କୋଭିଡ୍ ସଂକ୍ରମଣ: ସ୍ୱାଧୀନତା ଦିବସ ପାଇଁ ଗାଇଡଲାଇନ୍ ଜାରିକଲା କେନ୍ଦ୍ର

ନୂଆଦିଲ୍ଲୀ: କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ସ୍ୱାଧୀନତା ଦିବସ ପାଇଁ ଗାଇଡଲାଇନ୍‌ ଜାରିକଲା କେନ୍ଦ୍ର। ସାରା ଦେଶରେ  କୋଭିଡ୍ ମହାମାରୀ ବୃଦ୍ଧି ପାଉଥିବାରୁ  ସ୍ୱାଧୀନତା ଦିବସ ପାଳନ ସମୟରେ ବଡ଼ ସମାବେଶରୁ ଦୂରେଇ ରହିବାକୁ କେନ୍ଦ୍ର ସମସ୍ତ ରାଜ୍ୟକୁ କହିଛି। ଏ‌ଥିସହ ମାସ୍କ ପିନ୍ଧିବା, ସାମାଜିକ ଦୂରତା ବଜାୟ ରଖିବା ଏବଂ ହାତକୁ ପରିଷ୍କାର କରିବା ପାଇଁ ମଧ୍ୟ କେନ୍ଦ୍ର ଅନୁରୋଧ କରିଛି। ଚଳିତ ସପ୍ତାହରୁ ଦିଲ୍ଲୀରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ନିୟମ ଉଲଂଘନ କଲେ […]

Covid

Covid

Tapas Behera
  • Published: Friday, 12 August 2022
  • Updated: 12 August 2022, 08:07 PM IST

Sports

Latest News

ନୂଆଦିଲ୍ଲୀ: କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ସ୍ୱାଧୀନତା ଦିବସ ପାଇଁ ଗାଇଡଲାଇନ୍‌ ଜାରିକଲା କେନ୍ଦ୍ର। ସାରା ଦେଶରେ  କୋଭିଡ୍ ମହାମାରୀ ବୃଦ୍ଧି ପାଉଥିବାରୁ  ସ୍ୱାଧୀନତା ଦିବସ ପାଳନ ସମୟରେ ବଡ଼ ସମାବେଶରୁ ଦୂରେଇ ରହିବାକୁ କେନ୍ଦ୍ର ସମସ୍ତ ରାଜ୍ୟକୁ କହିଛି। ଏ‌ଥିସହ ମାସ୍କ ପିନ୍ଧିବା, ସାମାଜିକ ଦୂରତା ବଜାୟ ରଖିବା ଏବଂ ହାତକୁ ପରିଷ୍କାର କରିବା ପାଇଁ ମଧ୍ୟ କେନ୍ଦ୍ର ଅନୁରୋଧ କରିଛି। ଚଳିତ ସପ୍ତାହରୁ ଦିଲ୍ଲୀରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ନିୟମ ଉଲଂଘନ କଲେ ୫୦୦ ଟଙ୍କା ଜରିମାନା ଦେବାକୁ ହେବ।

ଶୁକ୍ରବାର ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୬,୫୬୧ଟି କୋଭିଡ୍ ଭାଇରସ ଚିହ୍ନଟ ହୋଇଛି। ଏଥିସହ ୪୯ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୬,୫୬୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୨,୨୩,୫୫୮ରେ ପହଞ୍ଚିଛି। ସେହିପରି ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୬,୯୨୮ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ୧୮,୦୫୩ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିସହ ସମ୍ପ୍ରତି ଦେଶରେ ସମୁଦାୟ ୪,୩୫,୫୫,୦୪୧ ସୁସ୍ଥ ହୋଇଛନ୍ତି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଆକ୍ଟିଭ ମାମଲା ୧,୨୩,୫୩୫ ଥିବା ରେକର୍ଡ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story