ସ୍ପଷ୍ଟ କଲା ବାୟୁସେନା: ହେଲିକପ୍ଟର କ୍ରାଶରେ ସିଡିଏସ୍‌ ବିପିନ ରାୱତ ମୃତ

ନୂଆଦିଲ୍ଲୀ: ତାମିଲନାଡୁରେ ଘଟିଥିବା ହେଲିକପ୍ଟର ଦୁର୍ଘଟଣାରେ ସିଡିଏସ୍‌ ଜେନେରାଲ ରାୱତଙ୍କ ସମେତ ମୋଟ ୧୩ ଜଣଙ୍କ ମୃତ୍ୟୁ ଘଟିଛି। ଭାରତୀୟ ବାୟୁସେନା ପକ୍ଷରୁ ଟ୍ୱିଟ କରି ଏହି ସୂଚନା ଦିଆଯାଇଛି। ଜେନେରାଲ ରାୱତଙ୍କ ସମେତ ତାଙ୍କ ପତ୍ନୀ ମଧୁଲିକା ମଧ୍ୟ ପ୍ରାଣ ହରାଇଛନ୍ତି। ଏବେ କେବଳ ଗ୍ରୁପ କ୍ୟାପ୍ଟେନ ବରୁଣ ସିଂହ ୱେଲିଂଟନରେ ଥିବା ମିଲିଟାରୀ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ବାୟୁସେନା ଟ୍ୱିଟ କରି କହିଛି ଯେ ସିଡିଏସ ଜେନେରାଲ ବିପିନ ରାୱତ ଆଜି ତାମିଲନାଡୁର ନୀଲଗିରି […]

CDS1

CDS1

Hemant Lenka
  • Published: Wednesday, 08 December 2021
  • Updated: 08 December 2021, 06:44 PM IST

ନୂଆଦିଲ୍ଲୀ: ତାମିଲନାଡୁରେ ଘଟିଥିବା ହେଲିକପ୍ଟର ଦୁର୍ଘଟଣାରେ ସିଡିଏସ୍‌ ଜେନେରାଲ ରାୱତଙ୍କ ସମେତ ମୋଟ ୧୩ ଜଣଙ୍କ ମୃତ୍ୟୁ ଘଟିଛି। ଭାରତୀୟ ବାୟୁସେନା ପକ୍ଷରୁ ଟ୍ୱିଟ କରି ଏହି ସୂଚନା ଦିଆଯାଇଛି। ଜେନେରାଲ ରାୱତଙ୍କ ସମେତ ତାଙ୍କ ପତ୍ନୀ ମଧୁଲିକା ମଧ୍ୟ ପ୍ରାଣ ହରାଇଛନ୍ତି। ଏବେ କେବଳ ଗ୍ରୁପ କ୍ୟାପ୍ଟେନ ବରୁଣ ସିଂହ ୱେଲିଂଟନରେ ଥିବା ମିଲିଟାରୀ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

ବାୟୁସେନା ଟ୍ୱିଟ କରି କହିଛି ଯେ ସିଡିଏସ ଜେନେରାଲ ବିପିନ ରାୱତ ଆଜି ତାମିଲନାଡୁର ନୀଲଗିରି ହିଲ୍ସର ୱେଲିଂଟନଠାରେ ଥିବା ଡିଫେନ୍ସ ସର୍ଭିସ ଷ୍ଟାଫ କଲେଜରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଥିଲେ। ସେଠାରେ ସେ ଷ୍ଟାଫ କୋର୍ସର ଅଫିସର ଛାତ୍ରଛାତ୍ରୀଙ୍କୁ ସମ୍ବୋଧନ କରିଥାଆନ୍ତେ।

କିନ୍ତୁ ଆମେ ଦୁଃଖ ଓ ପରିତାପର ସହ କହିବାକୁ ଚାହୁଁଛୁ ଯେ ହେଲିକପ୍ଟର କ୍ରାଶରେ ଜେନେରାଲ ବିପିନ ରାୱତ, ତାଙ୍କ ପତ୍ନୀ ମଧୁଲିକା ରାୱତ ଓ ଅନ୍ୟ ୧୧ ଜଣ ପ୍ରାଣ ହରାଇଛନ୍ତି। ଗ୍ରୁପ କ୍ୟାପ୍ଟେନ ବରୁଣ ସିଂହ ଏବେ ୱେଲିଂଟନ ଠାରେ ଥିବା ମିଲିଟାରୀ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

ଜେନେରାଲ ରାୱତ ଓ ଅନ୍ୟ ୧୨ ଜଣଙ୍କ ମୃତ୍ୟୁରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ଠାରୁ ଆରମ୍ଭ କରି ବହୁ ବିଶିଷ୍ଟ ବ୍ୟକ୍ତି ଗଭୀର ଶୋକ ପ୍ରକାଶ କରିଛନ୍ତି।

ଆଜି ଜେନେରାଲ ରାୱତ ଦିଲ୍ଲୀରୁ କୋଏମ୍ବାଟୁରର ସୁଲୁର ଯାଇଥିଲେ। ସେଠାରୁ ଏମଆଇ ୧୭ ଭି୫ ହେଲିକପ୍ଟର ଦ୍ୱାରା ନୀଳଗିର ହିଲ୍ସରେ ଥିବା ୱେଲିଂଟନ ଅଭିମୁଖେ ଯାତ୍ରା ଆରମ୍ଭ କରିଥିଲେ। ସିଡିଏସ୍‌ଙ୍କ ସହ ତାଙ୍କ ପତ୍ନୀ ମଧୁଲିକା ମଧ୍ୟ ରହିଥିଲେ। ଏମାନଙ୍କ ବ୍ୟତୀତ ୬ ଜଣ କ୍ରୁ ସଦସ୍ୟଙ୍କୁ ମିଶାଇ ମୋଟ ୧୪ ଜଣ ହେଲିକପ୍ଟର୍‌ରେ ଉଡ଼ାଣ ଭରିଥିଲେ। କିନ୍ତୁ ଓଟ୍ଟୀ ନିକଟରେ ତାଙ୍କ ହେଲିକପ୍ଟର କ୍ରାଶ କରି ଯାଇଥିଲା।

ମଧ୍ୟାହ୍ନ ପ୍ରାୟ ୧୨.୨୦ରେ ଏହି ଘଟଣା ଘଟିଥିଲା। ମୁଖ୍ୟ ରାସ୍ତା ଠାରୁ ୧୦ କିମି ଦୂର ଜଙ୍ଗଲିଆ ଅଞ୍ଚଳରେ ହେଲିକପ୍ଟର କ୍ରାଶ ହୋଇଥିବା ପ୍ରଥମେ ସ୍ଥାନୀୟ ଲୋକ ସୂଚନା ଦେଇଥିଲେ। ଏହାପରେ ପ୍ରଶାସନ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା। ହେଲିକପ୍ଟରଟି ସଂପୂର୍ଣ୍ଣ ଜଳି ଯାଇଥିବା ବେଳେ ଏକାଧିକ ବଡ଼ବଡ଼ ଗଛ ଭାଙ୍ଗି ଯାଇଛି। ସେହିପରି ପ୍ରଥମେ ୪ ଜଣଙ୍କ ମୃତଦେହ ମିଳିଥିଲା। ଏହାପରେ ସଂଖ୍ୟା ୧୧ରେ ପହଞ୍ଚିଥିଲା। ଏବେ ଏହା ୧୩ରେ ପହଞ୍ଚିଛି।

ଦେଶର ପ୍ରଥମ ସିଡିସିଏସ୍ ଭାବେ ୬୩ ବର୍ଷୀୟ ଜେନେରାଲ ରାୱତ ୨୦୧୯ ଜାନୁଆରୀ ମାସରେ ଦାୟିତ୍ୱ ନେଇଥିଲେ। ଏଥିସହ ତାଙ୍କୁ ନୂଆ କରି ତିଆରି ହୋଇଥିବା ମିଲିଟାରୀ ବ୍ୟାପର ବିଭାଗର ମୁଖ୍ୟ ଭାବେ ମଧ୍ୟ ଦାୟିତ୍ୱ ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story