ଲାହୋର: କରାଚିରେ ଜଣେ ଚାଇନା ନାଗରିକଙ୍କ ଉପରେ ଆକ୍ରମଣ ହୋଇଛି। ଏଥିରେ ତାଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ଜଣ ଆହତ ହୋଇଛନ୍ତି। ଆହତମାନଙ୍କ ମଧ୍ୟରେ ଜଣେ ମହିଳା ଏବଂ ଜଣେ ପୁରୁଷ ଅଛନ୍ତି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଚାଇନା ନାଗରିକଙ୍କ ମୃତଦେହକୁ ଜବତ କରିଛି। ଆହତମାନଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ମିଳିଥିବା ସୂଚନା ଅନୁଯାୟୀ, କରାଚିର ସଦର ଅଂଚଳରେ ଏକ କ୍ଲିନିକକୁ ତିନି ଜଣ ଚାଇନା ନାଗରିକ ଆସିଥିଲେ।
ଏହି ସମୟରେ ଜଣେ ଦୁର୍ବୃତ୍ତ ଏମାନଙ୍କ ଉପରକୁ ଗୁଳି ଚଳାଇଥିଲେ। ଏଥିରେ ଜଣକର ମୃତ୍ୟୁ ଘଟିଛି। ଦୁଇ ଜଣ ଆହତ ହୋଇଛନ୍ତି। ତେବେ କରାଚିରେ ଚାଇନା ନାଗରିକଙ୍କ ହତ୍ୟା ପ୍ରଥମ ଘଟଣା ନୁହେଁ। ଏହାପୂର୍ବରୁ ଏପ୍ରିଲ ମାସରେ ପାକିସ୍ତାନର କରାଚି ବିଶ୍ୱବିଦ୍ୟାଳୟର କନଫୁସିୟସ ସେଣ୍ଟରରେ ଆତ୍ମଘାତୀ ଆକ୍ରମଣରେ ତିନିଜଣ ଚାଇନା ଶିକ୍ଷକଙ୍କର ମୃତ୍ୟୁ ଘଟିଥିଲା। ସେହିପରି ଗତ ବର୍ଷ ଖାଇବର ପାଖ୍ଟନଖୱାଠାରେ ହୋଇଥିବା ବିସ୍ଫୋରଣରେ ୧୦ ଜଣ ଚାଇନା ନାଗରିକ ପ୍ରାଣ ହରାଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
୬ ଦିନିଆ ଆମେରିକା ଗସ୍ତରେ ଯିବେ ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର
ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପ ଶାସନକୁ ଫେରିବା ପରେ ଏହା କୌଣସି ଭାରତୀୟ ମନ୍ତ୍ରୀଙ୍କ ପ୍ରଥମ ଆମେରିକା ଗସ୍ତ। ଦ୍ୱିପାକ୍ଷିକ ସମ୍ପର୍କ ସହିତ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଆଞ୍ଚଳିକ ଓ ବୈଶ୍ୱିକ ପ୍ରସଙ୍ଗ ଉପରେ ହେବ ଆଲୋଚନା।
National
ବଢ଼ିଲା ଅଲ୍ଲୁ ଅର୍ଜୁନଙ୍କ ଅଡ଼ୁଆ, ପୁଲିସ କଲା ସମନ
ଆସନ୍ତାକାଲି ଦିନ ୧୧ଟାରେ ଥାନାରେ ହାଜର ହେବାକୁ ତାଙ୍କୁ କୁହାଯାଇଛି।
National
ହାଇକୋର୍ଟଙ୍କ ସାଂଘାତିକ ରୁଲିଂ: ମୃତଦେହ ସହ ସେକ୍ସ କରିବା ଦୁଷ୍କର୍ମ ନୁହେଁ
ଜଣେ ନାବାଳିକାଙ୍କ ମୃତଦେହ ସହ ଦୁଷ୍କର୍ମ କରିବା ଅଭିଯୋଗରେ ନୀଲୁ ନାଗେଶ ନିକଟରେ ତଳ କୋର୍ଟରେ ଦୋଷମୁକ୍ତ ହୋଇଥିଲେ।
National
୫୦ ଲକ୍ଷ ଟଙ୍କା ଦେଲେ ପୁଷ୍ପା-୨ ନିର୍ମାତା; ଅଲ୍ଲୁ ଅର୍ଜୁନ ଦାୟୀ ନୁହନ୍ତି କହିଲେ ମୃତକଙ୍କ ସ୍ୱାମୀ
ଥାନାରେ କରିଥିବା ଅଭିଯୋଗ ମଧ୍ୟ ଉଠାଇନେବାକୁ ପ୍ରସ୍ତୁତ ଥିବା କହିଛନ୍ତି ମୃତ ମହିଳାଙ୍କ ସ୍ୱାମୀ। ପୁଅ ୨୦ ଦିନ ହେଲା କୋମାରେ, କିଛି ଜାଣିପାରୁନି।
National
ଜାତୀୟ ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ଜଷ୍ଟିସ ଭି.ରାମସୁବ୍ରମଣ୍ୟମ
ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଭି. ରାମସୁବ୍ରମଣ୍ୟମଙ୍କୁ ଜାତୀୟ ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି। ଜଷ୍ଟିସ ଅରୁଣ କୁମାର ମିଶ୍ରଙ୍କ କାର୍ଯ୍ୟକାଳ ଚଳିତବର୍ଷ ଜୁନ ୧ରେ ଶେଷ ହୋଇଥିଲା।