଜଣଙ୍କୁ ଉଦ୍ଧାର କରାଯାଇଥିବା ପୁଲିସ ସୂଚନା ଦେଇଛି। ଘଟଣାସ୍ଥଳରେ ସ୍ଥାନୀୟ ପୁଲିସ ସମେତ ଏନଡିଆରଏଫ୍, ଏସଡିଆରଏଫ୍ ଓ ଦମକଳ ବାହିନୀ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି।
National
ଆସାମରେ ପଶିଲା HMPV, ୧୦ ମାସର ଶିଶୁ ସଂକ୍ରମିତ
ଆସାମରେ ଏଚଏମପିଭିରରେ କେହି ସଂକ୍ରମିତ ହେବା ଚଳିତ ଋତୁରେ ପ୍ରଥମ ଘଟଣା।