ଡିଆଇଜିଙ୍କ ପତ୍ନୀଙ୍କ ଆତ୍ମହତ୍ୟା!

ଲକ୍ଷ୍ନୌ: ହାଥରସ ଗଣଦୁଷ୍କର୍ମ ମାମଲାର ତଦନ୍ତ ପାଇଁ ଗଠିତ ଏସ୍‌ଆଇଟିରେ ସାମିଲ ଡିଆଇଜି ଚନ୍ଦ୍ରପ୍ରକାଶଙ୍କ ପତ୍ନୀ ପୁଷ୍ପା ପ୍ରକାଶ (୩୬)ଙ୍କ ମୃତଦେହକୁ ସନ୍ଦିଗ୍ଧ ଅବସ୍ଥାରେ ତାଙ୍କ ଲକ୍ଷ୍ନୌସ୍ଥିତ ବାସଭବନରୁ ଉଦ୍ଧାର କରାଯାଇଛି। ସେ ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା କୁହାଯାଉଛି। ସୂଚନା ଅନୁଯାୟୀ, ଆଜି ଦିନ ପ୍ରାୟ ୧୧ଟା ବେଳେ ଡିଆଇଜିଙ୍କ ପତ୍ନୀ ଲକ୍ଷ୍ନୌର ସୁଶାନ୍ତ ଗଲ୍ଫ ସିଟି ସ୍ଥିତ ଘରେ ବେକରେ ଫାଶୀ ଲଗାଇ ଦେଇଥିଲେ। ତାଙ୍କୁ ଉଦ୍ଧାର କରାଯାଇ ଲୋହିଆ ଡାକ୍ତରଖାନା ନିଆଯାଇଥିଲା। […]

dead

dead

Jitendra Garnayak
  • Published: Saturday, 24 October 2020
  • Updated: 24 October 2020, 02:11 PM IST

Sports

Latest News

ଲକ୍ଷ୍ନୌ: ହାଥରସ ଗଣଦୁଷ୍କର୍ମ ମାମଲାର ତଦନ୍ତ ପାଇଁ ଗଠିତ ଏସ୍‌ଆଇଟିରେ ସାମିଲ ଡିଆଇଜି ଚନ୍ଦ୍ରପ୍ରକାଶଙ୍କ ପତ୍ନୀ ପୁଷ୍ପା ପ୍ରକାଶ (୩୬)ଙ୍କ ମୃତଦେହକୁ ସନ୍ଦିଗ୍ଧ ଅବସ୍ଥାରେ ତାଙ୍କ ଲକ୍ଷ୍ନୌସ୍ଥିତ ବାସଭବନରୁ ଉଦ୍ଧାର କରାଯାଇଛି। ସେ ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା କୁହାଯାଉଛି।

ସୂଚନା ଅନୁଯାୟୀ, ଆଜି ଦିନ ପ୍ରାୟ ୧୧ଟା ବେଳେ ଡିଆଇଜିଙ୍କ ପତ୍ନୀ ଲକ୍ଷ୍ନୌର ସୁଶାନ୍ତ ଗଲ୍ଫ ସିଟି ସ୍ଥିତ ଘରେ ବେକରେ ଫାଶୀ ଲଗାଇ ଦେଇଥିଲେ। ତାଙ୍କୁ ଉଦ୍ଧାର କରାଯାଇ ଲୋହିଆ ଡାକ୍ତରଖାନା ନିଆଯାଇଥିଲା। ତେବେ ଡାକ୍ତର ତାଙ୍କୁ ସେଠାରେ ମୃତ ଘୋଷଣା କରିଥିଲେ।

ସେ ଆତ୍ମହତ୍ୟା କରିଛନ୍ତି ବୋଲି କୁହାଯାଉଥିବା ବେଳେ ଏହାର କାରଣ ଜଣାପଡ଼ିନାହିଁ। ସେହିପରି ତାଙ୍କ ମୃତଦେହ ନିକଟରୁ ସୁଇସାଇଡ୍ ନୋଟ୍ ବି ମିଳିନାହିଁ। ପୁଲିସ୍ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story