ଅକ୍ସିଜେନ୍‌ ପ୍ରସ୍ତୁତ ରଖ: ରାଜ୍ୟକୁ ସତର୍କକଲା କେନ୍ଦ୍ର

ନୂଆଦିଲ୍ଲୀ: ଦେଶର ସାଂଘାତିକ କୋଭିଡ ସ୍ଥିତିର ମୁକାବିଲା ପାଇଁ ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ କେନ୍ଦ୍ର ସରକାର ଚିଠି ଲେଖିଛନ୍ତି। ପର୍ଯ୍ୟାପ୍ତ ଅକ୍ସିଜେନ ବ୍ୟବସ୍ଥା କରିବା ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ ଏହି ଚିଠିରେ ଉଲ୍ଲେଖ କରିଛନ୍ତି।  ଏଥିରେ ସେ କହିଛନ୍ତି, ୪୮ ଘଣ୍ଟାର ଅକ୍ସିଜେନ ବଫର୍ ଷ୍ଟକ ରଖନ୍ତୁ।  ତରଳ ଅକ୍ସିଜେନ ଯେମିତି ନିରବଚ୍ଛିନ୍ନ ଭାବେ ଯୋଗାଣ ହୋଇପାରିବ, ତାର ବ୍ୟବସ୍ଥା କରାଯାଉ । ସବୁ ଡାକ୍ତରଖାନାରେ ପର୍ଯ୍ୟାପ୍ତ ପରିମାଣରେ […]

oxygen

oxygen

Tapas Behera
  • Published: Wednesday, 12 January 2022
  • Updated: 12 January 2022, 12:22 PM IST

Sports

Latest News

ନୂଆଦିଲ୍ଲୀ: ଦେଶର ସାଂଘାତିକ କୋଭିଡ ସ୍ଥିତିର ମୁକାବିଲା ପାଇଁ ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ କେନ୍ଦ୍ର ସରକାର ଚିଠି ଲେଖିଛନ୍ତି। ପର୍ଯ୍ୟାପ୍ତ ଅକ୍ସିଜେନ ବ୍ୟବସ୍ଥା କରିବା ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ ଏହି ଚିଠିରେ ଉଲ୍ଲେଖ କରିଛନ୍ତି।  ଏଥିରେ ସେ କହିଛନ୍ତି, ୪୮ ଘଣ୍ଟାର ଅକ୍ସିଜେନ ବଫର୍ ଷ୍ଟକ ରଖନ୍ତୁ।  ତରଳ ଅକ୍ସିଜେନ ଯେମିତି ନିରବଚ୍ଛିନ୍ନ ଭାବେ ଯୋଗାଣ ହୋଇପାରିବ, ତାର ବ୍ୟବସ୍ଥା କରାଯାଉ । ସବୁ ଡାକ୍ତରଖାନାରେ ପର୍ଯ୍ୟାପ୍ତ ପରିମାଣରେ ଅକ୍ସିଜେନ ରଖନ୍ତୁ । ସବୁ ଜିଲ୍ଲାରେ ଅକ୍ସିଜେନ କନ୍ସେନ୍ଟ୍ରେଟର୍ ବ୍ୟବସ୍ଥା କରାଯାଉ । ଉଚ୍ଚସ୍ତରୀୟ ହସ୍ପିଟାଲରେ ଜୀବନ ରକ୍ଷା କରି ଉପକରଣ ପ୍ରସ୍ତୁତ କରିବାକୁ କେନ୍ଦ୍ର ଅବଗତ କରିଛି।

ବିଶୋଧନର ନିୟମ ପାଳନ କରି ନିୟମିତ ଭାବେ ଅକ୍ସିଜେନ ସିଲିଣ୍ଡର ଡେଲିଭରି କରାଯାଉ। ଏ ନେଇ ପ୍ରାଇଭେଟ ସଂସ୍ଥାଗୁଡ଼ିକ ସହିତ ମଧ୍ୟ ଉତ୍ତମ ଯୋଗାଯୋଗ କରିବାକୁ କହିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ। ଅକ୍ସିଜେନ ଯୋଗାଣ ନେଇ ସମ୍ଭାବ୍ୟ ଚାଲେଞ୍ଜର ସମ୍ମୁଖୀନ ହେବା ପାଇଁ ଅକ୍ସିଜେନ କଣ୍ଟ୍ରୋଲ ରୁମ୍ ପୁଣି ଥରେ କାର୍ଯ୍ୟକ୍ଷମ କରିବାକୁ ପରାମର୍ଶ ଦେଇଛନ୍ତି ରାଜେଶ ଭୂଷଣ।

ସୂଚନା ଅନୁଯାୟୀ ଦେଶରେ ଏବେ କରୋନା ସଂକ୍ରଣ ଉତ୍କଟ ରୂପ ଧାରଣ କରିଛି। ଦୈନିକ କରୋନାଭାଇରସ୍ ମାମଲା ପୁଣି ବୃଦ୍ଧି ପାଉଛି। ଗତ ୨୪ ଘଣ୍ଟାରେ ୧.୯୪,୭୨୦ ରୋଗୀ ଚିହ୍ନଟ ହୋଇଛନ୍ତି। ମଙ୍ଗଳବାର ତୁଳନାରେ ଆଜି ନୂଆ ମାମଲାରେ ୧୫.୮ ପ୍ରତିଶତ ବୃଦ୍ଧି ଘଟିଛି। ମଙ୍ଗଳବାର ୧.୬୮ ଲକ୍ଷ କରୋନା ରୋଗୀ ଚିହ୍ନଟ ହୋଇଥିଲେ। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ୪୪୨ କରୋନା ସଂକ୍ରମିତ ରୋଗୀଙ୍କ ମୃତ୍ୟୁ ହୋଇଛି। ଏହା ସହିତ କୋଭିଡ କାରଣରୁ ପ୍ରାଣ ହରାଇଥିବା ଲୋକଙ୍କ ସଂଖ୍ୟା ୪,୮୪,୬୫୫କୁ ବୃଦ୍ଧି ପାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story