ଆହୁରି ମହଙ୍ଗା ହେବ ପେଟ୍ରୋଲ-ଡିଜେଲ! ବଢ଼ିଲା ଅଶୋଧିତ ତୈଳ ଦର

ନୂଆଦିଲ୍ଲୀ: ଆହୁରି ମହଙ୍ଗା ହୋଇପାରେ ପେଟ୍ରୋଲ ଡିଜେଲ ଦର। ରୁଷ-ୟୁକ୍ରେନ୍‌ ଯୁଦ୍ଧ ଭିତରେ ପୁଣି ବଢ଼ିଲା ଅଶୋଧିତ ତୈଳ ଦର। ବ୍ୟାରେଲ ପିଛା ୧୩୦ ଡଲାର ଅତିକ୍ରମ କରିଛି କ୍ରୁଡ୍‌ ଅଏଲ୍‌।  ଦୁଇ ଦିନ ଭିତରେ ଅଶୋଧିତ ତଳ ଦର ୧୦ ପ୍ରତିଶତ ବୃଦ୍ଧି ପାଇ ୧୩୦ ଡଲାର ପାର କରିଛି। ୨୦୧୪ ପରେ ପ୍ରଥମ ଥର ପାଇଁ ବିଶ୍ୱ ବଜାରରେ ତୈଳ ଦର ସର୍ବାଧିକ ସ୍ତରରେ ପହଞ୍ଚିଛି। ୟୁକ୍ରେନ ଉପରେ ରୁଷର ଆକ୍ରମଣକୁ ନେଇ ୟୁରୋପୀୟ […]

crude oil

crude oil

Madhupriya Mistry
  • Published: Monday, 07 March 2022
  • Updated: 07 March 2022, 02:19 PM IST

Sports

Latest News

ନୂଆଦିଲ୍ଲୀ: ଆହୁରି ମହଙ୍ଗା ହୋଇପାରେ ପେଟ୍ରୋଲ ଡିଜେଲ ଦର। ରୁଷ-ୟୁକ୍ରେନ୍‌ ଯୁଦ୍ଧ ଭିତରେ ପୁଣି ବଢ଼ିଲା ଅଶୋଧିତ ତୈଳ ଦର। ବ୍ୟାରେଲ ପିଛା ୧୩୦ ଡଲାର ଅତିକ୍ରମ କରିଛି କ୍ରୁଡ୍‌ ଅଏଲ୍‌।  ଦୁଇ ଦିନ ଭିତରେ ଅଶୋଧିତ ତଳ ଦର ୧୦ ପ୍ରତିଶତ ବୃଦ୍ଧି ପାଇ ୧୩୦ ଡଲାର ପାର କରିଛି। ୨୦୧୪ ପରେ ପ୍ରଥମ ଥର ପାଇଁ ବିଶ୍ୱ ବଜାରରେ ତୈଳ ଦର ସର୍ବାଧିକ ସ୍ତରରେ ପହଞ୍ଚିଛି।

ୟୁକ୍ରେନ ଉପରେ ରୁଷର ଆକ୍ରମଣକୁ ନେଇ ୟୁରୋପୀୟ ରାଷ୍ଟ୍ର ଓ ଆମେରିକା ରୁଷରୁ ତୈଳ ଆମଦାନୀ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ଫଳରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଅଭାବ ଦେଖାଦେଇଛି। ଏହି କାରଣରୁ ଅଶୋଧିତ ତୈଳ ଦର ବୃଦ୍ଧି ପାଇ ବ୍ୟାରେଲ ପିଛା ୧୩୦.୩ ଡଲାରରେ ପହଁଚିଛି।

ତେବେ ୨୦୦୮ରେ ଅନ୍ତର୍ଜାତୀୟ ବଜାରରେ ଆର୍ଥିକ ସଙ୍କଟ ସମୟରେ ବ୍ରେଣ୍ଟ ଅଶୋଧିତ ତୈଳର ମୂଲ୍ୟ ବ୍ୟାରେଲ ପିଛା ୧୪୭ ଡଲାର ଅତିକ୍ରମ କରିଥିଲା। ସେହିପରି ୨୦୧୨ ଅଶୋଧିତ ତୈଳ ଦର ବ୍ୟାରେଲ ପିଛା ୧୨୮ ଡଲାର ଛୁଇଁଥିଲା। ଏବେ ଯୁଦ୍ଧ ଯୋଗୁଁ ଅନ୍ତର୍ଜାତୀୟ ବଜାର ପ୍ରଭାବିତ ହୋଇଛି। ସୂଚନା ମୁତାବକ ଗୁରୁବାର ଦିନ ଅଶୋଧିତ ତୈଳ ଦରରେ ବୃଦ୍ଧି ଘଟିଥିଲା। ବ୍ୟାରେଲ ପିଛା ୧୧୫ ଡଲାର ପାର୍‌ କରିଥିଲା।

ରୁଷ-ୟୁକ୍ରେନ୍‌ ଯୁଦ୍ଧର ପ୍ରଭାବ ଭାରତର ସେୟାର ବଜାର ଉପରେ ମଧ୍ୟ ପଡିଛି।  ଆଜି କାରବାର ଆରମ୍ଭ ହେଉ ହେଉ ସେନ୍ସେକ୍ସ ୧୭ ଶହ ପଏଣ୍ଟରୁ ଅଧିକ ତଳକୁ ଖସିଯାଇଥିବା ଦେଖିବାକୁ ମିଳିଛି।

ସେପଟେ ଦେଶରେ ପେଟ୍ରୋଲ ଡିଜେଲ ଦାମ୍‌ ସ୍ଥିର ରହିଛି। ତେବେ ଏହା ବେଶ୍‌ କମ୍‌ ଦିନ ପାଇଁ ରହିପାରେ ବୋଲି ଆଶଙ୍କା କରାଯାଉଛି। ରିପୋର୍ଟ ଆସନ୍ତା ସପ୍ତାହ ଆଡକୁ ତୈଳ ଦରରେ ବଡ ଧରଣର ବୃଦ୍ଧି ଘଟିପାରେ। ମାର୍ଚ୍ଚ ୧୦ ପରେ ପେଟ୍ରୋଲ ଓ ଡିଜେଲ ମହଙ୍ଗା ହୋଇପାରେ ବୋଲି କୁହାଯାଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story