ଦେଶରେ ନୂଆ ସିଡିଏସ ହେଲେ ଲେଫ୍ଟନାଣ୍ଟ ଜେନେରାଲ୍ ଅନୀଲ ଚୌହାନ

ନୂଆଦିଲ୍ଲୀ:  ନିଯୁକ୍ତି ପାଇଲେ ନୂଆ ସିଡିଏସ।  ଅବସରପ୍ରାପ୍ତ ସେନାଧିକାରୀ ଲେଫ୍ଟନାଣ୍ଟ ଜେନେରାଲ୍ ଅନୀଲ ଚୌହାନଙ୍କୁ ନୂଆ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍ ଭାବେ ନିଯୁକ୍ତି ଦେଇଛନ୍ତି କେନ୍ଦ୍ର ସରକାର । ସେ ସିଡିଏସ୍ ସହିତ ସେନା ବ୍ୟାପାର ବିଭାଗ ସଚିବ ଭାବେ ମଧ୍ୟ କାର୍ଯ୍ୟକରିବେ।  ଅନୀଲ ୧୯୮୧ରେ ୧୧-ଗୋର୍ଖା ରାଇଫଲ୍ସରେ ଯୋଗ ଦେଇଥିଲେ ଏବଂ ୨୦୨୧ ମେ’ ରେ ଅବସର ଗ୍ରହଣ କରିଥିଲେ। ୪ ଦଶନ୍ଧିର ସେନା କ୍ୟାରିୟର ଭିତରେ, ଜମ୍ମୁ ଓ କଶ୍ମୀରରେ ଏବଂ ଉତ୍ତର-ପୂର୍ବ […]

cds

cds

Tapas Behera
  • Published: Wednesday, 28 September 2022
  • Updated: 28 September 2022, 07:46 PM IST

Sports

Latest News

ନୂଆଦିଲ୍ଲୀ:  ନିଯୁକ୍ତି ପାଇଲେ ନୂଆ ସିଡିଏସ।  ଅବସରପ୍ରାପ୍ତ ସେନାଧିକାରୀ ଲେଫ୍ଟନାଣ୍ଟ ଜେନେରାଲ୍ ଅନୀଲ ଚୌହାନଙ୍କୁ ନୂଆ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍ ଭାବେ ନିଯୁକ୍ତି ଦେଇଛନ୍ତି କେନ୍ଦ୍ର ସରକାର । ସେ ସିଡିଏସ୍ ସହିତ ସେନା ବ୍ୟାପାର ବିଭାଗ ସଚିବ ଭାବେ ମଧ୍ୟ କାର୍ଯ୍ୟକରିବେ।  ଅନୀଲ ୧୯୮୧ରେ ୧୧-ଗୋର୍ଖା ରାଇଫଲ୍ସରେ ଯୋଗ ଦେଇଥିଲେ ଏବଂ ୨୦୨୧ ମେ’ ରେ ଅବସର ଗ୍ରହଣ କରିଥିଲେ।

୪ ଦଶନ୍ଧିର ସେନା କ୍ୟାରିୟର ଭିତରେ, ଜମ୍ମୁ ଓ କଶ୍ମୀରରେ ଏବଂ ଉତ୍ତର-ପୂର୍ବ ଭାରତରେ ଆତଙ୍କବାଦ ବିରୋଧୀ ଅଭିଯାନରେ ତାଙ୍କର ବିଶେଷ ଉପଲବ୍ଧି ରହିଛି।  ଅବସର ଗ୍ରହଣ କରିବା ପର୍ଯ୍ୟନ୍ତ ସେ ଇଷ୍ଟର୍ଣ୍ଣ କମାଣ୍ଡର ଜେନେରାଲ୍ ଅଫିସର୍ କମାଣ୍ଡିଂ-ଇନ୍-ଚିଫ୍ ଥିଲେ  । ପରମ ବିଶିଷ୍ଟ ସେବା ମେଡାଲ୍, ଉତ୍ତମ ଯୁଦ୍ଧ ସେବା ମେଡାଲ୍, ଅତି ବିଶିଷ୍ଟ ସେବା ମେଡାଲ୍, ସେନା ମେଡାଲ୍ ଓ ବିଶିଷ୍ଟ ସେବା ମେଡାଲର ଅଧିକାରୀ ଲେଫ୍ଟେନାଣ୍ଟ ଜେନେରାଲ୍ ଅନୀଲ ସିଡିଏସ୍ ଭାବେ ଦାୟିତ୍ୱ ଗ୍ରହଣ ପରେ ଜେନେରାଲ୍ ଅନୀଲ ଚୌହାନ ଭାବେ ପରିଚିତ ହେବେ।

୨୦୨୧ ଡିସେମ୍ବରରେ ଜେନେରାଲ୍ ବିପିନ ରାଓ୍ୱତଙ୍କ ଦେହାନ୍ତ ପରେ ସିଡିଏସ୍ ପଦବୀ ଖାଲି ପଡ଼ିଥିଲା। ସୂଚନା ଅନୁଯାୟୀ,  ଗତ ବର୍ଷ ଡିସେମ୍ବର ୮ରେ ତାମିଲନାଡୁର କୁନ୍ନୁରରେ ହୋଇଥିବା ହେଲିକପ୍ଟର ଦୁର୍ଘଟଣାରେ ଜେନେରାଲ ବିପିନ ରାଓ୍ବତଙ୍କ ମୃତ୍ୟୁ ହୋଇଥିଲା । ଦୁର୍ଘଟଣାଗ୍ରସ୍ତ ଏମଆଇ-୧୭ ହେଲିକପ୍ଟରରେ ଜେନେରାଲ ରାଓ୍ବତଙ୍କ ସମେତ ମୋଟ ୧୪ ଜଣ ଥିଲେ । ସେମାନଙ୍କ ମଧ୍ୟରୁ ୧୩ ଜଣ ସେହିଦିନ ପ୍ରାଣ ହରାଇଥିବାବେଳେ କେବଳ ଗ୍ରୁପ କ୍ୟାପଟେନ ବରୁଣ ସିଂ କିଛି ଦିନ ମୃତ୍ୟୁ ସହ ଲଢେଇ କରିବା ପରେ ଡିସେମ୍ବର ୧୫ରେ ମୃତ୍ୟୁବରଣ କରିଥିଲେ । ଏହି ଦୁର୍ଘଟଣା ପରଠାରୁ ଆଜି ପର୍ଯ୍ୟନ୍ତ ସିଡିଏସ ପଦଟି ଖାଲି ରହିଥିଲା ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story