ଦିଲ୍ଲୀ: ମେୟର ନିର୍ବାଚନରେ ଆପ କାଉନସିଲରଙ୍କ ବିକ୍ଷୋଭ, ହୋହଲ୍ଲା

ନୂଆଦିଲ୍ଲୀ: ଦିଲ୍ଲୀ ମ୍ୟୁନିସିପାଲ କର୍ପୋରେଶନ (ଏମ୍‌ସିଡି) ମେୟର ନିର୍ବାଚନରେ ଆଜି ବିଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହୋଇଛି। ଆଜି ମତଦାନ କେନ୍ଦ୍ରରେ ଆମ୍ ଆଦମୀ ପାର୍ଟି (ଆପ) କାଉନସିଲରମାନେ ଜୋରଦାର ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଦିଲ୍ଲୀ ଉପରାଜ୍ୟପାଳ  ଭି.କେ ସକ୍ସେନାଙ୍କ ଦ୍ୱାରା ସତ୍ୟ ଶର୍ମାଙ୍କୁ ଅସ୍ଥାୟୀ ବାଚସ୍ପତି ନିଯୁକ୍ତକୁ ବିରୋଧ କରି ଆପ ସଦସ୍ୟ ହୋହଲ୍ଲା କରିଛନ୍ତି । ଆଜି ମେୟର ନିର୍ବାଚନ ପୂର୍ବରୁ କାଉନସିଲରମାନେ ଅସ୍ଥାୟୀ ବାଚସ୍ପତିଙ୍କ ଦ୍ୱାରା ଶପଥ ନେବାର ଥିଲା। ପୂର୍ବରୁ ଉପରାଜ୍ୟପାଳ ଭି.କେ. […]

90

90

Tapas Behera
  • Published: Friday, 06 January 2023
  • Updated: 06 January 2023, 12:28 PM IST

Sports

Latest News

ନୂଆଦିଲ୍ଲୀ: ଦିଲ୍ଲୀ ମ୍ୟୁନିସିପାଲ କର୍ପୋରେଶନ (ଏମ୍‌ସିଡି) ମେୟର ନିର୍ବାଚନରେ ଆଜି ବିଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହୋଇଛି। ଆଜି ମତଦାନ କେନ୍ଦ୍ରରେ ଆମ୍ ଆଦମୀ ପାର୍ଟି (ଆପ) କାଉନସିଲରମାନେ ଜୋରଦାର ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଦିଲ୍ଲୀ ଉପରାଜ୍ୟପାଳ  ଭି.କେ ସକ୍ସେନାଙ୍କ ଦ୍ୱାରା ସତ୍ୟ ଶର୍ମାଙ୍କୁ ଅସ୍ଥାୟୀ ବାଚସ୍ପତି ନିଯୁକ୍ତକୁ ବିରୋଧ କରି ଆପ ସଦସ୍ୟ ହୋହଲ୍ଲା କରିଛନ୍ତି । ଆଜି ମେୟର ନିର୍ବାଚନ ପୂର୍ବରୁ କାଉନସିଲରମାନେ ଅସ୍ଥାୟୀ ବାଚସ୍ପତିଙ୍କ ଦ୍ୱାରା ଶପଥ ନେବାର ଥିଲା। ପୂର୍ବରୁ ଉପରାଜ୍ୟପାଳ ଭି.କେ. ସାକ୍ସେନା ଏବଂ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ମଧ୍ୟରେ ବିବାଦ ତୀବ୍ର ହୋଇଛି। ଉପରାଜ୍ୟପାଳ ମେୟର ନିର୍ବାଚନ ପରିଚାଳନା ଲାଗି ଗୁରୁବାର ବିଜେପି  କାଉନସିଲର ସତ୍ୟ ଶର୍ମାଙ୍କୁ ପ୍ରିଜାଇଡିଂ ଅଫିସର ବା ଅସ୍ଥାୟୀ ବାଚସ୍ପତି ନିଯୁକ୍ତ କରିଛନ୍ତି। ଏହାକୁ ନେଇ ଆପ  ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି।

ସମସ୍ତ ଗଣତାନ୍ତ୍ରିକ ପରମ୍ପରା ଓ ଅନୁଷ୍ଠାନକୁ ନଷ୍ଟ କରିଦେବା ଲାଗି ଜାଣିଶୁଣି ଏଭଳି କାର୍ଯ୍ୟ କରାଯାଉଥିବା ଆପ  ଅଭିଯୋଗ କରିଛି। ଏଭଳି ବେଆଇନ ଏବଂ ଅସାମ୍ବିଧାନିକ ବ୍ୟବହାରକୁ ନେଇ ଦିଲ୍ଲୀର ଶାସକ ଦଳ ଉପରାଜ୍ୟପାଳଙ୍କୁ ଚିଠି ଲେଖିଛି। ଉପରାଜ୍ୟପାଳ ସକ୍ସେନା ଦିଲ୍ଲୀରେ ତାଙ୍କ ସରକାରକୁ ଅଣଦେଖା କରି କ୍ଷମତାର ଅପବ୍ୟବହାର କରୁଥିବା ମୁଖ୍ୟମନ୍ତ୍ରୀ କେଜ୍ରିୱାଲ ଅଭିଯୋଗ କରିଛନ୍ତି।

ସରକାରଙ୍କ କାର୍ଯ୍ୟରେ ହସ୍ତକ୍ଷେପ କରିବା ଏବଂ ପ୍ରଶାସନରେ ମୁଣ୍ଡ ଖେଳାଇବାରେ ଉପରାଜ୍ୟପାଳ କୌଣସି ଉଦ୍ୟମକୁ ହାତଛଡ଼ା କରୁନାହାନ୍ତି। ମେୟର ନିର୍ବାଚନକୁ ପ୍ରଭାବିତ କରିବା ଲାଗି ସକ୍ସେନା ଉଦ୍ଦେଶ୍ୟମୂଳକ ଭାବେ ୧୦ ଜଣଙ୍କୁ ଏମ୍‌ସିଡିକୁ ମନୋନୀତ କରି ଏହାକୁ ଭାଜପା ସପକ୍ଷରେ ନେବାକୁ ଉଦ୍ୟମ କରୁଛନ୍ତି ବୋଲି କେଜ୍ରିୱାଲ କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story