ନୂଆଦିଲ୍ଲୀ: ଆସନ୍ତା ୬ ମାସ ଯାଏଁ ୟୁରୋପରେ ପାକିସ୍ତାନ ଇଣ୍ଟରନ୍ୟାସନାଲ ଏୟାରଲାଇନ୍ସର ବିମାନ ଉଡ଼ାଣ ବ୍ୟାନ ହୋଇଛି। ଏହି ପ୍ରତିବନ୍ଧକ ଲଗାଇଛି ୟୁରୋପୀୟ ଆକାଶପଥ ନିରାପତ୍ତା ସଂସ୍ଥା (EASA)। ଜୁଲାଇ ୧ ଅର୍ଥାତ ଆସନ୍ତାକାଲିଠାରୁ ଆଗାମୀ ୬ ମାସ ଯାଏଁ ୟୁରୋପ ଆକାଶରେ ପାକିସ୍ତାନ ଇଣ୍ଟରନ୍ୟାସନାଲ ଏୟାଲାଇନ୍ସର ବିମାନ ଉଡ଼ାଣକୁ ବାତିଲ କରାଯାଇଛି। ଏନେଇ ବିମାନ ଉଡ଼ାଣ ସଂସ୍ଥା ମୁଖପାତ୍ର ସୂଚନା ଦେଇଛନ୍ତି। ପାକିସ୍ତାନର ୨୬୨ ପାଇଲଟଙ୍କ ଫେକ୍ ଲାଇସେନ୍ସ ଧରାପଡ଼ିଥିବାରୁ ଏପରି ନିଷ୍ପତ୍ତି ନିଆଯାଇଛି।
ପୂର୍ବରୁ ଜାଲ ଲାଇସେନ୍ସ ରଖିବା ଅଭିଯୋଗରେ ୧୪୧ ଜଣ ପାକିସ୍ତାନୀ ପାଇଲଟଙ୍କୁ ହଟାଇଥିଲା ପାକିସ୍ତାନ ବିମାନ ଚଳାଚଳ ମନ୍ତ୍ରାଳୟ।
ଗତମାସରେ ପାକିସ୍ତାନର ଏକ ବିମାନ ଅବତରଣ କରିବା ପୂର୍ବରୁ ଆବାସିକ ଅଞ୍ଚଳରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନ ଦୁର୍ଘଟଣାରେ ୯୭ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ ଜୀବିତ ଥିଲେ। ତେବେ ଏହି ଦୁର୍ଘଟଣା ମନୁଷ୍ୟକୃତ ଥିଲା ବୋଲି ତଦନ୍ତ ରିପୋର୍ଟରୁ ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଅସନ୍ତୋଷ ଝାଡ଼ିଥିବା ବିଧାୟକଙ୍କୁ ନୂଆ ଆସନରେ ଟିକେଟ ଦେଲା ବିଜେପି
୦୨୦ରେ ମୋହନ ସିଂହ କରୱାଲା ଆସନରୁ ବିଜୟୀ ହୋଇଥିଲେ। ଏଥର କିନ୍ତୁ ବିଜେପି କରୱାଲ ଆସନରେ ଆପ୍ରୁ ଆସିଥିବା ବିବାଦୀୟ ନେତା କପିଲ ମିଶ୍ରାଙ୍କୁ ଟିକେଟ ଦେଇଛି।
National
ପାଇଖାନା ସଫା କଲେ ଛାତ୍ରୀ, ନିଲମ୍ବିତ ହେଲେ ପ୍ରିନ୍ସିପାଲ
କେତେବେଳେ ସେମାନଙ୍କୁ ପାଇଖାନା ସଫା କରିବାକୁ କୁହାଯାଏ ତ ଆଉ କେତେ ବେଳେ ପାଣି ଦେବାକୁ କୁହାଯାଏ। ଅନେକ ସମୟରେ ପିଲାମାନେ ସ୍କୁଲ ପରିସରକୁ ମଧ୍ୟ ସଫା କରନ୍ତି।
Politics
ବଡ଼ ଭୁଲ: କପିଲ ମିଶ୍ରାଙ୍କୁ ଟିକେଟ ମିଳିବା ପରେ ଅସନ୍ତୋଷ ଝାଡ଼ିଲେ ବିଜେପି ବିଧାୟକ
ମୋହନ ସିଂହଙ୍କ ବଦଳରେ ୨୦୨୫ ବିଧାନସଭା ନିର୍ବାଚନରେ କରୱାଲ ନଗର ଆସନରୁ କପିଲ ମିଶ୍ରା ବିଜେପି ଟିକେଟରେ ଲଢ଼ିବେ। ଦଳର ଏପରି ପଦକ୍ଷେପକୁ ବଡ଼ ତ୍ରୁଟି ବୋଲି ମୋହନ ସିଂହ କହିଛନ୍ତି।
Politics
କଂଗ୍ରେସର ବଡ଼ ପ୍ରତିଶ୍ରୁତି: ଶିକ୍ଷିତ ବେକାରଙ୍କୁ ମିଳିବ ୮,୫୦୦ ଟଙ୍କା
ଯଦି କଂଗ୍ରେସ ୧୫ ବର୍ଷର ବନବାସ ପରେ ଦିଲ୍ଲୀରେ କ୍ଷମତାକୁ ଫେରିବ, ତା’ହେଲେ ସମସ୍ତ ଶିକ୍ଷିତ ବେକାରଙ୍କୁ ମିଳିବ ୮,୫୦୦ ଟଙ୍କା।
National
ମହାୟୁତିରେ ଫାଟ! ଦିଲ୍ଲୀରେ ଏକା ଲଢ଼ିବ ଏନ୍ସିପି
ଆସନ୍ତା ଫେବ୍ରୁଆରୀ ୫ ତାରିଖରେ ଦିଲ୍ଲୀର ୭୦ଟି ବିଧାନସଭା ଆସନ ପାଇଁ ନିର୍ବାଚନ ହେବ।