ଦିଲ୍ଲୀ ହିଂସା ମାମଲା: ଆଉ ୬ ଅଭିଯୁକ୍ତ ଗିରଫ

ଦିଲ୍ଲୀ: ଦିଲ୍ଲୀ ହିଂସା ମାମଲାରେ ପୁଲିସ ଆଉ ୬ ଜଣଙ୍କୁ ଗିରଫ କରିଛି। ବର୍ତ୍ତମାନ ସୁଦ୍ଧା ଏହି ଘଟଣାରେ୨୦ ଜଣଙ୍କୁ ଗିରଫ କରାଯାଇଛି। ଏମାନଙ୍କ ମଧ୍ୟରେ ୨ ଜଣ ନାବାଳକ ଅଛନ୍ତି। ସେମାନଙ୍କଠାରୁ ୫ଟି ଖଣ୍ଡା ଓ ଅନ୍ୟାନ୍ୟ ମାରଣାସ୍ତ୍ର ଜବତ କରାଯାଇଛି। ଅନ୍ୟପଟେ ଦିଲ୍ଲୀ ଜାହାଙ୍ଗିରପୁରୀ ହିଂସାକାଣ୍ଡ ପରେ ବଢ଼ିଛି ସୁରକ୍ଷା ବ୍ୟବସ୍ଥା । ଦିଲ୍ଲୀ ପୁଲିସ ପକ୍ଷରୁ ଆଜି ଫ୍ଲାଗ୍ ମାର୍ଚ୍ଚ କରାଯାଇଛି।  କଡ଼ା ସୁରକ୍ଷା ବ୍ୟବସ୍ଥା ସହ ଜାହାଙ୍ଗିରପୁରୀ ଅଞ୍ଚଳରେ ପୁଲିସ ପଇନ୍ତରା […]

police

police

Tapas Behera
  • Published: Sunday, 17 April 2022
  • Updated: 17 April 2022, 07:01 PM IST

Sports

Latest News

ଦିଲ୍ଲୀ: ଦିଲ୍ଲୀ ହିଂସା ମାମଲାରେ ପୁଲିସ ଆଉ ୬ ଜଣଙ୍କୁ ଗିରଫ କରିଛି। ବର୍ତ୍ତମାନ ସୁଦ୍ଧା ଏହି ଘଟଣାରେ୨୦ ଜଣଙ୍କୁ ଗିରଫ କରାଯାଇଛି। ଏମାନଙ୍କ ମଧ୍ୟରେ ୨ ଜଣ ନାବାଳକ ଅଛନ୍ତି। ସେମାନଙ୍କଠାରୁ ୫ଟି ଖଣ୍ଡା ଓ ଅନ୍ୟାନ୍ୟ ମାରଣାସ୍ତ୍ର ଜବତ କରାଯାଇଛି। ଅନ୍ୟପଟେ ଦିଲ୍ଲୀ ଜାହାଙ୍ଗିରପୁରୀ ହିଂସାକାଣ୍ଡ ପରେ ବଢ଼ିଛି ସୁରକ୍ଷା ବ୍ୟବସ୍ଥା । ଦିଲ୍ଲୀ ପୁଲିସ ପକ୍ଷରୁ ଆଜି ଫ୍ଲାଗ୍ ମାର୍ଚ୍ଚ କରାଯାଇଛି।  କଡ଼ା ସୁରକ୍ଷା ବ୍ୟବସ୍ଥା ସହ ଜାହାଙ୍ଗିରପୁରୀ ଅଞ୍ଚଳରେ ପୁଲିସ ପଇନ୍ତରା ମାରିଛି । ଏବେ ଯାଏଁ ମାମଲାରେ ୨୦ ଜଣଙ୍କୁ ଗିରଫ କରିଛି ପୁଲିସ।  ହିଂସାକାଣ୍ଡ ଭିଆଇବା ଓ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦକୁ ତେଜିଥିବା କିଛି ବ୍ୟକ୍ତିଙ୍କୁ ଚିହ୍ନଟ ବି କରାଯାଇଛି।  ବିଭିନ୍ନ ସ୍ଥାନରେ ଚଢ଼ାଉ ପରେ ଏମାନଙ୍କୁ ଗିରଫ କରାଯିବ ବୋଲି ସୂଚନା ମିଳିଛି । ସମ୍ପୂର୍ଣ୍ଣ ଅଞ୍ଚଳରେ ପୁଲିସ ଫୋର୍ସ ସଂଖ୍ୟାକୁ ବଢ଼ାଯାଇଛି ।

ଯେପରି କୌଣସି ଅପ୍ରୀତିକର ସ୍ଥିତି ଉପୁଜିବନି ସେ ନେଇ କଡ଼ା ନଜର ରଖାଯାଇଛି।  ଗତକାଲି ଜାହାଙ୍ଗୀରପୁରୀରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ଚାଲିଥିବା ବେଳେ ଦୁଇ ଗୋଷ୍ଠୀ ମଧ୍ୟରେ ହିଂସାକାଣ୍ଡ ଘଟିଥିଲା।  ଶୋଭାଯାତ୍ରା ବେଳେ ପଥରମାଡ଼, ଭଙ୍ଗାରୁଜା ଓ ଜଳାପୋଡା ବି ହୋଇଥିଲା । ହିଂସାକାଣ୍ଡରେ କିଛି ପୁଲିସ କର୍ମଚାରୀଙ୍କ ସମେତ ବହୁ ସାଧାରଣ ଲୋକ ଆହତ ହୋଇଛନ୍ତି ।

ପଥରମାଡ଼ରେ ଅନେକ ଗାଡ଼ି ମଧ୍ୟ ଭାଙ୍ଗି ଯାଇଛି । ତେବେ ଏହି ଘଟଣାରେ ସିସିଟିଭି ଫୁଟେଜ୍ ଦେଖି ଅନ୍ୟମାନଙ୍କୁ ଚିହ୍ନଟ ପ୍ରକ୍ରିୟା ଜାରି ରହିଛି । ଡ୍ରୋନ୍ ଓ ଫେସ୍ ରେକଗନିସନ୍ ସିଷ୍ଟମର ବି ବ୍ୟବହାର ହେଉଥିବା ସେ କହିଛନ୍ତି  । ଏହାସହ ଶାନ୍ତି କମିଟି ବୈଠକରେ ଅଂଚଳରେ  ଶାନ୍ତି ବଜାୟ ରଖିବାକୁ ସମସ୍ତଙ୍କୁ ଅନୁରୋଧ କରାଯାଇଥିବା ସେ କହିଛନ୍ତି  । ଏହାସହ  କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ମଧ୍ୟ ଦିଲ୍ଲୀ ପୋଲିସକୁ  ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଲାଗି ନିର୍ଦ୍ଦେଶ ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story