ମୋବାଇଲ ନମ୍ୱର ଭଳି ବଦଳ କରି ହେବ ବିଦ୍ୟୁତ୍ ସେବା !

ନୂଆଦିଲ୍ଲୀ: ମୋବାଇଲ ନମ୍ୱର ବଦଳାଇବା ପାଇଁ ଯେମିତି ପୋର୍ଟିଂ ସୁବିଧା ରହିଛି ସମାନ ସୁବିଧା ଏବେ ବିଦ୍ୟୁତ ଗ୍ରାହକ ମାନେ ପାଇବେ। କେନ୍ଦ୍ରର ମୋଦି ସରକାର ବିଦ୍ୟୁତ ସେବାକୁ ସହଜ ଓ ସରଳ କରିବାକୁ ଯାଇ ଚଳିତ ମୌସୁମୀ ଅଧିବେଶନରେ ବିଦ୍ୟୁତ (ସଂଶୋଧନ) ବିଲ୍,  ୨୦୨୧ ଆଣିବାକୁ ଯାଉଛନ୍ତି। ଏଭଳି ହେଲେ ବିଦ୍ୟୁତ୍ ଉପଭୋକ୍ତାଙ୍କୁ ଉନ୍ନତ ସୁବିଧା ମିଳିବ। କମ୍ପାନୀଗୁଡିକ ମଧ୍ୟରେ ପ୍ରତିଯୋଗିତା ବଢିବ କିଭଳି ଲୋକଙ୍କୁ କମ୍ ଦାମରେ ଭଲ ସୁବିଧା ଯୋଗାଇପାରିବେ। ସରକାରୀ ସୂତ୍ରରୁ […]

Power demand

Power demand

Subhransu Sekhar
  • Published: Sunday, 25 July 2021
  • Updated: 25 July 2021, 08:22 PM IST

Sports

Latest News

ନୂଆଦିଲ୍ଲୀ: ମୋବାଇଲ ନମ୍ୱର ବଦଳାଇବା ପାଇଁ ଯେମିତି ପୋର୍ଟିଂ ସୁବିଧା ରହିଛି ସମାନ ସୁବିଧା ଏବେ ବିଦ୍ୟୁତ ଗ୍ରାହକ ମାନେ ପାଇବେ। କେନ୍ଦ୍ରର ମୋଦି ସରକାର ବିଦ୍ୟୁତ ସେବାକୁ ସହଜ ଓ ସରଳ କରିବାକୁ ଯାଇ ଚଳିତ ମୌସୁମୀ ଅଧିବେଶନରେ ବିଦ୍ୟୁତ (ସଂଶୋଧନ) ବିଲ୍,  ୨୦୨୧ ଆଣିବାକୁ ଯାଉଛନ୍ତି। ଏଭଳି ହେଲେ ବିଦ୍ୟୁତ୍ ଉପଭୋକ୍ତାଙ୍କୁ ଉନ୍ନତ ସୁବିଧା ମିଳିବ। କମ୍ପାନୀଗୁଡିକ ମଧ୍ୟରେ ପ୍ରତିଯୋଗିତା ବଢିବ କିଭଳି ଲୋକଙ୍କୁ କମ୍ ଦାମରେ ଭଲ ସୁବିଧା ଯୋଗାଇପାରିବେ।

ସରକାରୀ ସୂତ୍ରରୁ ଜଣାପଡିଛି ଯେ ବିଦ୍ୟୁତ୍ (ସଂଶୋଧନ) ବିଲ୍, ୨୦୨୧ ଆସନ୍ତା କିଛି ଦିନ ମଧ୍ୟରେ କେନ୍ଦ୍ର କ୍ୟାବିନେଟ ଆଗରେ ରଖାଯିବାର ସମ୍ଭାବନା ରହିଛି। ସଂସଦର ମୌସୁମୀ ଅଧିବେଶନରେ ଏହି ବିଲ୍ ଆଣିବାକୁ ସରକାର ଚାହୁଁଛନ୍ତି। ଅଗଷ୍ଟ ୧୩, ୨୦୨୧ରେ ମୌସୁମୀ ଅଧିବେଶନ ଶେଷ ହେବ। ଏହା ପୂର୍ବରୁ ଜୁଲାଇ ୧୨ରେ ସରକାର ଜାରି କରିଥିବା ଲୋକସଭାର ବୁଲେଟିନ୍ ଅନୁଯାୟୀ, ବିଦ୍ୟୁତ୍ (ସଂଶୋଧନ) ବିଲ୍ ସମେତ ୧୭ ଟି ବିଲ୍ ରହିଛି। ଯାହାକୁ ସରକାର ମୌସୁମୀ ଅଧିବେଶନରେ ଉପସ୍ଥାପନ କରିବା ପାଇଁ ତାଲିକାଭୁକ୍ତ କରିଛନ୍ତି।

ଏଭଳି ସଂଶୋଧିତ ବିଦ୍ୟୁତ୍ ବିଲ୍ ଆଗତ ହେଲେ ଡିଷ୍ଟ୍ରିବ୍ୟୁସନ ବ୍ୟବସାୟରୁ ଲାଇସେନ୍ସ ରାଜ ହଟିବ ଏବଂ କମ୍ପାନୀ କମ୍ପାନୀ ମଧ୍ୟରେ ପ୍ରତିଯୋଗିତା ସୃଷ୍ଟି ହେବ। ଏହା ସହିତ Appellate Tribunal for Electricity (APTEL) ଏବଂ Renewal Energy Obligation (RPO)କୁ ମଜବୁତ କରାଯିବ।

ସୂଚନାଯୋଗ୍ୟ, ଜୁଲାଇରେ ଶକ୍ତି ଏବଂ ନବୀକରଣ ମନ୍ତ୍ରୀ ଆର.କେ ସିଂ କହିଥିଲେ ଯେ ଏହି ବିଲ୍ ବିଦ୍ୟୁତ୍ ବଣ୍ଟନରୁ ଲାଇସେନ୍ସ ରାଜ ଶେଷ କରିବାକୁ ଚାହୁଁଛି। ବିଦ୍ୟୁତ୍ ଉତ୍ପାଦନ ପରି ବିଦ୍ୟୁତ୍ ବିତରଣକୁ ଲାଇସେନ୍ସ  ରାଜ ମୁକ୍ତ କରିବାକୁ ଆମେ ପ୍ରସ୍ତାବ ଦେଇଥିଲୁ। ଏହି ବିଲକୁ ସମସ୍ତ ମନ୍ତ୍ରାଳୟ ଅନୁମୋଦନ ଦେଇଛି କିନ୍ତୁ ଆଇନ ମନ୍ତ୍ରଣାଳୟ ପାଖରେ ଗୋଟିଏ କିମ୍ବା ଦୁଇଟି ପ୍ରଶ୍ନ ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story