ନୂଆଦିଲ୍ଲୀ: ଭୂକମ୍ପରେ ଥରିଲା ଆଫଗାନିସ୍ତାନ। ଶନିବାର ସନ୍ଧ୍ୟା ୬ଟା୪୫ରେ ତାଜକିସ୍ତାନ ସୀମାରେ ଭୂକମ୍ପ ଅନୁଭୁତ ହୋଛି। ଏହାର ପ୍ରଭାବ ଜମ୍ମୁ କଶ୍ମୀର ପୁଞ୍ଚ ଏବଂ ଅନ୍ୟ ଅଞ୍ଚଳରେ ଅନୁଭୂତ ହୋଇଛି। ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି। ଏହି ଭୂକମ୍ପର ତୀବ୍ରତା ୫.୧ ରେକର୍ଡ଼ କରାଯାଇଛି। ଫ୍ୟାଜାବାଦରୁ ୮୪ କିମି ଦୂର ଏବଂ ୨୦୧ କିମି ଗଭୀର ଏହାର କେନ୍ଦ୍ରସ୍ଥଳ ଆକଳନ କରାଯାଇଛି। ଭୂକମ୍ପ ଯୋଗୁ ଭୟରେ ଲୋକମାନେ ଘରୁ ବାହାରକୁ ଦଉଡ଼ିଥିଲେ। ତେବେ କ୍ଷୟକ୍ଷତିର ରିପୋର୍ଟ ଜଣାପଡ଼ି ନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଆପ୍ର ୫୮ରୁ ୩୨ ଓ ବିଜେପିର ୭ରୁ ୪ ବିଧାୟକଙ୍କ ନାଁରେ ରହିଛି ଗୁରୁତର ମାମଲା
ଦଳ ଦୃଷ୍ଟିରୁ ଦେଖିଲେ ଆପର ୫୮ ଜଣ ବିଧାୟକଙ୍କ ପାଖରେ ହାରାହାରି ୧୩.୩୯ କୋଟି ଟଙ୍କାର ସମ୍ପତ୍ତି ରହିଥିବାବେଳେ ବିଜେପିର ୭ ଜଣ ବିଧାୟକଙ୍କ ପାଖରେ ହାରାହାରି ୭ କୋଟି ୪୫ ଲକ୍ଷ ଟଙ୍କାର ସମ୍ପତ୍ତି ରହିଛି।
Politics
ଦିଲ୍ଲୀ ଭୋଟରଙ୍କୁ ମାଗଣା ବିଜୁଳି ଓ ପାଣି ପ୍ରତିଶ୍ରୁତି ଦେବ ବିଜେପି!
ଏବେ ମହିଳାମାନେ ସବୁ ଦଳର ଭୋଟ ବ୍ୟାଙ୍କ ଭାବେ ଉଭା ହୋଇଛନ୍ତି। ସେମାନଙ୍କ ହାତକୁ ସିଧା ନଗଦ ଟଙ୍କା ଦେବାକୁ ସବୁ ଦଳ ଭିନ୍ନଭିନ୍ନ ଯୋଜନା ଲାଗୁ କରିବାକୁ ପ୍ରତିଶ୍ରୁତି ଦେଉଛନ୍ତି।
Offbeat
'ସ୍ତ୍ରୀ ମୁହଁକୁ କେତେ ସମୟ ଚାହିଁ ରହିବ?' ରବିବାର ବି କାମ କରିବାକୁ ସୁବ୍ରମଣ୍ୟନଙ୍କ ପରାମର୍ଶ
କହିଲେ ରବିବାର କର୍ମଚାରୀଙ୍କୁ କାମ କରାଇପାରୁନଥିବାରୁ ମୁଁ ଦୁଃଖିତ। ସପ୍ତାହରେ ୯୦ଘଣ୍ଟା କାମ କରିବାକୁ କର୍ମଚାରୀଙ୍କୁ ସୁବ୍ରମଣ୍ୟନଙ୍କ ପରାମର୍ଶ।
National
ସମସ୍ତେ ଭାବିଥିଲେ ମରିଯାଇଛନ୍ତି, କିନ୍ତୁ ୨୪ ବର୍ଷ ପରେ ପରିବାର ପାଖକୁ ଫେରିଲେ
ଅୟାଲ ଗାଁରେ ରହୁଥିବା ପ୍ରମୋଦ ୨୦୦୦ ମସିହା ଡିସେମ୍ବର ୪ରେ ହଠାତ୍ ଘରୁ କେଉଁ ଆଡ଼େ ଚାଲିଯାଇଥିଲେ।
Politics
'ଇଣ୍ଡିଆ' ମେଣ୍ଟ ଭାଙ୍ଗି ଦେବା ଉଚିତ: ଓମାର ଅବଦୁଲ୍ଲା
ଦିଲ୍ଲୀ ନିର୍ବାଚନରେ ଆପ୍-କଂଗ୍ରେସ ମୁହାଁମୁହିଁ ହେବା ପ୍ରସଙ୍ଗରେ ଅସନ୍ତୋଷ ଝାଡ଼ିଲେ ଓମାର ଅବଦୁଲ୍ଲା। ଯଦି କେବଳ ଲୋକସଭା ନିର୍ବାଚନ ପାଇଁ ମେଣ୍ଟ ହୋଇଥିଲା, ଏହାକୁ ଭାଙ୍ଗିଦେବା ଉଚିତ ବୋଲି କହିଲେ।