ବର୍ଷା ବିତ୍ପାତ, ଦିନକରେ ୯ ମୃତ

ଲକ୍ଷ୍ନୌ: ଦେଶର ଅନେକ ରାଜ୍ୟରେ ଜାରି ରହିଛି ଲଗାଣ ବର୍ଷା । ଉତ୍ତରପ୍ରଦଶେରେ ବର୍ଷା ଯୋଗୁ ସ୍ଥିତି ବେହାଲ ହୋଇଛି । ବର୍ଷା ଯୋଗୁ ଦିନକରେ ୯ ଜଣଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ମୃତ୍ୟୁ ସଂଖ୍ୟା ୩୪ରେ ପହଁଚିଛି । ସେପଟେ ଅନେକ ଅଞ୍ଚଳରେ ବନ୍ୟା ପରିସ୍ଥିତି ମଧ୍ୟ ଉପୁଜିଛି । ସ୍ଥିତିକୁ ଦେଖି ପାଣିପାଗ ବିଭାଗ ପକ୍ଷରୁ ୪୫ଟି ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି । ବିଭିନ୍ନ ଜିଲ୍ଲାରେ ଆଜି ମଧ୍ୟ ସ୍କୁଲ […]

Heavy-Rain

Heavy-Rain

Madhupriya Mistry
  • Published: Monday, 10 October 2022
  • Updated: 10 October 2022, 08:26 AM IST

Sports

Latest News

ଲକ୍ଷ୍ନୌ: ଦେଶର ଅନେକ ରାଜ୍ୟରେ ଜାରି ରହିଛି ଲଗାଣ ବର୍ଷା । ଉତ୍ତରପ୍ରଦଶେରେ ବର୍ଷା ଯୋଗୁ ସ୍ଥିତି ବେହାଲ ହୋଇଛି । ବର୍ଷା ଯୋଗୁ ଦିନକରେ ୯ ଜଣଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ମୃତ୍ୟୁ ସଂଖ୍ୟା ୩୪ରେ ପହଁଚିଛି ।

ସେପଟେ ଅନେକ ଅଞ୍ଚଳରେ ବନ୍ୟା ପରିସ୍ଥିତି ମଧ୍ୟ ଉପୁଜିଛି । ସ୍ଥିତିକୁ ଦେଖି ପାଣିପାଗ ବିଭାଗ ପକ୍ଷରୁ ୪୫ଟି ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି । ବିଭିନ୍ନ ଜିଲ୍ଲାରେ ଆଜି ମଧ୍ୟ ସ୍କୁଲ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ନୋଏଡା, ଲକ୍ଷ୍ନୌ, ଗଜିଆବାଦ, ଆଗ୍ରାରେ ଆଜି ସ୍କୁଲ ବନ୍ଦ ରହିଛି । ଆଲିଗଡ଼ରେ ୧୨ ତାରିଖ ପର୍ଯ୍ୟନ୍ତ ସ୍କୁଲ ବନ୍ଦ ରଖିବାକୁ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

ନଏଡା, ଗାଜିଆବାଦ, ମରେଠ, ହାପୁଡ, ଅମରୋହା, ମୁରାଦାବାଦ, ରାମପୁର ଓ ବରେଲିର ଆଖପାଖ ଅଞ୍ଚଳରେ ଗତ ୩ ଦିନ ହେବ ପ୍ରବଳ ବର୍ଷା ଜାରି ରହିଛି। ସେପଟେ ବନ୍ୟା ପ୍ରଭାବିତ ଅଞ୍ଚଳକୁ ସତର୍କ ରହିବାକୁ ସୂଚନା ଜାରି କରାଯାଇଛି ।

ଖୋଦ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସ୍ଥିତି ଉପରେ ନଜର ରଖିଛନ୍ତି । ସମସ୍ତ ଜିଲ୍ଲାଅଧିକାରୀଙ୍କୁ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story