ବାଜିଲା ଗୁଜରାଟ ନିର୍ବାଚନ ବିଗୁଲ, ଡିସେମ୍ବର ୧ ଓ ୫ରେ ଭୋଟିଂ

ନୂଆଦିଲ୍ଲୀ: ବାଜିଲା ଗୁଜରାଟ ନିର୍ବାଚନ ବିଗୁଲ। ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ଘୋଷଣା ହୋଇଛି ତାରିଖ। ଚଳିତ ଥର ମଧ୍ୟ ଦୁଇଟି ପର୍ଯ୍ୟାୟରେ ଗୁଜରାଟ ନିର୍ବାଚନ ହେବ। ଆସନ୍ତା ଡସମ୍ବେର ୧ ପ୍ରଥମ ପର୍ଯ୍ୟାୟ ଭୋଟିଂ ହେବାକୁ ଥିବା ବେଳେ ଡିସେମ୍ବର ୫ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେବ। ଏନେଇ ମୁଖ୍ୟନିର୍ବାଚନ ଆୟୋଗ ରାଜୀବ କୁମାର ପ୍ରେସମିଟରେ ସୂଚନା ଦେଇଛନ୍ତି। ଡିସେମ୍ବର ୮ ତାରିଖରେ ଭୋଟ ଗଣତି ହେବ। ପ୍ରଥମ ପର୍ଯ୍ୟାୟ ପାଇଁ ନଭେମ୍ବର ୫ରୁ […]

Gujrat elecetion

Gujrat elecetion

Madhupriya Mistry
  • Published: Thursday, 03 November 2022
  • Updated: 03 November 2022, 12:51 PM IST

ନୂଆଦିଲ୍ଲୀ: ବାଜିଲା ଗୁଜରାଟ ନିର୍ବାଚନ ବିଗୁଲ। ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ଘୋଷଣା ହୋଇଛି ତାରିଖ। ଚଳିତ ଥର ମଧ୍ୟ ଦୁଇଟି ପର୍ଯ୍ୟାୟରେ ଗୁଜରାଟ ନିର୍ବାଚନ ହେବ। ଆସନ୍ତା ଡସମ୍ବେର ୧ ପ୍ରଥମ ପର୍ଯ୍ୟାୟ ଭୋଟିଂ ହେବାକୁ ଥିବା ବେଳେ ଡିସେମ୍ବର ୫ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେବ। ଏନେଇ ମୁଖ୍ୟନିର୍ବାଚନ ଆୟୋଗ ରାଜୀବ କୁମାର ପ୍ରେସମିଟରେ ସୂଚନା ଦେଇଛନ୍ତି।

ଡିସେମ୍ବର ୮ ତାରିଖରେ ଭୋଟ ଗଣତି ହେବ। ପ୍ରଥମ ପର୍ଯ୍ୟାୟ ପାଇଁ ନଭେମ୍ବର ୫ରୁ ୧୪ ନାମାଙ୍କନ ଦାଖଲ କରିପାରିବେ ପ୍ରାର୍ଥୀ। ୨ୟ ପର୍ଯ୍ୟାୟ ପାଇଁ ନଭେମ୍ବର ୧୦ରୁ ୧୭ ନାମାଙ୍କନ ଦାଖଲ ହେବ। ନଭେମ୍ବର ୧୫ ରେ ପ୍ରଥମ ପର୍ଯ୍ୟାୟ ନାମାଙ୍କନ ପତ୍ର ଯାଞ୍ଚ ଏବଂ ନଭେମ୍ବର ୧୮ ରେ ଦ୍ୱିତୀୟ ପର୍ଯ୍ୟାୟ ନାମାଙ୍କନ ଦାଖଲର ଯାଞ୍ଚ ହେବ। ନେଭମ୍ବର ୧୭ ଏବଂ ୨୧ ରେ ନାମାଙ୍କନ ପ୍ରତ୍ୟାହାର ହେବ।

ସୂଚନାଯୋଗ୍ୟ, ୧୮ ଫେବୃଆରୀ ୨୦୨୩ ସୁଦ୍ଧା ବିଧାନସଭା କାର୍ଯ୍ୟକାଳ ସରୁଛି। ଏହା ପୂର୍ବରୁ ସରିବ ନିର୍ବାଚନ। ଗୁଜରାଟରେ ସବୁ ୧୮୨ ବିଧାନସଭା ସିଟ୍‌ରେ ନିର୍ବାଚନ ହେବ। ୩୩ ଜିଲ୍ଲାରେ ଚଳିତ ନିର୍ବାଚନରେ ୪ କୋଟି ୯୦ ଲକ୍ଷ ଭୋଟର ରହିଛନ୍ତି। ମତଦାନକୁ ଆଖିରେ ରଖି ୫୧ ହଜାର ୭୮୨ କେନ୍ଦ୍ର କରାଯାଇଛି। ୧୪୨ଟି ମଡେଲ ମତଦାନ କେନ୍ଦ୍ର ମଧ୍ୟ କରାଯାଇଛି।  ମହିଳାଙ୍କ ପାଇଁ ୧୨୭୪ ମତଦାନ କେନ୍ଦ୍ର କରାଯାଇଛି। ଚଳିତ ନିର୍ବାଚନରେ ୪ ଲକ୍ଷ ୬୦ ହଜାର ଯୁବ ଭୋଟରଙ୍କୁ ସାମିଲ କରାଯାଇଛି।

୨୦୧୭ ବିଧାନସଭା ନିର୍ବାଚନରେ ବିଜେପି ୯୯ ସିଟ୍‌ରେ ଜିତିଥିଲା ଏବଂ କଂଗ୍ରେସ ୭୭ ସିଟ୍‌ରେ ଜିତିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story