କରୋନାରେ ଚାଲିଗଲା ବରିଷ୍ଠ କଂଗ୍ରେସ ନେତାଙ୍କ ଜୀବନ

ନୂଆଦିଲ୍ଲୀ: ମହାମାରୀ କରୋନାରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଛନ୍ତି ବରିଷ୍ଠ କଂଗ୍ରେସ ନେତା ଏକେ ୱାଲିଆ। ବୁଧବାର ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ଘଟିଥିବା ଦଳୀୟ ସୂତ୍ରରୁ ଜଣାପଡ଼ିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା। ଦିଲ୍ଲୀ କଂଗ୍ରେସ ସଭାପତି ଅନୀଲ କୁମାର ଶ୍ରୀ ୱାଲିଆଙ୍କ ମୃତ୍ୟୁରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ଦିଲ୍ଲୀରେ ଥିବା ଥିବା ଆପୋଲୋ ହସ୍ପିଟାଲରେ ସେ ଶେଷନିଃଶ୍ୱାସ ତ୍ୟାଗ କରିଥିବା ଶ୍ରୀ କୁମାର ସୂଚନା ଦେଇଛନ୍ତି। ୪ ଥର […]

AK-walia

AK-walia

Hemant Lenka
  • Published: Thursday, 22 April 2021
  • Updated: 22 April 2021, 03:28 PM IST

Sports

Latest News

ନୂଆଦିଲ୍ଲୀ: ମହାମାରୀ କରୋନାରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଛନ୍ତି ବରିଷ୍ଠ କଂଗ୍ରେସ ନେତା ଏକେ ୱାଲିଆ। ବୁଧବାର ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ଘଟିଥିବା ଦଳୀୟ ସୂତ୍ରରୁ ଜଣାପଡ଼ିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା।

ଦିଲ୍ଲୀ କଂଗ୍ରେସ ସଭାପତି ଅନୀଲ କୁମାର ଶ୍ରୀ ୱାଲିଆଙ୍କ ମୃତ୍ୟୁରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ଦିଲ୍ଲୀରେ ଥିବା ଥିବା ଆପୋଲୋ ହସ୍ପିଟାଲରେ ସେ ଶେଷନିଃଶ୍ୱାସ ତ୍ୟାଗ କରିଥିବା ଶ୍ରୀ କୁମାର ସୂଚନା ଦେଇଛନ୍ତି।

୪ ଥର ଲକ୍ଷ୍ମୀ ନଗର ନିର୍ବାଚନ ମଣ୍ଡଳୀରୁ ବିଧାନସଭାକୁ ନିର୍ବାଚିତ ହୋଇଥିବା ଶ୍ରୀ ୱାଲିଆ ଦିଲ୍ଲୀରେ ମନ୍ତ୍ରୀ ଭାବେ ମଧ୍ୟ କାର୍ଯ୍ୟ କରିଥିଲେ। କିଛି ଦିନ ତଳେ ତାଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଥିଲା। ଏହି କାରଣରୁ ତାଙ୍କୁ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ବୁଧବାର ରାତି ପ୍ରାୟ ୧.୩୦ରେ ଚିକିତ୍ସାଧୀନ ଅବସ୍ଥାରେ ସେ ଆଖିବୁଜିଥିଲେ।

ତାଙ୍କ ବିୟୋଗରେ ଅନେକ ବରିଷ୍ଠ ରାଜନେତା ଶୋକ ପ୍ରକାଶ କରିଛନ୍ତି। ଏହାପୂର୍ବରୁ ସିପିଆଇ(ଏମ)ର ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀଙ୍କ ବଡ଼ ପୁଅ ମାତ୍ର ୩୫ ବର୍ଷରେ କରୋନାରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story